-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

"ପ୍ରିୟେ ତୁ ମୋ ସିଏ" ର ଅଡିଓ ଲୋକାର୍ପିତ

31-Mar-2023



ଭୁବନେଶ୍ବର (ଅମୃତ ନନ୍ଦ ): ଝିଲିକ ମୋସନ ପିକଚର୍ସ ର ଚତୁର୍ଥ ଅବଦାନ "ପ୍ରିୟେ ତୁ ମୋ ସିଏ" ର‌ ଅଡିଓ ଲୋକାର୍ପିତ ଉତ୍ସବ ଭୁବନେଶ୍ବରସ୍ଥିତ ଏକ ତାରକା ହୋଟେଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଚଳଚ୍ଚିତ୍ରର ପ୍ରଯୋଜିକା ଝିଲିକ ଭଟ୍ଟାଚାର୍ଯ୍ୟ ,ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାହୁ ,ଅଭିନେତା ଅମ୍ଳାନ,ବବି ମିଶ୍ର,ଅସୀତ ପତି,ଏଲିନା ସାମନ୍ତରାୟ,ସଙ୍ଗୀତ ନିର୍ଦ୍ଦେଶକ ବୈଦନାଥ ଦାସ,କଣ୍ଠଶ୍ଳୀପି  ହ୍ୟୁମାନ ସାଗର,ସତ୍ୟଜିତ୍ ପ୍ରଧାନ,ସୁଭାଶିଷ ସାହୁ,କୁଲଦୀପ ପଟ୍ଟନାୟକ,ଆମରା ମ୍ୟୁଜିକ କଣ୍ଟେଟ୍   ପ୍ରୋକରମେଣ୍ଟ ହେଡ୍ ଦେବାଶିଷ ପଣ୍ଡା , ସିନେ କ୍ରିଟିକ୍ସ ଅମୃତ ନନ୍ଦ ,ଓଲିଉଡ୍ କ୍ରିଏଟିଭ୍ ହେଡ୍ ପ୍ରଣୟ ଜେଠୀ ପ୍ରମୁଖ ଉପସ୍ଥିତ ଥିଲେ। 

 ପ୍ରଥମଥର ପାଇଁ ପରଦାକୁ ଆସୁଛନ୍ତି ଅମ୍ଳାନ - ଏଲିନା । ଲଭ କେମେଷ୍ଟ୍ରୀକୁ ନେଇ ହୋଇଛି ନୂଆ ଏକ୍ସପେରିମେଣ୍ଟ୍। ଯେଉଁଥିରେ ସୁପରଷ୍ଟାର ଅମ୍ଳାନ ଓ ଚୁଲବୁଲି ଲୋକପ୍ରିୟ ନାୟିକା ଏଲିନାଙ୍କୁ ଏକାଠି ଦେଖିବାକୁ ମିଳିବ । ଅନେକ ଚଳଚ୍ଚିତ୍ରରେ ନିଜର ନିଖୁଣ ଅଭିନୟର ଯାଦୁ ଦେଖାଇଥିବା ବବି ମିଶ୍ରଙ୍କୁ ମଧ୍ୟ ଏକ ଗୁରୁତ୍ତ୍ୱପୂର୍ଣ ଚରିତ୍ରରେ ଦେଖିବେ ଦର୍ଶକ ।

ପ୍ରେମ ହେଇଯାଏ  । କେଉଁଠି, କେମିତି, କେତେବେଳେ.. । ପରିବାରର ଆଭିଜାତ୍ୟ ଆକାଶ- ପାତାଳର ପାର୍ଥକ୍ୟ  । ବେଫିକର ହୋଇ ଗରୀବ ପୁଅକୁ ଦିଲ୍ ରେ ଜାଗା ଦେଇଛି ଜମିଦାରୀ ଝିଅ  । ଏମିତି କାହିଁକି ହେଲା  । କାହିଁକି ଆଭିଜାତ୍ୟରେ ପରିପୂର୍ଣ୍ଣ ଝିଅ ରାସ୍ତା କଡର ପୁଅକୁ ପ୍ରେମିକ ରୂପେ ସ୍ୱୀକାର କଲା ? ନିଆରା ପ୍ରେମ କାହାଣୀର, ନିଛକ ଛବି । ପ୍ରେମ-ପ୍ରତିଶୃତି-ପାଗଲପନର ପ୍ରତିମୂର୍ତ୍ତୀ  । ଏମିତି ଏକ ହୃଦୟକୁ ଛୁଇଁଲା ଭଳି କାହାଣୀ ନେଇ ଆସୁଛି ଝିଲିକ ମୋସନ ପିକଚରସ  । ଜାହାର ଟାଇଟଲ ରହିଛି ‘ପ୍ରିୟେ ତୁ ମୋ ସିଏ’  । 

