-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

୧୨୭ ସିଆରପିଏଫ ବାଟାଲିୟନର ୩୩ ତମ ପ୍ରତିଷ୍ଠା ଦିବସ ପାଳିତ

02-Apr-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସଭାଗୃହ ଠାରେ  ୧୨୭ ସିଆରପିଏଫ ବାଟାଲିୟନର ୩୩  ତମ ବାର୍ଷିକ ଉତ୍ସବ ମହାସମାରୋହ ରେ ପାଳିତ ହୋଇଯାଇଛି l ଏହି ଅବସରରେ କମାଡେଣ୍ଟ ଆନନ୍ଦ ଝା ଙ୍କ ଦ୍ୱାରା କ୍ୱାର୍ଟର ଗାର୍ଡରେ ଅଭିବାଦନ ଗ୍ରହଣ  ପରେ ସହିଦ ଜବାନ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା |ପରେ ପରେ ଏକ ସୈନିକ ସମ୍ମିଳନୀ ଆୟୋଜନ କରାଯାଇଥିଲା  l ଏଥିରେ  ମୁଖ୍ୟ ଅତିଥି ଭାବେ ୧୨୭ ବାଟାଲିୟନର କମାଡେଣ୍ଟ ଆନନ୍ଦ ଝା ଯୋଗ ଦେଇ ଥିବା ବେଳେ ମାଉଲି ମୋହନ କୁମାର, ଦ୍ୱିତୀୟ କମାଣ୍ଡିଂ ଅଫିସର ତଥା ବାଟାଲିୟନର ଅନ୍ୟ ଅଧିକାରୀ, ଅଧୀନସ୍ଥ ଅଧିକାରୀ, ଅନ୍ୟ ସୈନିକ ତଥା ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଏନେଇ ସନ୍ଧ୍ୟାରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l ଏଥିରେ ୧୨୭ ବାଟାଲିୟନର କର୍ମଚାରୀ ଏବଂ ଫୁଲବାଣୀର ନେହେରୁ ଯୁବ କେନ୍ଦ୍ର, ବାଲିଗୁଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ର ଛାତ୍ରୀ ଭାଗ ନେଇଥିଲେ l ଏହି ସନ୍ଧ୍ୟା କାଳୀନ ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି କମାଡେଣ୍ଟ ଶ୍ରୀ ଝା ଏବଂ ସ୍ଥାନୀୟ ଏସଡିପିଓ ରୋହିତ ବର୍ମା ମଧ୍ୟ ଉପସ୍ଥିତ ରହି କୃତି  ଶିଶୁ କଳାକାର ମାନଙ୍କୁ ଉତ୍ସାହିତ କରିବା ପାଇଁ ସେମାନଙ୍କୁ ପୁରସ୍କୃତ କରାଯାଇଥିଲା | ସୂଚନାଯୋଗ୍ୟ ଯେ ଏହି ବାଟାଲିୟନ ୨୦୦୭ ମସିହା ଜୁଲାଇ ମାସ  ୧୬ ତାରିଖ  ପରଠାରୁ ଓଡିଶାରେ ନିଜର କାର୍ଯ୍ୟକ୍ରମ ଜାରୀ ରଖିଥିବା ବେଳେ ୨୦୧୫ ମସିହା ପରଠାରୁ ଓଡିଶାର କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ନକ୍ସଲ ବିରୋଧୀ କାର୍ଯ୍ୟ ପାଇଁ ଅହରହ କାର୍ଯ୍ୟ କରୁଛି। ଏହି କାର୍ଯ୍ୟକ୍ରମ ସ୍ଥାନୀୟ ବାଟାଲିୟନ,ପୋଲିସ ଏବଂ ସାଧାରଣ ଜନତାଙ୍କ ସହଯୋଗରେ କରାଯାଇଥିବା ବେଳେ ମାଓବାଦୀ ବିରୋଧୀ କାର୍ଯ୍ୟ ଏହି ଅଞ୍ଚଳ ରେ ଶାନ୍ତି ଏବଂ ଶୃଙ୍ଖଳା ବଜାୟ ରଖିବାରେ ଅନେକ ସାହାଯ୍ୟ କରିପାରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like