-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

କୋସଲ ରାଜ୍ୟ ସମନ୍ୱୟ ସମିତି ତରଫରୁ ବଲାଙ୍ଗିର ଠାରେ କଳା ଦିବସ ପାଳନ: କଳାପତାକା ଉତ୍ତୋଳନ, କଳାବ୍ୟାଚ ପରିଧାନ, କୁଶପୁତ୍ତଳିକା ଦାହ ଓ ଓଡିଶା ମାନଚିତ୍ର ଫାଡ୍ କାର୍ଯ୍ୟକ୍ରମ

01-Apr-2023



ବଲାଙ୍ଗିର,   ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ କୋସଲ ରାଜ୍ୟ ସମନ୍ୱୟ ସମିତି ତରଫରୁ ଆଜି ଏପ୍ରିଲ ୧ ତାରିଖରେ ବଲାଙ୍ଗିର ଠାରେ କଳା ଦିବସ ପାଳନ କରାଯାଇଛି । ଏହି ଅବସରରେ ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବଲାଙ୍ଗିରର ବିଭିନ୍ନ ସାମାଜିକ, ସାଂସ୍କୃତି ସଂଗଠନର ପ୍ରତିନିଧି ସମବେତ ହୋଇ ପ୍ରଦର୍ଶନ କରିଥିଲେ । ସମସ୍ତ କଳାବ୍ୟାଚ ପରିଧାନ ସହ କଳା ପତାକା ଉତ୍ତୋଳନ କରାଯାଇଥିଲା । ଜୟ କୋସଲ, ଏପ୍ରିଲ-୧ କଳା ଦିନ ଇତ୍ୟାଦି ସ୍ଲୋଗାନରେ ସମଗ୍ର ଅଂଚଳଟି ପ୍ରକମ୍ପିତ ହୋଇଯାଇଥିଲା । ଏହି ଅବସରରେ ଶ୍ରମିକ ନେତା ରବି ମିଶ୍ରଙ୍କ ଅଧ୍ୟକ୍ଷତାରେ ତଥା କୋସଲବାଦୀ ନେତା ବିଭୁଦତ୍ତ ମିଶ୍ରଙ୍କ ସଂଯୋଜନାରେ ଏକ ପ୍ରତିବାଦ ସଭା ଆୟୋଜିତ ହୋଇଥିଲା । 
  

ଉପସ୍ଥିତ ଜନସାଧାରଣଙ୍କୁ ଉଦବୋଧନ ଦେଇ  କୋସଲ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ର ସାରା କୋଶଳାଂଚଳର କୋସଲବାଦୀମାନେ ଗୋଟିଏ ବେନର ତଳେ ସମବେତ ହୋଇ ଦୁର୍ବାର ମୁକ୍ତି ଆନ୍ଦୋଳନ ଚଳାଇବାକୁ ଆହ୍ୱାନ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ କୋସଲବାଦୀ ସମାଜସେବୀ ବିକ୍ରମାନନ୍ଦ ବହିଦାର, ନାଗରିକ କମିଟି ସଂପାଦକ ମନୋରଂଜନ ସାହୁ, ଶିକ୍ଷାବିତ୍ ଗୋପଭୂଷଣ ନାଥ, କୋସଲବାଦୀ ସଂଗଠକ ଶରତ ହୋତା, ଡୋଳାମଣି ପ୍ରଧାନ, କିଶୋର ହୋତା, କୋଲ ଯୁବ ସମନ୍ୱୟ ସମିତି ନେତା ରିଲୁ ରଥ,

ବିନୋଦ କାଲସାଏ, କର୍ମଚାରୀ ନେତା ବିଭୁତି ବିନ୍ଧାଣୀ, ଜ୍ୟୋତି ରଂଜନ ମହାନ୍ତି, ନାରୀନେତ୍ରୀ ନିରୁପମା ଉଦ୍‌ଗାତା, ଅବସରପ୍ରାପ୍ତ ସୌନିକ ସଂଘ ନେତା ପ୍ରତାପ ରଥ, କର୍ମଚାରୀ ନେତା ମନୋରଂଜନ ମିଶ୍ର , ଆଦିବାସୀ ନେତା ଧରମ ସିଂ ଧରୁଆ ଙ୍କ ସମେତ ଶତାଧିକ ବିକ୍ଷୋଭକାରୀ ଏହି ପ୍ରତିବାଦ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ପରିଶେଷରେ ବିକ୍ଷୋଭକାରୀମାନେ ଓଡିଶା ପ୍ରଶାସନର କୁଶପୁତ୍ତଳିକା ଦାହ କରିବା ସହ ଓଡିଶା ମାନଚିତ୍ର କୁ ଚିରି କୋସଲାଂଚଳ କୁ ଅଲଗା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like