-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଖେଳ ଶିକ୍ଷକ ଙ୍କୁ ବିଦାୟ କାଳୀନ ସମର୍ଦ୍ଧନା ସଭା

01-Apr-2023



ଆଗଲପୁର, (ବିନୋଦ କୁମାର ଦୀପ) ଗତ 31 ତାରିଖରେ ନଅଗାଁ (ଖ ) ସରକାରୀ ପଂଚାୟତ ଉଚ୍ଚ ବିଦ୍ୟାଳୟ ର ଖେଳ ଶିକ୍ଷକ ଶ୍ରୀ ସୀତାରାମ ପଧାନ ଙ୍କ ଅବସର ନେବା ଉପଲକ୍ଷେ ବିଦ୍ୟାଳୟ ରେ ବିଦାୟ କାଳୀନ ସମର୍ଦ୍ଧନା ସଭା ଆୟୋଜନ କରାଯାଇଥିଲା l ଏହି ସଭାରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ଭାଗବତିଆ ସାହୁ ଙ୍କ ଅଧ୍ୟକତା ରେ ମୁଖ୍ୟ ଅତିଥି ଭାବେ ଜ଼ିଲ୍ଲା ଶିକ୍ଷାଅଧିକାରୀ ଶ୍ରୀ ଧ୍ରୁବ ଚରଣ ବେହେରା, ସମ୍ମାନିତ ଅତିଥି ଭାବେ ଜ଼ିଲ୍ଲା ଶାରୀରିକ ପ୍ରଶିକ୍ଷଣ ଶ୍ରୀ ଅନ୍ତର୍ଯ୍ୟାମୀ ବିଶ୍ୱାଳ, ବିଦ୍ୟାଳୟ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ନେପାଳ ପଧାନ, ଲଳିତମୋହନ ସାହୁ, ସରପଞ୍ଚ ଶ୍ରୀ ବୃନ୍ଦାବନ ସେଠ ଓ ସମିତି ସଭ୍ୟ ଶ୍ରୀ ଦେବଦତ୍ତ ଦଣ୍ଡସେନା ମଞ୍ଛାସିନ ଥିଲେ l
କାର୍ଯ୍ୟକ୍ରମ ଆରମ୍ଭ ରୁ ବିଦ୍ୟାଳୟ ର ଛାତ୍ରଛାତ୍ରୀ ପକ୍ଷରୁ ବିଦାୟ କାଳୀନ ସଂଗୀତ ପରିବେଷଣ ଜରାଯାଇଥିଲା l ଏହି ସଭା କୁ ପୁରାତନ ଛାତ୍ର ସାଂସଦ, ପୁରାତନ ଛାତ୍ର ଛାତ୍ରୀ, ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟ ସଭ୍ୟା, ଗ୍ରାମ ର ଶିକ୍ଷକସଂଘ, ଅନ୍ୟ ବିଦ୍ୟାଳୟ ର ଖେଳ ଶିକ୍ଷକ ଏବଂ ଅନ୍ୟ ମାନେ ସକ୍ରିୟ ଅଂଶଗ୍ରହଣ କରିଥିଲେ l ଏହି ସମର୍ଦ୍ଧନା ସଭା ରେ ସମସ୍ତେ ନିଜ ନିଜ ମତବ୍ୟକ୍ତ ମାନ ରଖି ଥିଲେ l ପ୍ରକାଶ ଥାଉ କି ଶ୍ରୀ ସୀତାରାମ ପଧାନ ଏହି ବିଦ୍ୟାଳୟ ର ଜଣେ ଛାତ୍ର ଓ ପରେ ସେ ନିଜ ବିଦ୍ୟାଳୟ ଖେଳ ଶିକ୍ଷକ ଭାବେ ନିଯୁକ୍ତି ପାଇ ଖେଳ କ୍ଷେତ୍ର ରେ ନିଜ ଦକ୍ଷତା ଓ ପରିଶ୍ରମ ବଳ ରେ ଜ଼ିଲ୍ଲା ସ୍ତରରେ, ରାଜ୍ୟ ସ୍ତରରେ ଓ ଜାତୀୟ ସ୍ତରରେ ଛାତ୍ର ଛାତ୍ରୀ ମାନଂକୁ ଅଂଶଗ୍ରହଣ କରି ବେଶ ସୁନାମ ଅର୍ଜନ କରିଛନ୍ତି l  ଶେଷରେ ବିଦ୍ୟାଳୟ ଶିକ୍ଷକ, ପଲ୍ଲୀ ଆଲୋକ ପାଠାଗାର, ଗ୍ରାମ ଶିକ୍ଷକସଂଘ, ପୁରାତନ ଛାତ୍ର ସାଂସଦ.ପକ୍ଷ ଶ୍ରୀ ପଧାନ ଙ୍କୁ ମାନପତ୍ର ସହ ସମ୍ମାନିତ କରାଯାଇଥିଲା  l ଗ୍ରାମ ତରଫରୁ ଗ୍ରାମବାସୀ, ଛାତ୍ର ଛାତ୍ରୀ, ବିଭିନ୍ନ ଅନୁଷ୍ଠାନ, ଯୁବକ ଗୋଷ୍ଠୀ.ଶତାଧିକ ପୁରୁଷ ମହିଳା ସମସ୍ତେ ଶ୍ରୀ ପଧାନ ଙ୍କୁ ନେଇ ଶୋଭାଯାତ୍ରା ବାହାରି ଗ୍ରାମ  ପରିକ୍ରମା କରି ତାଙ୍କ ବାସ ଭବନ କୁ ନିଆଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like