-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ହରିଶଙ୍କର ଦର୍ଶନ ବସ ର ଶୁଭାରମ୍ଭ – ସ୍ଵତନ୍ତ୍ର ପ୍ୟାକେଜ ରେ ଯାତ୍ରୀ ମାନେ ହରିଶଙ୍କର ପର୍ଯ୍ୟଟନ ସ୍ଥଳୀ ଭ୍ରମଣ କରିପାରିବେ

31-Mar-2023



ବଲାଙ୍ଗିର(ପ୍ରେରଣା ଖବର ): ଆଜି ବଲାଙ୍ଗିର ଜିଲ୍ଲାପାଳ ଙ୍କ କାର୍ୟାଳୟ ପରିସର ର ଅନୁଷ୍ଠିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ହରିଶଙ୍କର ଦର୍ଶନ ବସ ର ଶୁଭାରମ୍ଭ କରିଛନ୍ତି । ୨୬ ଆସନ ବିଶିଷ୍ଠ ଏହି ବାତାନୁକୁଳିତ ବସ ସପ୍ତାହରେ ତିନି ଦିନ ଶୁକ୍ରବାର ,ଶନିବାର ଓ ରବିବାର ଦିନ ବଲାଙ୍ଗିର ରୁ ହରିଶଙ୍କର ଯାଇ ଦର୍ଶନ ପରେ ବଲାଙ୍ଗିର ଫେରିବ । ବଲାଙ୍ଗିର ରୁ ଏହି ହରିଶଙ୍କର ଦର୍ଶନ ବସ ଉକ୍ତ ଦିନ ସକାଳ ଘ ୭.୩୦ମି ସମୟରେ ବାହାରି ବଲାଙ୍ଗିର ସହର ସ୍ଥିତ ସମଲେଶ୍ଵରୀ ମନ୍ଦିର ଦର୍ଶନ ପରେ ପାଟଣାଗଡ ର ସମଲେଶ୍ଵରୀ ଓ ପାଟଣେଶ୍ଵରୀ ମନ୍ଦିର ଦର୍ଶନ କରାଇ ହରିଶଙ୍କର ଯାତ୍ରା କରିବ । ପର୍ଯ୍ୟଟକ ମାନେ ହରିଶଙ୍କର ସ୍ଥିତ ହରିଣ ପାର୍କ ଓ ହରିଶଙ୍କର ପର୍ଯ୍ୟଟନ ସ୍ଥଳୀ ଦର୍ଶନ ସାରି ବଲାଙ୍ଗିର ଫେରିବେ । ଏହି ହରିଶଙ୍କର ଦର୍ଶନ ବସ କୁ ମିଶନ ଶକ୍ତି ଅନ୍ତର୍ଗତ ଆକାଂକ୍ଷା ଶକ୍ତି ସଞ୍ଚୟିକା ମହାସଂଘ ପାଟଣାଗଡ ପରିଚାଳନା କରୁଛନ୍ତି । ଏହି ବସ ରେ ଯାତ୍ରା କରିବା ନିମନ୍ତେ ପର୍ଯ୍ୟଟକ ମାନେ ଅଗ୍ରୀମ ଅନ ଲାଇନ ଟିକେଟ ବୁକିଙ୍ଗ www.harishankartemple.com ମାଧ୍ୟମରେ ।

କରିପାରିବେ । ଟିକେଟ ବୁକିଙ୍ଗ ନିମନ୍ତେ ମୋବାଇଲ ନମ୍ବର 9348519058 ସହ ଯୋଗାଯୋଗ କରି ଅଗ୍ରୀମ ଟିକେଟ ବୁକିଙ୍ଗ କରିପାରିବେ । ହରିଶଙ୍କର ଦର୍ଶନ ବସ ରେ ହରିଶଙ୍କର ଯାଇ ଫେରିବା ନିମନ୍ତେ ପ୍ରତ୍ୟେକ ଯାତ୍ରୀ ପାଇଁ ଟିକେଟ ମୂଲ୍ୟ ୨୫୦ ଟଙ୍କା ଧାର୍ଯ୍ୟ କରାଯାଇଛି । 
ହରିଶଙ୍କର ଦର୍ଶନ ବସ ର ଆଜିର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଗ୍ରାମ ମଙ୍ଗଳ ପାଠାଗାର ସାଲେପାଲି ସ୍ଥିତ ବୃଦ୍ଧାଶ୍ରମ ର ଅନ୍ତେବାସୀ ମାନେ ବଲାଙ୍ଗିର ସମଲେଶ୍ଵରୀ ମନ୍ଦିର ଦର୍ଶନ କରି ହରିଶଙ୍କର ଯାତ୍ରା କରିଛନ୍ତି । ଏହି କାର୍ଯ୍ୟକ୍ରମ ରେ ପାଟଣାଗଡ ଉପ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନବକୃଷ୍ଣ ସାହୁ , ମିଶନ ଶକ୍ତି ଜିଲ୍ଲା ପ୍ରୋଗ୍ରାମ ସଂଯୋଜିକା ସୁମନ ଦ୍ଵିବେଦୀ ଙ୍କ ସମେତ ଆକାଂକ୍ଷା ଶକ୍ତି ସଞ୍ଚୟିକା ମହାସଂଘ ପାଟଣାଗଡ ର ସଦସ୍ୟା ଓ ମିଶନ ଶକ୍ତି ର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like