-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ମାହେଶ୍ୱରୀ ସଂଗଠନର ନୂତନ ଶାଖା ଶୁଭାରମ୍ଭ

03-Apr-2023



ବଲାଙ୍ଗିର,- ବଲାଙ୍ଗିର ଜିଲ୍ଲାର ଲୋକପ୍ରିୟ ଯୁବ ସଂଗଠନ ମାହେଶ୍ୱରୀ ସାମାଜିକ ସଂଗଠନର ଆଉ ଏକ ଶାଖା ଆଜି ଟିଟିଲାଗଡ ସହରରେ ଶୁଭାରମ୍ଭ ହୋଇଛି । ସମାଜ ହିତ ଉଦ୍ଦେଶ୍ୟରେ ଜାରି ରହିଥିବା କାର୍ଯ୍ୟମାନଙ୍କରେ ଅନୁପ୍ରାଣିତ ହୋଇ ତଥା ସଂଗଠିତ ଭାବରେ କାମ କଲେ ଅନେକାଂଶରେ ଅସହାୟଙ୍କୁ କିଛି ସାହାଯ୍ୟ କରିହେବ, ସେହି ବିଶ୍ୱାସରେ ଅନେକ ସଂଖ୍ୟାରେ ବିଶେଷ ଭାବରେ ମହିଳାମାନେ ସ୍ଥାନୀୟ କଲ୍ୟାଣ ମଣ୍ଡପରେ ଆନୁଷ୍ଠାନିକ ଭାବେ ହୋଇଥିବା ପ୍ରାରମ୍ଭିକ ସଭାରେ ମାହେଶ୍ୱରୀ ସଂଗଠନରେ ଯୋଗ ଦେଇଥିଲେ । ଏଥିରେ ସଭାପତି ଭାବେ ମମତା ସାହୁ, ସଂଯୋଜକ ଭାବେ ରାଜଶ୍ରୀ ହୋତା, ବିଶେଷ କର୍ମକର୍ତ୍ତା ଭାବେ ଚନ୍ଦ୍ରକଳା ସାହୁ, ଧରିତ୍ରି ମହାନ୍ତି, ପୁଷ୍ପଲତା ପଟ୍ଟନାୟକ, ନନ୍ଦିନୀ ହୋତା, ଗୀତାଞ୍ଜଳି ଦାସ, ନରୋତ୍ତମ ହୋତା, ବନମାଳୀ ବେହେରା ପ୍ରମୁଖ ଦାୟିତ୍ୱ ଗ୍ରହଣ କରିଥିଲେ ।

ବଲାଙ୍ଗିର ଶାଖାର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଅଙ୍କୁଶ ପାଣ୍ଡିଆ, ମହିଳା ଶାଖା ସଂଯୋଜିକା କ୍ରିତିକା ଅଗ୍ରୱାଲ, ବରିଷ୍ଠ ସଭ୍ୟ ଅପ୍ରମିତ ପରିଚ୍ଛା, ବିଷ୍ଣୁପ୍ରିୟା ପାଣି ତଥା ଜିଲ୍ଲା ସଂଯୋଜକ ସୌମ୍ୟରଞ୍ଜନ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ନୂତନ ଭାବେ ଗଠିତ ସଂଗଠନକୁ ସୁଦୃଢ ତଥା ବ୍ୟାପକ କରିବାକୁ ଆହ୍ୱାନ ଦେଇଥିଲେ । କେବଳ ଟିଟିଲାଗଡ ସହରରେ ସେବା କାର୍ଯ୍ୟ ସୀମିତ ନ ରହି ବରଂ ପାରୁପର୍ଯ୍ୟନ୍ତ ପାଖପାଖ ଗ୍ରାମାଞ୍ଚଳରେ ମଧ୍ୟ ଆମ ଦୃଷ୍ଟି ରହିବ ବୋଲି ନୂତନ ଭାବେ ମନୋନିତ ସଭାପତି ମତ ରଖିଥିଲେ । ମହିଳାମାନେ ନେତୃତ୍ୱ ନେଇଥିବାରୁ ମହିଳା ସଶକ୍ତିକରଣ କରଣକୁ ଅଗ୍ରାଧିକାର ଦିଆଯିବାର ମତ ରଖିଥିଲେ ମାହେଶ୍ୱରୀ ସଂଗଠନର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଅଙ୍କୁଶ କୁମାର ପାଣ୍ଡିଆ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like