-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ନାଗରିକ ବିକାଶ ସଂଘଠନ ତରଫରୁ ଲିଙ୍ଗ ଭିତ୍ତିକ ହିଂସାକୁ ରୋକିବା ପାଇଁ 16 ଦିନିଆ ବିଶ୍ବ ବ୍ୟାପି ଅଭିଯାନର ପୋଷ୍ଟ କାର୍ଡ କେମପିଂଙ୍ଗ

07-Dec-2020



କଳାହାଣ୍ଡି- କୋକସରା (ତ୍ରିନାଥ ବେଶ୍ରା)
କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଓ କୋକସରା ବ୍ଲକ ମିଳିତ ଆନୁକୂଲ୍ୟରେ  ନାଗରିକ ବିକାଶ ସଂଗଠନ କଳାହାଣ୍ଡି ତରଫରୁ ଏକ ଲିଙ୍ଗ ଭିତ୍ତିକ   ହିଂସା ବିରୁଦ୍ଧରେ 16 ଦିନିଆ ବିଶ୍ବ ବ୍ୟାପି ଅଭିଯାନର ପୋଷ୍ଟ କାର୍ଡ କେମ୍ପିଂ କରି ବୋଡ଼େନ  ଠାରେ ଲୋକମାନଙ୍କୁ ସଚେତନ  କରାଯାଇଛି। ଏହି  କାର୍ଯ୍ୟକ୍ରମ ନଭେମ୍ବର 25 ରୁ ଡିସେମ୍ବର 10 ତାରିଖ ବିଶ୍ବ ମାନବିକ ଅଧିକାର ଦିବସ  ପର୍ଯ୍ୟନ୍ତ  ଲୋକମାନଙ୍କୁ ସଚେତନ କରିବା ପାଇଁ  ବିଭିନ୍ନ ଗ୍ରାମଗୁଡ଼ିକ ଯାଇ ମହିଳାମାନଙ୍କ ସାମାଜିକ ଓ ନ୍ୟାୟିକ ଅଧିକାରକୁ ସୁନିଶ୍ଚିତ କରିବା ଏବଂ  ଲିଙ୍ଗଗତ  ହିଂସା ବିରୁଦ୍ଧରେ ଜନ ସଚେତନତା ସୃଷ୍ଟି କରିବା ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ନାଗରିକ ବିକାଶ ସଂଗଠନ  ଧର୍ମଗଡ଼ ବ୍ଲକ ର ସଭାନେତ୍ରୀ -ପ୍ରବୀଣlଖମାରୀଏବଂକୋକସରାବ୍ଲକ ସଭାନେତ୍ରୀ ରଜନୀ ପାଣିଗ୍ରାହୀ ସମେତ ସଂଗଠନର ବ୍ଲକ କର୍ମକର୍ତ୍ତା  ଜଗନ୍ନାଥ ଶଗଡ଼ିଆ, ଉପେନ୍ଦ୍ର ସୁନାନୀ ଯୋଗେନ୍ଦ୍ର ଖମାରୀ,ବିନୋଦ ଦିଗାଲ ,ତ୍ରିନାଥବେଶ୍ରା ,ହେମଲତା ନାୟକ, ମୁକ୍ତା ଠାକୁର, ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ ରେ ପୋଷ୍ଟ କାର୍ଡ କେମ୍ପିଂଙ୍ଗ କରୀ ଲୋକମାନଙ୍କୁ ସଚେତନ  କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like