-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ପିଇଓ ଙ୍କ ଅନୁପସ୍ଥିତି କୁ ଅସନ୍ତୋଷ ହୋଇ ଲୋଇସିଂହା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଙ୍କ ଦ୍ୱାରସ୍ତ ପଂଚାୟତବାସୀ

31-Mar-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଅଧିନସ୍ଥ ଝାରମୁଣ୍ଡା ପଂଚାୟତରେ ପିଇଓ ଙ୍କ ଅନୁପସ୍ଥିତି କୁ ନେଇ ଆଜି ଲୋଇସିଂହା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଙ୍କ ଦ୍ୱାରସ୍ତ ହୋଇଛନ୍ତି l ଲୋକଙ୍କ କହିବା ଏହାଯେ ଦୀର୍ଘଦିନ ହେବ ଝାରମୁଣ୍ଡା ପିଇଓ   ଆନନ୍ଦ ଚନ୍ଦ୍ର ପାତ୍ର ଅନୁପସ୍ଥିତ ରହିଛନ୍ତି ଯାହାଫଳରେ ପଂଚାୟତ ର ସମସ୍ତ କାମ ବନ୍ଦ ରହିବା ସହ ଲୋକେ ହଇରାଣ ହେଉଛନ୍ତି l ଏହାସହ ପିଇଓ ଶ୍ରୀ  ପାତ୍ର ସରପଞ୍ଚ ଙ୍କ କଥାକୁ କର୍ଣପାତ କରୁନାହାନ୍ତି l ଯାହା ଫଳରେ ସରକାରୀ କାର୍ଯ୍ୟ ସବୁ ବାଧାପ୍ରାପ୍ତ ହେବାସହ ଲୋକେ ସରକାରୀ ସୁବିଧାରୁ ବଂଚିତ ହେଉଛନ୍ତି l ହରିଶ୍ଚନ୍ଦ୍ର ଯୋଜନା ରେ ଆସୁଥିବା ପଇସା ଲୋକେ ପାଇପାରୁ ନାହାନ୍ତି l ପିଇଓ ଙ୍କ ଅନୁପସ୍ଥିତି ଯୋଗୁଁ ଝାରମୁଣ୍ଡା ଲୁହୂରାକଟା ବନ୍ଧ ର ମନମୁଖୀ ମାଛମରା ହେତୁ ସରପଞ୍ଚ, ନାଏବ ସରପଞ୍ଚ, ୱାର୍ଡ ମେମ୍ବର ମାନଙ୍କୁ ଅସଭ୍ୟ ଭାଷାରେ ଠିକାଦାର  ଗାଳିଗୁଲଜ ମଧ୍ୟ ସହିବାକୁ ପଡୁଛି l ସରପଞ୍ଚ ୱାର୍ଡସଭ୍ୟ କିଏ ମୁ ମୋ ହିସାବରେ କାର୍ଯ୍ୟ କରିବି ବୋଲି ପିଇଓ କହୁଛନ୍ତି l ଏହା ପୂର୍ବରୁ ପତ୍ର ସଂଖ୍ୟା 105 ତା 19.1.2023 ରେ ଉକ୍ତ ପିଇଓ ଙ୍କ ଅଭିଯୋଗ କରାଯାଇଥିଲେ ସୁଦ୍ଧା ବିଡ଼ିଓ କୌଣସି ପଦକ୍ଷେପ ନେଇନାହାନ୍ତି l ଏଣୁ ଏହାର ସମାଧାନ ପାଇଁ ବିହିତ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ନଚେତ ପଦକ୍ଷେପ ନ ନେଲେ ଜିଲ୍ଲାପାଳଙ୍କ ଦ୍ୱାରସ୍ତ ହେବୁ ବୋଲି ଆଜି ଲିଖିତ ଅଭିଯୋଗ କରିଛନ୍ତି ପଂଚାୟତବାସୀ  l ବିଡ଼ିଓ ଙ୍କ ଅନୁପସ୍ଥିତିରେ ଏବିଡିଓ ବିଜୟ କୁମାର ହୋତା ଅଭିଯୋଗ ପତ୍ର ଗ୍ରହଣ କରିବା ସହ ଆଗାମୀ ଦିନରେ ଝାରମୁଣ୍ଡା ପିଇଓ ପରିବର୍ତନ କରାଯିବ ବୋଲି ପ୍ରତିଶୃତି ଦେଇଛନ୍ତି l ସରପଞ୍ଚ ବନିତା ମେହେର, ଦେବରାଜ କୁଦେଇ, ହରିବୋଲ ମେହେର, ପୁର୍ଣିମା ଭୋଇ,ମମତା ମଲ୍ଲିକ, ମଲ୍ଲିକା ବେହେରା,  ମଲ୍ଲୀଫୁଲ ସାହୁ, ମୁକେଶ ଭୁଏ, ଗୁପ୍ତା ବରିହା, ମଙ୍ଗଳୁ ସାହୁ ସହ ଅନ୍ୟାନ୍ୟ କିଛି ଲୋକ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like