-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ପଦ୍ମପୁର, ରଜପଡ଼ା ଠାରେ ମା ଝାରି, ଚଣ୍ଡୀ, ଓ ସମଲେଶ୍ଵରୀ ପୂଜା ଅନୁଷ୍ଠିତ ।

04-Apr-2023



ପଦ୍ମପୁର -  (ପ୍ରେରଣା ଖବର)ପଦ୍ମପୁର ରଜାପଡା ଠାରେ   ଆଜି ଚୈତ୍ର ମାସର ଶେଷ ମଙ୍ଗଳବାର ଦିନ  ମା ଝାରୀ,ଚଣ୍ଡୀ ଓ ସମଲେଶ୍ଵରୀ ଦେବୀଙ୍କ ପୂଜା ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି ।ପ୍ରଥମେ କଳସ ସ୍ଥାପନ କରାଯାଇଥିଲା। ବହୁ ସଂଖ୍ୟା ରେ ଭକ୍ତ ମାନଙ୍କ  ଭିଡ଼ ଜମିଥିଲ।ମନ୍ଦିର ର ପୂଜକ ଶ୍ରୀଯୁକ୍ତ   ଡିଲେଶ୍ୱର ବଗର୍ତ୍ତୀ, ଶ୍ୟାମ ବଗର୍ତ୍ତୀ,ନରହରୀ ବଗର୍ତ୍ତୀ,ମନ୍ଦିରର ରୀତି ନୀତି ଅନୁସାରେ ପୂଜାର୍ଚ୍ଚନା କରି ଥିଲେ । ଅନ୍ନ ପ୍ରସାଦ ଭୋଗ ର ବ୍ୟବସ୍ଥା କରା ଯାଇଥିଲା ।ବହୁସଂଖ୍ୟାରେ ଶ୍ରଦ୍ଧାଳୁ ମାନେ ପ୍ରସାଦ ସେବନ କରିଥିଲେ। ମନ୍ଦିର କମିଟି ସଭାପତି ଶ୍ରୀଯୁକ୍ତ ଜଗବନ୍ଧୁ ପୋଢ଼ ଓ ମନ୍ଦିର କମିଟି ର ସମସ୍ତ ସଦସ୍ୟ ମାନଙ୍କ ସହୋଯୋଗ ରେ ପୂଜା କାର୍ଯ୍ୟ ଶାନ୍ତି ଶୃଙ୍ଖଳା ର ସହିତ ସମାପନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like