-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ଏଲ୍ ଏଣ୍ଡ୍ ଏସ୍ କ୍ଲବ କାର୍ଯ୍ୟକାରିଣି ବୈଠକ ନରସିଂହ, ଇନଟେକ୍ ଓ ସଂସ୍କୃତି ବିଭାଗକୁ ଧନ୍ୟବାଦ 

07-Dec-2020



ବଲାଙ୍ଗିର-  କାଲି ସଂନ୍ଧ୍ୟା ୬ ଘ ଠାରେ ବଲାଙ୍ଗିରର ସର୍ବପୁରାତନ ଐତିହ୍ୟ ସଂପର୍ଣ୍ଣ ଜର୍ଜ ଲିଟିରାରି ଏଣ୍ଡ ସୋସିଆଲ କ୍ଲବ ଯାହାକି ବର୍ତ୍ତମାନ ଲିଟିରାରି ଏଣ୍ଡ ସୋସେିଆଲ କ୍ଲବ ନାମରେ ପରିଚିତ ତାହାର କାଯ୍ୟକାରିଣି ବୈଠକ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ୍ୟ ଆର୍ତ୍ତତ୍ରାଣ ସିଂ ଦେଓ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟର ସଂସ୍କୃତି ବିଭାଗ ଦ୍ୱାରା କ୍ଲବର ଐତିହ ,ସଂସ୍କୃତି ଓ ପରମ୍ପରା ର ସୁରକ୍ଷା ପାଇଁ ଅନୁଦାନ ର ମଞ୍ଜୁରି ମିଳିଥିବାରୁ କ୍ଲବ ସଦସ୍ୟମାନଙ୍କ ତରଫରୁ ସଂସ୍କୃତି ବିଭାଗ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣୀଗ୍ରାହି , ପ୍ରକଳ୍ପ ପାଈଁ କାମ କରିଥିବା ଇନଟେକ୍ ର ରାଜ୍ୟ ସଭାପତି ମଲିକା ମିତ୍ର, ଜିଲ୍ଲା ସଭାପତି ଶିବ ପ୍ରସାଦ ନନ୍ଦ ଏବଂ ଅନୁଦାନ ଆଣୀବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କୁ କୃତଜ୍ଞତା ଜଣା ଯାଇଥିଲା । କ୍ଲବର ସାଧାରଣ ସଂପାଦକ ଅସିତ ମିଶ୍ର କ୍ଲବ ର ସଂରକ୍ଷଣ ପାଇଁ ଆସିଥିବା ଏହି ଅନୁଦାନ ବଲାଙ୍ଗିର ର ଆଗାମୀ ପିଢି ପାଇଁ ବରଦାନ ସାବିତ ହେବ ବୋଲି କହିଥିଲେ । ପ୍ରକଳ୍ପ ଯେମିତି ଠିକ ହିସାବର ଆରମ୍ଭ ପୋଇ ସଂପୁର୍ଣ୍ଣ ହେବ ସେ ଦିଗରେ କ୍ଲବର ସମସସ୍ତ ସଦସ୍ୟ ସଂପୁର୍ଣ୍ଣ ସହେଯାଗ କରିବେ ବୋଲି କହିଥିଲେ । ଆଜିର ଏହି ସଭାରେ ଉପାଧକ୍ଷ ବିଶ୍ୱନାଥ ମିଶ୍ର, ସହ ସଂପାଦକ ବୁଲୁ ଦାନୀ, ଅର୍ଥ ସଂପାଦକ ବାସୁଦେବ ନାଗ, କାର୍ଯ୍ୟନିର୍ବାହି କମିଟି ସଭ୍ୟ ମନୀଷ ମିଶ୍ର ଓ ଗୋପାଳ କୃଷ୍ଣ ବରାଇ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like