-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା କଂଗ୍ରେସ ଆଦିବାସୀ ଶାଖା ତରଫରୁ ଭବାନୀପାଟଣା ଗାନ୍ଧୀପାର୍କ ଠାରେ ଗଣଧାରଣା

30-Mar-2023



ଭବାନୀ ପାଟଣା(ତ୍ରିନାଥ ବେଶ୍ରା )
କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସାଂସଦ ପଦ ରଦ୍ଦର ପ୍ରତିବାଦରେ କଳାହାଣ୍ଡି ଜିିଲ୍ଲା ଭବାନୀପାଟଣା ସ୍ଥାନୀୟ ଗାନ୍ଧୀପାର୍କ ଠାରେ ଜିଲ୍ଲା କଂଗ୍ରେସର ଆଦିବାସୀ ଶାଖା ତରଫରୁ ସତ୍ୟାଗ୍ରହ ଅନୁଷ୍ଠିତ ହୋଇଥିଲା। ଅଖିଳ ଭାରତୀୟ କଂଗ୍ରେସ କମିଟି ଓ ପ୍ରଦେଶ କଂଗ୍ରେସ କମିଟି ନିର୍ଦେଶ କ୍ରମେ, କଳାହାଣ୍ଡି ଜିଲ୍ଲା କଂଗ୍ରେସ କମିଟି ଆଦିବାସୀ ବିଭାଗ ତରଫରୁ ଆଜି ଭବାନୀପାଟଣା ସହର ସ୍ଥିତ ଗାନ୍ଧୀପାର୍କ ର ଗାନ୍ଧୀ ମୂର୍ତ୍ତି ତଳେ ଶାନ୍ତିପୂର୍ଣ ସତ୍ୟଗ୍ରହ ଓ ଗଣଧାରଣା ଶେଷଦେବ ମାଝୀ ଙ୍କ ସଭାପତିତ୍ୱ ରେ ବସିଥିଲା, ଏହି କାର୍ଯ୍ୟକ୍ରମ ରେ ରାଜ୍ୟ ଉପସଭାପତି ପରମାନନ୍ଦ ମାଝୀଙ୍କ ନେତୃତ୍ୟରେ କଂଗ୍ରେସ ନେତୃବୃନ୍ଦ ମହାତ୍ମା ଗାନ୍ଧୀଙ୍କୁ ପୁଷ୍ପମାଲ୍ୟ ଦେଇ ସତ୍ୟାଗ୍ରହ ଆରମ୍ଭ କରିଥିଲେ। ସଂସଦରେ ରାହୁଲ ଗାନ୍ଧୀ ଚଳିତ ମାସ ୭ ତାରିଖରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଶିଳ୍ପପତି ଗୌତମ ଆଦାନୀଙ୍କ ସମ୍ପର୍କକୁ ନେଇ   ପ୍ରଶ୍ନ କରିଥିଲେ। ମାତ୍ର କେନ୍ଦ୍ର ସରକାରଙ୍କ ସଂସଦକୁ ଦୀର୍ଘଦିନ ଅଚଳ କରି ରଖିଥିଲେ। ଏକ ମାନହାନି ମାମଳାରେ କୋର୍ଟ ଦଣ୍ଡାଦେଶ ଦେବାପରେ ରାହୁଲଙ୍କ ଲୋକସଭା ପଦ ରଦ୍ଦ କରିଦିଆଗଲା । ବିଗତ ୯ ବର୍ଷ ଭିତରେ ଦେଶର ଗଣତନ୍ତ୍ରର ପରମ୍ପରାକୁ ସମ୍ପୂର୍ଣ୍ଣଭାବେ ଧୂଳିସାତ କରି ଦିଆଯାଇଛି। ଯେଉଁମାନେ ସରକାର ଓ ସରକାରଙ୍କ କାର୍ଯ୍ୟକଳାପ ବିରୋଧରେ ପ୍ରଶ୍ନ କରୁଛନ୍ତି ସେମାନଙ୍କୁ ବିଭିନ୍ନ ବାବଦରେ ଛନ୍ଦି ଦିଆଯାଉଛି ବୋଲି କଂଗ୍ରେସ ଆଦିବାସୀ ନେତା ଶ୍ରୀଯୁକ୍ତ ପରମାନନ୍ଦ ମାଝୀ ମନ୍ତ ପ୍ରକାଶ କରିଛନ୍ତି। ଏହି ସତ୍ୟାଗ୍ରହରେ ଏସଟି ସେଲ କଳାହାଣ୍ଡି, ସଭାପତି ଶ୍ରୀଯୁକ୍ତ ଶେଷଦେବ ମାଝୀ,
 ବ୍ରଜମୋହନ ସାହୁ, କୁମୁଦ ପଟ୍ଟନାୟକ, ସୁରେଶ ପଟ୍ଟନାୟକ, ଶ୍ରୀଯୁକ୍ତ
ସରୋଜ ବାଗ, ମହମ୍ମଦ ସାହେବ, ପ୍ରିତମ ବେହେରା, ପୂର୍ବତନ ମହିଳା କଂଗ୍ରେସ ଜିଲ୍ଲା ସଭାପତି ସୁକାନ୍ତି ସରାଫ, ସଚିନ ନାଏକ, କୃଷ୍ଣ ନାଏକ, କାର୍ତ୍ତିକ ଯାନୀ, ବୈକୁଣ୍ଠ ମାଝୀ, ପରମେଶ୍ୱର ଶବର, କବି ମାଝୀ, ପ୍ରଦୀପ ସାହୁ, ପାରେଶ୍ୱର ନାଏକ, କୁଳମଣି ଟାକରି, ଯଶୋଦା ସରାଫ, ସୁନନ୍ଦା ଭଏସଲ, ସତୁରା ଭଏସଲ, କନ୍ତିନି ବାଗ, ନର୍ଗୀ ମେହେରଙ୍କ ସମେତ କଂଗ୍ରେସର ଅନ୍ୟ ମାନ୍ୟାଗଣ ବ୍ୟକ୍ତି ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like