-+91-9937148622 |
prerana_bgr@rediffmail.com |
Monday 21st September 2026 |
R.N.I. Regd No. ODIODI/2010/46693
Breaking News
03-Oct-2020
ରାଜ୍ଯରେ ଗତ ୨୪ ଘଣ୍ଟାରେ ୩୦୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୦୪ ସେଥିରୁ ୧୨୪୯ ଲୋକାଲ କେସ ।ରାଜ୍ଯରେ ଏଯାବତ୍ ୨,୨୯,୩୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ରାଜ୍ଯ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି!