-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||     

HOME   ଜିଲ୍ଲା

ରାହାଗିରି ସମୀକ୍ଷା ବୈଠକରେ ସୁବର୍ଣ୍ଣପୁର ଏସପି ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

05-Apr-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଗତକାଲି ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଅବୋଲି ସୁନୀଲ ନର୍ଭଣେ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍କଳ ଦିବସ ଓ ରାହାଗିରି କାର୍ଯ୍ୟକ୍ରମର ଏକ ସମୀକ୍ଷା ବୈଠକ ହୋଇଥିଲା l ଏହି ବୈଠକରେ ପ୍ରଥମେ ରାଜ୍ୟ ସ୍ତରୀୟ ପୋଲିସ ପ୍ରତିଷ୍ଠା ଦିବସରେ ଡିଜିପି ଡ଼ିସ୍କ ଆୱାର୍ଡ଼ ରେ ସମ୍ବର୍ଦ୍ଧିତ ହୋଇ ଜ଼ିଲ୍ଲା ପାଇଁ ଗୌରଵ ଆଣିଥିବା ସୁବର୍ଣ୍ଣପୁର ଏସପି ଅମରେଶ ପଣ୍ଡାଙ୍କୁ ଜ଼ିଲ୍ଲା ପ୍ରଶାସନ ଓ ଉପସ୍ଥିତ ସହର ର ସମସ୍ତ ସ୍ବେଛାସେବୀ ଅନୁଷ୍ଠାନ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା l ଏଇ ସଫଳତାର ଶ୍ରେୟ ଆପଣ ମାନଙ୍କର ସମଗ୍ର ଜ଼ିଲ୍ଲାବାସୀଙ୍କ ର ବୋଲି ଏସପି ଶ୍ରୀ ପଣ୍ଡା ସଭାରେ ବକ୍ତବ୍ୟ ରଖିଥିବା ବେଳେ ସଡ଼କ ସୁରକ୍ଷା ଉପରେ ସମସ୍ତ ଙ୍କୁ ସଚେତନ କରି ଦୁର୍ଘଟଣାମୁକ୍ତ ଜ଼ିଲ୍ଲା ଗଢ଼ିବାକୁ ଓ ଦୁର୍ଘଟଣା ମୃତ୍ୟୁ ହାର ରୋକିବାରେ ପୂର୍ବରୁ ରେକର୍ଡ ଥିବା

ସୁବର୍ଣ୍ଣପୁର ଜ଼ିଲ୍ଲାର ଏହି ରେକର୍ଡ କୁ ବଜାୟ ରଖିବା ପାଇଁ ଶ୍ରୀ ପଣ୍ଡା ସମସ୍ତଙ୍କୁ ନିବେଦନ କରିଥିଲେ l ସେହିପରି ପୋଲିସ କଲୋନୀ ଠାରେ ଆୟୋଜିତ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିବା ସମ୍ବଲପୁର ଆରଡିସି ଶ୍ରୀ ସୁରେଶ ଚନ୍ଦ୍ର ଦଳାଇ  ମଧ୍ୟ ଏସପି ଶ୍ରୀ ପଣ୍ଡାଙ୍କୁ ସ୍ୱାଗତ ଶୁଭେଚ୍ଛା ଜଣାଇଥିଲେ l ରାହାଗିରି କାର୍ଯ୍ୟକ୍ରମରେ ସହଯୋଗ କରିଥିବା ସ୍ୱଚ୍ଛ ଭାରତ, ଯୋଗଳୟ, ସୋନପୁର କଲେଜ ଏନସିସି, ସମେତ ସହରର ସମସ୍ତ ସ୍ବେଛାସେବୀ ଅନୁଷ୍ଠାନ କୁ ଜ଼ିଲ୍ଲାପାଳ ନର୍ଭଣେ ଧନ୍ୟବାଦ ଅର୍ପଣ ସହ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ l ଏ ଉତ୍ସବ ଆପଣ ମାନଙ୍କର ବୋଲି ମତ ରଖି ଆଗାମୀ ଦିନରେ ଏହାକୁ ଆହୁରି ଭଲ ଭାବେ ଆୟୋଜନ କରିବାକୁ ସହଯୋଗ କାମନା କରିଥିଲେ l ଶେଷ ରେ ସମସ୍ତ ଅନୁଷ୍ଠାନ ର କର୍ମକର୍ତା ନିଜ ନିଜର ଅନୁଭୂତି ବାଣ୍ଟି ଜ଼ିଲ୍ଲାପାଳ ଓ ଏସପି ଙ୍କ ଏହି ଅଭିନଵ ଉଦ୍ୟମକୁ ପ୍ରଶଂସା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026

You Might Also Like