-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଡେଙ୍ଗ ଉନ୍ନୀତ ଉଚ୍ଚ  ବିଦ୍ୟାଳୟରେ ଉତ୍କଳ ଦିବସ ପାଳିତ

03-Apr-2023



ସଇଁନ୍ତଲା(ପ୍ରେରଣା ଖବର ):ଓଡିଆ ଭାଷା, ସାହିତ୍ୟ, ସଂସ୍କୃତି, ଓଡ଼ିଶାର ପରମ୍ପରା, ଐତିହ୍ୟ, ଚଳଣି ବହୁ ପ୍ରାଚୀନ ଏବଂ ଶ୍ରେଷ୍ଠ । ପ୍ରତ୍ୟେକ ଓଡ଼ିଆ ପ୍ରାଣଭରି ଏହାକୁ ଭଲପାଇ ଏହାର ରକ୍ଷା ପାଇଁ କାର୍ଯ୍ୟ କରିବା ଉଚିତ୍ । ଅନ୍ୟ ଭାଷା ଶିକ୍ଷା କର, କିନ୍ତୁ ନିଜର ସୁନ୍ଦର ମାତୃଭାଷା, କଥା, ଗାଥା, ଚଳଣି, ସଂସ୍କୃତି ସାହିତ୍ୟକୁ ନ ଭୁଲି ନିଜ ନିଜର ସତ୍ ବାଟରେ ଆଗେଇ ଚାଲିବାକୁ ୮୮ତମ ଉତ୍କଳ ଦିବସ ପାଳନ ଅବସରରେ

ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ଉନ୍ନୀତ ଉଚ୍ଚ  ବିଦ୍ୟାଳୟ ପରିସରରେ ଆୟୋଜିତ ସଭାରେ ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଶିକ୍ଷକ ଲିଙ୍ଗରାଜ ନନ୍ଦ, ସମୀର ସେଠି , ଦୀପକ ସେନ ଧରୁଆ, କୃପାସିନ୍ଧୁ ମିଶ୍ର, ସୁଦର୍ଶନ ଦାଶ,ଶିକ୍ଷକ ରାମ ନାରାୟଣ ଦାଶ ଶିକ୍ଷୟିତ୍ରୀ  କାନ୍ତି ଭୋଇ, ଯଶୋବନ୍ତି ସୁନା,  ଦ୍ରୋପଦୀ ଭୋଇ ପ୍ରମୁଖ ଛାତ୍ରଛାତ୍ରୀମାନଙ୍କୁ ଉପଦେଶ ଦେଇଛନ୍ତି । ପ୍ରାରମ୍ଭରେ ଓଡ଼ିଶାର ବରପୁତ୍ରମାନଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଓଡ଼ିଆ ରାଷ୍ଟ୍ରୀୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା ।  ମଧୁବାବୁ, ଗୋପବନ୍ଧୁ ଦାସ, କୃଷ୍ଣଚନ୍ଦ୍ର ଗଜପତି, ଶ୍ରୀରାମ ଚନ୍ଦ୍ର ଭଞ୍ଜ, ଗଙ୍ଗାଧର ମେହେର,

ଗଉରୀଶଙ୍କର, ରାଧାନାଥ ରାୟ ପ୍ରମୁଖଙ୍କ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ପାଇଁ ସେମାନଙ୍କର ଅସୀମ ତ୍ୟାଗ ବିଷୟରେ ପିଲାମାନଙ୍କୁ ବୁଝାଇଥିଲେ । ଖେଳ ଶିକ୍ଷକ ହିମାଂଶୁ କୁମାର ବିଶ୍ବାଳଙ୍କ ପରିଚାଳନାରେ ଛାତ୍ରଛାତ୍ରୀ ଓ ଶିକ୍ଷକ ତଥା ଶିକ୍ଷୟିତ୍ରୀ ମାନଙ୍କୁ ଦ୍ୱାରା ଡେଙ୍ଗ ଗ୍ରାମରେ ପ୍ରଭାତ ଫେରି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମକୁ  ଶିକ୍ଷୟତ୍ରୀ ରେଣୁକା ସାହୁ ପରିଚାଳନା କରିଥିବା ବେଳେ  ଶିକ୍ଷୟିତ୍ରୀ ଗାୟତ୍ରୀ ବାରିକ ଧନ୍ୟବାଦ ଅର୍ପଣ କରିଥଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like