-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଏମ୍ସ ପବ୍ଲିକ ସ୍କୁଲର ଦଶମ ବାର୍ଷିକୋତ୍ସବ -ଶୁଭସ୍ମିତ୍ ପାଢ଼ୀଙ୍କୁ ଡ. ଏ ପି ଜେ ଅବଦୁଲ କଲାମ ସମ୍ମାନ

31-Mar-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା  ବୀରମହାରାଜପୁରର  ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଏମ୍ସ ପବ୍ଲିକ ସ୍କୁଲର ଦଶମ ବାର୍ଷିକୋତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି।‌ ବିଦ୍ୟାଳୟର ପ୍ରତିଷ୍ଠାତା ଡ. ମନୋଜ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ  ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ଜିଲ୍ଲା ପରିଷଦ ସଭ୍ୟ ଲବ ସାହୁ ମୁଖ୍ୟ ବକ୍ତା ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ଓ ବରିଷ୍ଠ ସାମ୍ବାଦିକ ଯୁଗଳ କିଶୋର ମିଶ୍ର ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ । ବିଦ୍ୟାଳୟର ଅଧ୍ୟକ୍ଷା ସୁଶ୍ରୀ ସୁଚିଶ୍ମିତା ପ୍ରଧାନ ବାର୍ଷିକ ବିବରଣୀ ପଠନ କରିଥିଲେ ଏବଂ ଉପାଧକ୍ଷା  ରଶ୍ମିତା ପୂଜାହାରୀ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମର ପ୍ରାରମ୍ଭରେ ସ୍ଵୟଂଶ୍ରୀ ଚାନ୍ଦ ଓ ଅପର୍ଣ୍ଣା ମହାପାତ୍ର ସ୍ଵାଗତ ଭାଷଣ ଦେବା ସହ ଅତିଥି ମାନଙ୍କୁ ମଞ୍ଚକୁ ଆମନ୍ତ୍ରଣ କରିଥିଲେ । ଏହି ଅବସରରେ ଶ୍ରୀମାନ ଶୁଭସ୍ମିତ ପାଢ଼ୀଙ୍କୁ ବିଦ୍ୟାଳୟର ଶ୍ରେଷ୍ଠ ଛାତ୍ର ଭାବରେ ଡ. ଏ ପି ଜେ ଅବଦୁଲ କଲାମ ସମ୍ମାନ ପ୍ରଦାନ କରା ଯାଇଥିବା ବେଳେ ସର୍ବାଧିକ ଉପସ୍ଥାନ ପାଇଁ ଛାତ୍ରୀ ଅନନ୍ୟା ମେହେରଙ୍କୁ କଳ୍ପନା ଚାୱଲା ସମ୍ମାନ, ଶୃଙ୍ଖଳିତ ଛାତ୍ରୀ ଭାବରେ ସାନଭି ସାନ୍ୟା ଜୁଏଡଙ୍କୁ ମଦର୍ ଟେରେସା ସମ୍ମାନ ଏବଂ ଶିକ୍ଷୟତ୍ରୀ ହରିପ୍ରିୟା ପାଣିଗ୍ରାହୀଙ୍କୁ ଚଳିତ ବର୍ଷର ଶ୍ରେଷ୍ଠ ଶିକ୍ଷୟତ୍ରୀ ଭାବରେ ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଅବସରରେ ବିଦ୍ୟାଳୟର ନୂତନ କୋଠା ପାଇଁ ଅତିଥି ମାନଙ୍କ ଦ୍ଵାରା ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ବିୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ର ଛାତ୍ରୀ ଙ୍କ ସମେତ ଶତାଧିକ ଅଭିଭାବକ ଅଭିଭାବିକା ଯୋଗ ଦେଇଥିଲେ । କାର୍ଯ୍ୟକ୍ରମର ଶେଷରେ କୁନି ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like