-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଦଣ୍ଡପାଟ ଯୁବ ସେବା ସଙ୍ଗଠନ ର ପ୍ରଥମ ସ୍ଵନକ୍ଷତ୍ର ଉତ୍ସବ ପାଳିତ ।

02-Apr-2023



ଧର୍ମଗଡ଼  (ଜ୍ୟୋତିରଞ୍ଜନ ବେମାଲ)
  କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ୍ ବେହେରା ଗୋରୁ ବଜାର ପ୍ରାଙ୍ଗଣରେ  ଦଣ୍ଡପାଟ ଯୁବ ସେବା ସଂଗଠନ ର ପ୍ରଥମ ସ୍ଵନକ୍ଷତ୍ର ଉତ୍ସବ  ପାଳିତ ହୋଇଛି । ସଙ୍ଗଠନ ସଭାପତି ଭବେଶ ଗଇନ୍ତା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବ୍ଲକ୍ ଅଧ୍ୟକ୍ଷା ବବିତା ପଟ୍ଟଯୋଷି ସମ୍ମାନୀତ ଅତିଥି ଭାବେ କୋକସରା ଜିଲ୍ଲାପରିଷଦ ସଭ୍ୟ ହେମନ୍ତ ମାଝୀ, ପ୍ରଫେସର ଭୁବନେଶ୍ୱର ବେହେରା ଯୁବ ସଂଗଠନ ପୂର୍ବତନ ସଭାପତି ଚିନ୍ମୟ ବେହେରା ,ସମ୍ପାଦକ ଅବିନାଶ ମୁଣ୍ଡ,ପ୍ରିୟରଞ୍ଜନ ମୁଣ୍ଡ ,ଶିକ୍ଷାବିତ୍ ଭକ୍ତଚରଣ ଭୋଇ, ସୁଚିତ୍ରା ଗୋପାଳ,ପୂର୍ବତନ ବ୍ଲକ୍ ଅଧ୍ୟକ୍ଷ ବଳରାମ ପୁଝାରୀ ,ମୁଖ୍ୟ ବକ୍ତା ଭାବେ ଲଖିରାମ ଅଗ୍ରୱାଲ କଲେଜ ଅଧ୍ୟକ୍ଷ ନିର୍ମଳ ଚନ୍ଦ୍ର ନାୟକ ଯୋଗ ଦେଇ ସଂଗଠନର ସେବା କାର୍ଯ୍ୟକୁ ଭୂରି ଭୂରି ପ୍ରଶଂସା କରିଥିଲେ । ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଓ ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଅନୁବନ୍ଧିତ ଏହି ସଙ୍ଗଠନ ଗତବର୍ଷ ଉତ୍କଳ ଦିବସରେ ଜନ୍ମ ଲାଭ କରିଥିଲା । ସଙ୍ଗଠନ ଗୋଟିଏ ବର୍ଷ ଭିତରେ ଅନେକ ଜନସଚେତନତା କାର୍ଯ୍ୟକ୍ରମ ସହ  ଅଞ୍ଚଳର ଗରିବ ଅସହାୟ ମାନଙ୍କୁ ସଦାସର୍ବଦା ସେବା  ଯୋଗାଇ ଆସୁଛି ଏପରିକି ଅଞ୍ଚଳର ବେରୋଜଗାର ଯୁବକ ଯୁବତୀ ମାନଙ୍କୁ ରୋଜଗାର ଯୋଗାଇବା କୁ ସଙ୍ଗଠନ ଅହରହ ପ୍ରଚେଷ୍ଟା ଜାରି ରଖିଛି ବୋଲି ସଙ୍ଗଠନ ସଭାପତି ନିଜ ବକ୍ତବ୍ୟ ରଖିଥିଲେ । କାର୍ଯ୍ୟକ୍ରମକୁ ଖିରସିନ୍ଧୁ ବାଣୁଆ ପରିଚାଳନା କରିଥିବା ବେଳେ ସଙ୍ଗଠନ ସମ୍ପାଦକ ଭୁଜବଳ ନାଏକ ବିବରଣୀ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ଅଞ୍ଚଳର ଅନେକ ମନ୍ୟଗଣ ବ୍ୟକ୍ତି ଉପସ୍ଥିତ ରହିଥିବାବେଳେ ସଂଗଠନର ଟ୍ରିଲୋକ ନାଥ ସିଂ, ତରେସ ବିଶି, ଭିକାରୀ ଚରଣ ଗୋପାଳ,ସୁଶିଲ ନାଗ, ଖିରଶିନ୍ଧୁ ବାଗ ,ଈଶ୍ୱର ବାଣୁଆ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like