-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ 

03-Apr-2023



ବଲାଙ୍ଗିର(ପ୍ରେରଣା ଖବର ): 

ଏପ୍ରିଲ    ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ଅନୁଷ୍ଠିତ ହୋଇଯାଇଛି ।

ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଆଇ.ପି.ଏସ. ପ୍ରୋବେସନର କୁଳଦୀପ ମୀନା, ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ପିଡି ଡୁଡା ସୁଦର୍ଶନ ସାଏ  ଙ୍କ ସମେତ

ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାର ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ବିଭିନ୍ନ ସମସ୍ୟାମୂଳକ ମୋଟ ୧୧୨ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୯୯   ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୧୩  ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା  । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ଭିନ୍ନକ୍ଷମଙ୍କୁ ବିବାହ ପ୍ରୋତ୍ସାହନ ଯୋଜନା ଜରିଆରେ 

ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନମ୍ବର ୪ ର ପ୍ରଦୀପ ପରୁଆ ଓ ଅଞ୍ଜଲି ବାଗଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କା ର ଚେକ ପ୍ରଦାନ କରାଯାଇଥିଲା । ସେହିପରି  ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଲୋଇସିଂହା ବ୍ଲକ ଅନ୍ତର୍ଗତ କୁଶଙ୍ଗ  ଗ୍ରାମର ଲକ୍ଷ୍ମଣ ଖୁଣ୍ଟିଆଙ୍କୁ  ୧୦  ହଜାର ଟଙ୍କା,  ଦେଓଗାଁର ବନମାଳୀ ସୁନା ଙ୍କୁ ୨୦  ହଜାର, ସଇଁତଳା  ବ୍ଲକ ର ମେରାବାହାଲ  ଗ୍ରାମର ସୁମନ୍ତ ହରିପାଳଙ୍କୁ ୨୦ ହଜାର , ଆଗଲପୁର ବ୍ଲକ ର ତେନ୍ତୁଳୀଗାଁ ର କୁମୁଦିନୀ ପଧାନଙ୍କୁ ୧୦ ହଜାର,  ବଲାଙ୍ଗୀର ବ୍ଲକ ଅନ୍ତର୍ଗତ ଗର୍ଜନ ଗ୍ରାମର କ୍ଷୀର କୁମ୍ଭାର ଙ୍କୁ ୧୦ ହଜାର ଟଙ୍କା ଓ ପୁଇଁତଲା ବ୍ଲକ ର ଛେମତଳା  ଗ୍ରାମର ଫୁଲ ନାଗ ଙ୍କୁ ୧୦ ହଜାର ଟଙ୍କାର ଆର୍ଥିକ ସହାୟତା ଚେକ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like