-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||     

HOME   ଜିଲ୍ଲା

ଲର୍କିପାଲି ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଠାରେ ଜାତୀୟ ଆପ୍ରେଣ୍ଟିସିପ ସଚେତନତା କର୍ମଶାଳା

31-Mar-2023



ବଲାଙ୍ଗିର ଜିଲ୍ଲା ଲର୍କିପାଲି ସ୍ଥିତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଠାରେ ଜାତୀୟ ଆପ୍ରେଣ୍ଟିସିପ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଯୋଗ ଦେଇ କାର୍ଯ୍ୟକ୍ରମ କୁ ଉଦ୍ଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବରେ ଆର ଡିଏସଡିଇ , ଆର ସି ମଣ୍ଡଳ, ବୃନ୍ଦାବନ ଦାସ, ଜିଏମଡିଆଇସି, ବିଷ୍ଣୁ ପ୍ରସାଦ ଦାସ, ଆଇ ଏମସି ଚେୟାରମେନ ଅରବିନ୍ଦ କୁମାର ପରଡିଆ, ଏମ୍ପ୍ଲଏମେଣ୍ଟ ଅଧିକାରୀ ବିଜୟ କୁମାର ପରଡିଆ ପ୍ରମୁଖ ଉପସ୍ଥିତ ଥିଲେ । ଆଇଟିଆଇ ପରେ ଛାତ୍ର ଛାତ୍ରୀ ମାନଙ୍କୁ ଅପ୍ରେଣ୍ଟିସିପ କରିବା ପାଇଁ କିଭଳି ପ୍ରୋତ୍ସାହିତ କରାଯିବ, ଏଥିପାଇଁ ସରକାରୀ ସ୍ତରରେ କାମ ସବୁ ଯୋଜନା ରହିଛି ତାହା ଆଲୋଚନା କରାଯାଇଥିଲା।  ଅଆପ୍ରେଣ୍ଟିସିପ୍ ପରେ ସେମାନେ କିଭଳି ତାଙ୍କର କ୍ୟାରିଅର ଗଠନ କରି ପାରିବେ ସେ ସମ୍ପର୍କରେ ପିଲାଙ୍କୁ ବୁଝାଇବାକୁ ଆଲୋଚନା ଉପସ୍ଥିତ ଅତିଥି ମାନେ ତାଲିସ ଦେଇଥିଲେ ।  ଏହି କର୍ମଶାଳା ରେ ବଲାଙ୍ଗିର, ସୋନପୁର, ବୌଦ୍ଧ ଜିଲ୍ଲାର ବିଭିନ୍ନ ଆଇଟିଆଇ ରୁ ପ୍ରିନ୍ସିପାଲ୍ ତଥା ଶିକ୍ଷକ ଶିକ୍ଷୟତ୍ରୀ ମାନେ ଆସି ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026

You Might Also Like