-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ନାକଟିଦେଉଳ ମନ୍ଦିର ଛକରୁ ୨ ଲକ୍ଷ ଟଙ୍କା ମୂଲ୍ୟର ଗଞେଇ ଜବତ, ୩ ଗିରଫ

03-Apr-2023



 

ନାକଟିଦେଉଳ (କନ୍ଦର୍ପ ବେହେରା)
 ଅତୀତରେ ନାକଟିଦେଉଳ ବ୍ଲକ୍ ଗଞେଇ ଚାଷ ପାଇଁ ରାଜ୍ୟରେ ବେଶ୍ ପରିଚୟ ପାଇଥିଲା ା ପୋଲିସ୍ ଓ ଅବକାରୀ ବିଭାଗର ମିଳିତ ଚଢଉରେ ଗଞେଇ ଚାଷ କରୁଥିବା ଲୋକମାନେ ଏଇ ଚାଷକୁ ଛାଡ଼ି ଦେଇଥିଲେ ା ବହୁ ବେପାରୀ ମଧ୍ୟ ପୋଲିସ୍ ହାତରେ ଧରା ପଡ଼ି ଜେଲ୍ ହାଜତରେ 
ଏବେ ପୁଣି ଏହାର ପୁନରାବ୍ରୁତ୍ତି ଦେଖିବାକୁ ମିଳୁଛି ା ନାକଟିଦେଉଳ ପୋଲିସ୍ ମନ୍ଦିର ଛକ ନିକଟରୁ ୨ ଟି ମୋଟର ସାଇକେଲରୁ ୧୯ କେଜି ୫୫୦ ଗ୍ରାମର ଗଞେଇ ଜବତ କରିବା ସହ ଏଥିରେ ସଂପ୍ରୁକ୍ତଥିବା ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ା
ପ୍ରେସ୍ ବିଜ୍ଞପ୍ତିରୁ ପ୍ରକାଶ ଯେ ଗତ ତା ୨/୪ ରିଖରେ ନାକଟିଦେଉଳ ପୋଲିସ୍ କୌଣସି ସୂତ୍ରରୁ ଖବର ପାଇ ନାକଟିଦେଉଳ ପେଣ୍ଠବାହାଳ ନିକଟରେ ଥିବା ଆଦର୍ଶ ବିଦ୍ୟାଳୟ ଠାରେ ରାତି ୯ ଟା ସମୟରେ ୨ ଟି ମୋଟର ସାଇକେଲ ରେଢ଼ାଖୋଲ ପଟକୁ ଆସୁଥିବା ବେଳେଅଟକାଇବାକୁ ଚେଷ୍ଟା କରିଥିଲେ ହେଲେ ମୋଟର ସାଇକେଲ୍ ୨ ଟି ପୁଣି ନାକଟିଦେଉଳ ପଟକୁ ଚାଲି ଯାଇଥିଲା ା ପୋଲିସ୍ ସେମାନଙ୍କୁ ପିଛା କରି ମନ୍ଦିର ଛକ ଠାରେ ଧରିବାରେ ସକ୍ଷମ ହୋଇଥିଲା ା ହୋଣ୍ଡା ୟୁନିକନ୍ ( ଓଡ଼ି ୧୯ଡବ୍ଲୁ ୦୩୫୩) ଏବଂ ହିରୋ ପେସନ୍ ପ୍ଲସ୍( ଓଆର୍ ୧୯ ସି ୩୮୨୬ ) କୁ ପୋଲିସ୍ ଚେକିଙ୍ଗ କରିବାରୁ ଗଞେଇ ଥିବା ଜାଣିବାକୁ ପାଇଥିଲା ା ଘଟଣା ସ୍ଥଳରୁ ୨ ବାଇକ୍ ଜବତ୍ କରିବା ସହ ଅନୁଗୋଳ ଜିଲ୍ଲା ବାଗଡ଼ିଆ ଗ୍ରାମର ରଞନ ସାହୁ( ୩୫), ବାଗଡ଼ିଆର ମୁନା ନାଏକ( ୨୪)ଏବଂ ବାଗଡିଆର କାଠିଆ ମାଝି (୪୫)କୁ ପୋଲିସ୍ ଗିରଫ କରିବାରେ ସକ୍ଷମ ହୋଇଥିଲା ା ଜବତ ଗଞେଇର ଆନୁମାନିକ ମୂଲ୍ୟ ୨ଲକ୍ଷ ହେବ ବୋଲି ପୋଲିସ୍ କହିଛି ା ସେମାନଙ୍କ ନାମରେ ନାକଟିଦେଉଳ ଥାନା କେସ୍ ନଂ ୟୁଏସ୍ ୨୦ (ବି)( ଆଇଆଇ )
(ବି) ୨୫/୨୯ ଏନ୍ ଡ଼ିପିଏସ୍ ଆଇନ ବଳରେ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି ା ସେମାନଙ୍କ ନିକଟୁ ୨ ଟି ବାଇକ ମଧ୍ୟ ଜବତ କରାଯାଇଛି ା ନାକଟିଦେଉଳ ଥାନାର ଥାଧିକାରୀ ସମେତ ଅନ୍ୟ ପୋଲିସ୍କ କର୍ମଚାରୀ ମନେ ଗଞେଇ ସହ ବେପାରୀକୁ ଧରିଥିଲେ ା


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like