-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

 ଅବସରକାଳୀନ ସମ୍ବର୍ଦ୍ଧନା ସଭା     

04-Apr-2023



 ବଲାଙ୍ଗିର (ପ୍ରେରଣା ଖବର ): ବଲାଙ୍ଗିର ସଦର ବ୍ଳକ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୈଳାସ କୁମ୍ଭାର ସରକାରୀ ସେବାରୁ ଅବସର ଗ୍ରହଣ କରିଛନ୍ତି। ଏହି ଉପଲକ୍ଷେ  ସଦର ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ତତ୍ତ୍ଵାବଧାନରେ ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ଧୃବଚରଣ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦାନ ଦେଇଥିବା ବେଳେ ବଲାଙ୍ଗିର ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀ  ଲୋକନାଥ ସୁନା,ସଇତଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ଭୋଇ, ପାଟଣାଗଡ଼ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରତନ ଧରୁଆ, ବଲାଙ୍ଗିର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତି ସଂଧ୍ୟା ରାଣୀ ଧରୁଆ, 

ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର ମଞ୍ଚାସୀନ ଥିଲେ। ମହାଦେବ ମେଶ୍ଵା ସଭା  ପରିଚାଳନା କରିଥିବା ବେଳେ ‌ଶିବତଲା ସି ଆର୍ ସି ସି  ହୋଲିଶ୍ଵର ଧରୁଆ, ନିରାକାର ସାଏ, ପ୍ରଜ୍ଞା ପରିମିତା ବହିଦାର କୈଳାସ କୁମ୍ଭାର ଙ୍କ ସୃତିଚାରଣ କରିଥିଲେ। ସି ଆର୍ ସି ସି ବିଜୟିନୀ ଦାନୀ ମାନପତ୍ର ପଠନ କରିଥିବାବେଳ ହୋଲିଶ୍ଵର ଧରୁଆ ଧନ୍ୟବାଦ ଅର୍ପଣ କରିଥିଲେ। ମଞ୍ଚାସୀନ ବରେଣ୍ୟ ଅତିଥିଙ୍କ ଅଭିଭାଷଣରେ କୈଳାସ କୁମାଙ୍କ ସୁଗୁଣାବଳୀ ବେଶ ହୃଦୟସ୍ପର୍ଶୀ ହୋଇଥିଲା।ସଦର ବ୍ଳକ ଅନ୍ତର୍ଗତ ସମସ୍ତ ସଂଯୋଜକ ଗିରିଶ ରାମ ବେହେରା,ସବ୍ୟସାଚି ଦାସ, ହରିବନ୍ଧୁ ଧରୁଆ, ବିଶ୍ଵାମିତ୍ର ନାଗ, ହେମନ୍ତ ବେହେରା, ସନ୍ତୋଷ କୁମାର ସାହୁ, ବିନାୟକ ପଟେଲ,ଅନୀଳ ବରିହା,ଡୋଳାମଣୀ ଭୋଇ, ମନୋଜ ଅଗସ୍ତି, ବେଣୁଧର ମାଝୀ, ରଶ୍ମିତା ମହାନ୍ତି ତଥା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like