-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଜାତୀୟ ପାରା ବ୍ଯାଟମିଣ୍ଟନ ଚମ୍ପିୟାନସିପରେ ରୌପ ପଦକ ବିଜେତା ରାଣୀ ଗର୍ଡିଆଙ୍କୁ ସମ୍ବର୍ଦ୍ଧନା ସଭା

31-Mar-2023



ସମ୍ବଲପୁର. (ସଂଜୀବ ପାଣିଗ୍ରାହୀ)
 ମାନେଶ୍ବର ସମ୍ବଲପୁରର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ସେବା ପକ୍ଷରୁ ହାଟପଡାରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା | ସୂଚନା ଅନୁସାରେ ମାନେଶ୍ବର ହାଟପଡାର ମିନକେତନ ଗର୍ଡିଆ ଓ ମଂଜୁରୀ ଗର୍ଡିଆଙ୍କ ୧୪ ବର୍ଷିୟା ଝିଅ ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଅନୁଷ୍ଠିତ ହୋଇଥିବା ଜାତୀୟ ପାରା ବ୍ଯାଟମିଣ୍ଟନ ଚମ୍ପିୟାନସିପରେ ରୌପ୍ଯପଦକ ହାସଲ କରିଛନ୍ତି | ଫଳରେ ଆଜି ସେବା ପକ୍ଷରୁ ହାଟପଡାରେ ସ୍ବତନ୍ତ୍ର ସମ୍ବର୍ଦ୍ଧନା ସଭା କାର୍ଯ୍ଯକ୍ରମ କରାଯାଇଥିଲା | ରାଣୀ ଜଣେ ଭିନ୍ନକ୍ଷମ ହୋଇଥିବାବେଳେ ଜାତୀୟ ସ୍ତରରେ ହାଟପଡା ତଥା ସମ୍ବଲପୁରର ନାଁକୁ ପରିଚିତ କରାଇଥିବା ଅତିଥିମାନେ ମତବ୍ଯକ୍ତ କରିଥିଲେ | ମଂଜିତ ମେହେର ଓ ଅଭିଷେକ ବିଶ୍ବାଲଙ୍କ ପ୍ରତକ୍ଷ୍ଯ ତତ୍ତ୍ବାବଧାନରେ ରାଣୀ ଏହି ସଫଳତା ପାଇଥିବା ରାଣୀଙ୍କ ବାପା ମାଁ କୋହଭରା କଣ୍ଠରେ କହିଛନ୍ତି |   ସେବା ପକ୍ଷରୁ ଅନୁଷ୍ଠିତ କାର୍ଯ୍ଯକ୍ରମରେ ସେବାର ବରିଷ୍ଠ ସଦସ୍ଯ ପ୍ରମୋଦ ସେଟ୍ ସଭାପତିତ୍ବ କରିଥିବାବେଳେ ଉପଦେଷ୍ଟା ଗୌରୀଶଙ୍କର ମିଶ୍ର, ସେବାର ଅଧ୍ଯକ୍ଷ ଅମର ତାଣ୍ଡିଆ, ସେବାର ସଦସ୍ଯ ତଥା ଜିଲ୍ଲା ଯୁବ ବିଜେଡି ସଭାପତି ଲକ୍ଷ୍ମୀ ପ୍ରସାଦ ମହାପାତ୍ର ଗୁଣ ମଣି ବିଶ୍ୱାଳ ପୂର୍ବ ତନ ସରପଞ୍ଚ ଆର୍ତ ତ୍ରାଣ ବାଗ ଅରବିନ୍ଦ ପାଣିଗ୍ରାହୀ ଆନନ୍ଦ ମେହେର ଜିତୁ ରାୟ ନରେଶ ସୁନାର ଜିତେନ୍ଦ୍ରର ଛୁରିଆ ପ୍ରମୁଖ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like