-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ଜନ୍ମ ଜୟନ୍ତୀ ପାଳିତ

01-Apr-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ)
 ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ୧୧୨ତମ ଜନ୍ମ ଜୟନ୍ତୀ ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ପାଳିତ ହୋଇଯାଇଛି। ସାଂସ୍କୃତିକ ସମାଜର ଉପସଭାପତି ଶିବନାରାୟଣ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ମୁଖ୍ୟବକ୍ତା ଭାବରେ ଯୋଗଦେଇ ଡ. ଗୌରିଦାସ ପ୍ରଧାନ ତାଙ୍କ ବକ୍ତବ୍ୟରେ କହିଥିଲେ ଯେ, ରାଜେନ୍ଦ୍ର ନାରାୟଣ ସିଂଦେଓ ଜଣେ ଦୂରଦୃଷ୍ଟି ସମ୍ପନ୍ନ ବ୍ୟକ୍ତିଥିଲେ। ସେ ସାମାଜିକ ପରିବର୍ଦ୍ଧନକୁ ଆକଳନ କରି ଭବିଷ୍ଯତ ପାଇଁ ସଠିକ କାର୍ଯ୍ୟପନ୍ଥା ନିର୍ଧାରଣ କରିପାରୁଥିଲେ। ପରୋକ୍ଷରେ ତାଙ୍କ ଯୋଗୁଁ ହିଁ ଜୱାହାରଲାଲ ନେହେରୁଙ୍କ ବଲାଙ୍ଗିର ଆଗମନ ହୋଇଥିଲା ବୋଲି ଦର୍ଶାଇ ସେ କହିଥିଲେ ଯେ,ଓଡିଶାରେ ସେ ସମୟରେ ଏକ ମାତ୍ର  ରାଜନୈତିକ ଦଳ ପଶ୍ଚିମ ଓଡିଶାରେ ଜନ୍ମ ନେବା ସହ ଏହାର ଚାବିକାଠି ମଧ୍ଯ ପଶ୍ଚିମ ଓଡିଶାରେ ରହିପାରିଥିଲା। ଅନ୍ୟତମ ଆଲୋଚକ ଐତିହାସିକ ଦୀପକ କୁମାର ପଣ୍ଡା ରାଜେନ୍ଦ୍ର ନାରାୟଣଙ୍କ ପୋଷ୍ୟପୁତ୍ର ଭାବରେ ବଲାଙ୍ଗିର ଆଗମନ ଏବଂ ତାଙ୍କ ସକାଶେ ହୋଇଥିବା ଉତ୍ସବ କିପରି ସମ୍ବଲପୁରର ସୋନପୁର ବଙ୍ଗଳାରେ ପାଳିତ ହୋଇଥିଲା ସେ ବିଷୟରେ ପ୍ରାଞ୍ଜଳ ଭାବରେ ଆଲୋଚନା କରିବା ସହ ସେ କିପରି ଅତି ସରଳ ବ୍ୟବହାର ଦ୍ୱାରା ଅନ୍ୟ ନେତାମାନଙ୍କୁ ପ୍ରଭାବିତ କରି କାର୍ଯ୍ଯ ହାସଲ ପାରୁଥିଲେ ତାହା ବ୍ୟକ୍ତ କରିଥିଲେ। ବରିଷ୍ଠ ସଦସ୍ୟ ଅରବିନ୍ଦ ମହାପାତ୍ର ଏବଂ ସୁରଂଜନ ମହାପାତ୍ର ପ୍ରମୁଖ ମଧ୍ୟ ଆଲୋଚନାରେ ଭାଗ ନେଇଥିଲେ। ସମ୍ପାଦକ ଡ. ସିଦ୍ଧାର୍ଥ ପଣ୍ଡା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ସହସମ୍ପାଦକ ସୁରେଖା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like