 କାହାଣୀରେ ଭରି ରହିଛି ଓଡିଆ ଝୁଙ୍କ୍ । ଝିଲ୍ଲିକ ଭଟ୍ଟାଚାର୍ଯ୍ୟ ପ୍ରଯୋଜନା ରେ ନିର୍ମିତ ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଭାର ତୁଲାଇଛନ୍ତି ସୁଧାଂଶୁ ମୋହନ ସାହୁ  । ନିଛକ ଏକ ଓଡ଼ିଆ ପ୍ରେମ କାହାଣୀର ରଚନା କରିଛନ୍ତି ଜଣାଶୁଣା ଲେଖକ ଶରଣାବିନ୍ଦ ଓଝା  । ସଙ୍ଗୀତରେ ସଜାଇଛନ୍ତି ଯୁବ ସଙ୍ଗୀତ ନିର୍ଦ୍ଦେଶକ ତଥା ଅନେକ ହିଟ୍ ଗୀତର ନିର୍ଦ୍ଦେଶକ ବୈଦନାଥ ଦାସ  । ଫିଲ୍ମରେ ଅମ୍ଳାନ,ଏଲିନା,ବବି ମିଶ୍ର,ଭୁପତି,ଅସୀତ ପତି,ଇଷା ବେଵର୍ତ୍ତା,ସୋମା ଭୈ।ମିକ,ଛନ୍ଦିତା ପାଢୀ,ଗୁଡ୍ଡୁ,ପ୍ରମୁଖ ଅଭିନୟ କରିଛନ୍ତି।  ତେବେ କାହାଣୀର ସ୍ୱତନ୍ତ୍ରତା ହିଁ ବେଶ୍ ଆକୃଷ୍ଟ କରିବ  । ଚଳଚ୍ଚିତ୍ରଟି ସମ୍ପୂର୍ଣ୍ଣ ଭାବେ ବାରିପଦାରେ ସୁଟିଂ ହୋଇଥିବାବେଳେ ଗୀତ ଗୁଡିକ ମନାଲୀ ଓ ଚଣ୍ଡିଗଡ଼ରେ ସୁଟିଂ ହୋଇଛି  ।

ଝିଲିକ ମୋସନ ପିକଚର ନେଇ ଆସୁଛି ନିଜ ବ୍ୟାନରରେ ଚତୁର୍ଥ ଚଳଚ୍ଚିତ୍ର । ଆଗରୁ ଅଭିନୟ ମାଧ୍ୟମରେ ନିଜର ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିବାରେ ସଫଳ ହୋଇଛନ୍ତି ଝିଲିକ୍ ଭଟ୍ଟାଚାର୍ଯ୍ୟ । ଏବେ ପ୍ରଯୋଜକ ମାଧ୍ୟମରେ ମଧ୍ୟ ସଫଳ ଦିଗରେ ଅଗ୍ରସର। ଝିଳିକଙ୍କ ବ୍ୟାନରରେ ରୁଦ୍ରାଣୀ, କିସମିସ ଏବଂ ତୋର ମୋର କଟି ପରେ ଆସୁଛି ପ୍ରିୟେ ତୁ ମୋ ସିଏ। ସମସ୍ତ ଫିଲ୍ମକୁ ଦର୍ଶକଙ୍କ ମିଳିଛି ଭଲ ରେସପନସ  । ଏପ୍ରିଲରେ ଆସୁଥିବା ଏଲିନା - ଆମ୍ଳନଙ୍କ ଯୋଡ଼ିଙ୍କୁ ମଧ୍ୟ ମିଳିବ ଅକୁଣ୍ଠ ଭଲପାଇବା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like