-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ପୁସ୍ତକ ପଢିବା ଏକ ସାଂସ୍କୃତିକ ପରମ୍ପରାର ପରିଚୟ, ବଲାଙ୍ଗୀର ଜିଲ୍ଲା ସ୍ତରୀୟ ପୁସ୍ତକ ମେଳା ଉଦଯାପିତ 

30-Mar-2023



ବଲାଙ୍ଗୀର (ପ୍ରେରଣା ଖବର ): ବହି ସାଇତି ରଖିବା, ବହିପଢିବା ଏକ ସାଂସ୍କୃତିକ  ପରମ୍ପରାର  ପରିଚୟ। ସମୁନ୍ନତ ମଣିଷ ସଭ୍ୟତାର ବିକଶିତ ସ୍ବରୂପ ଏହି ଅଭ୍ୟାସ ଉପରେ ନିର୍ଭର କରିଥାଏ। ଏଣୁ ଆଗାମୀ ପିଢୀକୁ ସୁସ୍ଥ ସାମାଜିକ ଚେତନା ସହ ଏକ ସୁସଂହତ ସାଂସ୍କୃତିକ ପରମ୍ପରା ପ୍ରଦାନ କରିବାକୁ ପୁସ୍ତକ ପଠନର ଅଭ୍ୟାସ ଜାରୀ ରଖିବା ଦରକାର ବୋଲି ମତ ଦେଇଛନ୍ତି ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ଉଦଯାପନୀ ସଂଧ୍ୟାର  ବରେଣ୍ଯ ଅତିଥି  ପ୍ରଫେସର ମଧୁସୂଦନ ପତି। ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧାରୁଆ  ଙ୍କ  ସଭାପତିତ୍ବ ରେ ଅନୁଷ୍ଠିତ ସଂଧ୍ୟାକାଳିନ   ସଭାରେ ବରେଣ୍ଯ  ଅତିଥି ଭାବେ  ପ୍ରଫେସର ମଧୁସୂଦନ ପତି, ଓଡିଶା ସାହିତ୍ଯ ଏକାଡେମୀର ସଦସ୍ଯା ଡାକ୍ତର ଜ୍ୟୋତିର୍ମୟୀ ସାହୁ ।   ସନ୍ଦୀପ କୁମାର କୁଅଁର ଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି

ସଭାରେ ଜିଲ୍ଲା ଲେଖକ ପରିଷଦ ର କୋଷାଧ୍ୟକ୍ଷ ଅଜିତ କୁମାର ମହାନ୍ତି  ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀରଞ୍ଜନ ମିଶ୍ର ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ଶେଷରେ  ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ ରାଧାକୃଷ୍ଣ ପଟ୍ଟନାୟକ ଙ୍କ ଗୀତିକବିତା ପ୍ରୀତିଗୀତି, ଗୋପୀକୃଷ୍ଣ ପାଣ୍ଡିଆ  ଙ୍କ ଏକାଦଶୀ ଅର୍ଘ୍ୟ,ସଦାନନ୍ଦ ମେହେରଙ୍କ  ଶରଧା ବିକାଶ ପୁସ୍ତକ କୁ ଲୋକାର୍ପିତ କରିଥିଲେ ମଞ୍ଚାସୀନ ଅତିଥିବୃନ୍ଦ। 

 ଅପରାହ୍ନରେ ଐଶ୍ଵର୍ଯ୍ୟା ଦାସଙ୍କର ପରିଚାଳନାରେ ବଲାଙ୍ଗୀର କୁଇଜ ଅନୁଷ୍ଠିତ ହୋଇଥିଲା।ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ଗୋପାଳ ପ୍ରଧାନ ଉପସ୍ଥିତ ଥିଲେ।
 ପରେ  ସାଇ ଅଂଶିକା ତାଣ୍ଡି, ଆଦ୍ୟାଶା ଅନ୍ବେଷା ମେହେରଙ୍କ  ଲୋକନୃତ୍ଯ,  ଦିବ୍ଯାଂଶୀ ବାଗ ଙ୍କ ସମଲପୁରୀ ଫୁଲବାଲି, ଆଇଡିଏମ ପବ୍ଲିକ ସ୍କୁଲର  ଲୋକନୃତ୍ଯ ପରିବେଷଣ କରାଯାଇଥିଲା। ଐଶ୍ଵର୍ଯ୍ୟା ଦାସ ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like