-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଗୁଡ଼ ହାଣ୍ଡି ଡୋକୋରି ଚଞ୍ଚରା ଠାରେ ଶ୍ରୀରାମ ନବମୀ ପାଳନ

04-Apr-2023



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ  ମହିମା ଗ୍ରାମ ପଂଚାୟତ ଅଧିନସ୍ତ ଡୋକରି ଚଞ୍ଚରା ଠାରେ  ଶ୍ରୀରାମ ନବମୀ ପାଳନ କରାଯାଇ ଅଛି l
ସୂଚନା ଯୋଗ୍ୟ ଯେ ଏଠାରେ ତ୍ରେ ଥେୟ। ଯୁଗରେ ରାମ ଚନ୍ଦ୍ର ବନ ବାସ ଯିବା ସମୟର ଏହି ପଥ ଦେଇ ଯାଇ ଥିବା  କିମଦନ୍ତୀ ରହିଅଛି l
ଏଠାରେ ସୀତା ମାତା ଓ ରାମଚନ୍ଦ୍ର ପାଦ ଚିହ୍ନ ରହିଛି, ସୀତା ମାତା ଙ୍କ ଗାଧୋଇବା ପାଇଁ ଏକ କୁଣ୍ଡ ମଧ୍ୟ ରହିଛି। ତେଣୁ କରି କାହିଁ ପୂରାତନ କାଳରୁ ଏଠାରେ ଶ୍ରୀରାମ, ସୀତା ଓ ଭାଇ ଲକ୍ଷଣ ଙ୍କୁ ମନ୍ଦିର କରି ପୂଜାକରି ଆସୁଛନ୍ତି । ଏବଂ ପ୍ରତି ବର୍ଷ ଏଠାରେ ଶ୍ରୀରାମ ନବମୀ ବଡ଼ ଆନନ୍ଦ ସହିତ ଷୋହଳ ପ୍ରହର ନାମ ଯଜ୍ଞ କରି ପୂଜା କରାଯାଇଥାଏ l ଗୁଡପରି ଏକ ହାଣ୍ଡି ଦେଖି ବାକୁ ମିଳେ ଏଣୁ ଏହି ସ୍ଥାନ କୁ ଗୁଡ଼ ହାଣ୍ଡି ବୋଲି କୁହାଯାଏ ଓ ଭଇରା ଘୁମର ଜଳପ୍ରପାତ ଲୋକମାନଙ୍କୁ ଆକର୍ଷଣ କରିଥାଏ ।
ଏହି ଅଞ୍ଚଳରେ ଥିବା ଭକ୍ତ ମାନେ ଓ ଦୂରଦୂରାନ୍ତ ଗ୍ରାମର ଭକ୍ତ ମାନେ ଛୁଟି ଆସନ୍ତି ଓ ପଡୋଶୀ ରାଜ୍ୟ ଛତିଶଗଡ, ନବ ରଙ୍ଗ ପୁର, କୋରାପୁଟ ରୁ ଆସିଥିବା ଭକ୍ତମାନ ଙ୍କୁ ଦେଖିବାକୁ  ମିଳୁଛି ।
ଏଠାରେ ଆମ ପ୍ରତିନିଧି ପଚାରିବାରୁ ଲୋକ ମାନେ କହିଲେ ନେଟୱର୍କ, ଓ ବିଦୁତ୍ ସୁବିଧା କରିବାପାଇଁ ସର କାର ଙ୍କୁ ନିବେଦନ କରିଛନ୍ତି ,ଯେ ହେତୁ ଏଠାରେ ହଜାର ହଜାର ଲୋକ ଓ ଭକ୍ତ ଙ୍କ ଭିଡ଼ ପରିଲକ୍ଷିତ ହେଉ ଥିବାରୁ ନିହାତି ନେଟୱର୍କ ଲଗେଇବା ପାଇ ଭକ୍ତ ମାନେ ପରି ପ୍ରକାଶ କରି ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like