-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||     

HOME   ଜିଲ୍ଲା

ଅନ୍ତର୍ଜାତୀୟ କ୍ଷ୍ୟୁଦ୍ର ଶଷ୍ୟ ବର୍ଷ ୨୦୨୩ .. ଉପଲକ୍ଷେ. ବିଭିନ୍ନ ସ୍ଥାନରେ ଗ୍ରାମ୍ୟ ପୁଷ୍ଟିକର ଦିବସ ପାଳିତ

05-Apr-2023



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ର ବିଭିନ୍ନ ସ୍ଥାନରେ ମଙ୍ଗଳବାର ଅନ୍ତର୍ଜାତୀୟ କ୍ଷୁଦ୍ର ଶଷ୍ୟ ବର୍ଷ୨୦୨୩ ପାଳନ ନିମନ୍ତେ ଗ୍ରାମ୍ୟ ପୁଷ୍ଟିକର ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ରେଗଡା ପଂଚାୟତ ବିଜାପାଟି ଠାରେ ଗ୍ରାମ୍ୟ ପୁଷ୍ଟିକର ଦିବସ ପାଳିତ ହୋଇଥିଲା।ଏଥିରେ ବ୍ଳକ କୃଷି ଅଧିକାରୀ ଜିତୀନ୍ଦ୍ର ମୂର୍ମୁ, ଆଇସିଡିଏସ ସୁପରଭାଇଜର କୁସୁମ ପଣ୍ଡା, ମିଶନ ଶକ୍ତି ବିପିସି ବିପିନ କୁମାର ବାରିକ,ମିଲେଟ ମିଶନ କାର୍ୟ୍ଯକାରି ଏନଜିଓ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ଏବିପିସି ପ୍ରଦୀପ କୁମାର ସାହୁ,  ରେଗଡା ଆଇସିଡିଏସ କର୍ମି ଉଦ୍ୟାନ ଭୋଇ, ଭୋଇରମୁଣ୍ଡା  ଆଇସିଡିଏସ କର୍ମୀ ଝିଲି ସାହୁ,ଯୋଗିପଲା ଆଇସିଡିଏସ କର୍ମୀ ନେତ୍ରମଣି ବେହେରା,ଦାଣ୍ଡିଭଜା  ଆଇସିଡିଏସ ଖିତିସୁତା ସାହୁ ,ବିଜାପାଟି ଆଇସିଡିଏସ କର୍ମୀ ଗୀତାଞ୍ଜଳୀ ଝାଙ୍କର,ଭୋଇପଡା ଇଆସିଡିଏସ କର୍ମୀ. ସବିତା ମହାନନ୍ଦ ,ସିଆରପି ବାଲ୍ମୀକି ଛତ୍ରୀଆ, ହିସାବରକ୍ଷକ ଅଜିତ କୁମାର ପ୍ରଧାନୀ ପ୍ରମୁଖ ଯୋଗ ଦେଇ ଗର୍ଭବତୀ ଓ ପ୍ରସୂତି ମହିଳା କିଭଳି କ୍ଷୁଦ୍ର ଶଷ୍ୟ କୁ ଖାଦ୍ୟ ରୂପେ ଗ୍ରହଣ କରିବେ ଓ ଏହାର ଉପଦେୟତା ଉପରେ ଆଲୋଚନା କରିଥିଲେ।

ଠିକ ସେହିପରି   ରାଜପୁର ପଂଚାୟତ ର  ଗୋଇନ୍ଦ।ମୁଣ୍ଡା ଠାରେ ମିଲେଟ ମିଶନ ପ୍ରକଳ୍ପ ର ବିପିସି ଜଗଦୀଶ ପ୍ରସାଦ ରଣା, ଆଇସିଡିଏସ ସୁପରଭାଇଜର  ଗୀତା ହରିଜନ,ସିଆରପି ଭାନୁମତି ପ୍ରଧାନ ଓ ଅନ୍ୟାନ୍ୟ ସ୍ୱୟଂ ସହାୟକ ଗୋଷ୍ଠୀ ନେତ୍ରୀ ମାନେ ଯୋଗ ଦେଇଥିଲେ।ଅନ୍ୟ ମାନଙ୍କ ମଧ୍ୟରେ  ବିଜାପାଟି . ମା ସରସ୍ଵତୀ ସ୍ୱୟଂ ସହାୟକ ଗୋଷ୍ଠୀ ର ବାସନ୍ତୀ ଚୌଧୁରୀ, ହିମାଣି ଚୌଧୁରୀ, ସୋନାଲି ଚୌଧୁରୀ, ଜ୍ୟୋତି ରେଖା ଚୌଧୁରୀ, ଅହଲ୍ୟା ଚୌଧୁରୀ, ଲଷ୍ମୀ ରଣା,ଓ ସିଶାଖାଲ ମା ମଙ୍ଗଳା ସ୍ୱୟଂ ସହାୟକ ଗୋଷ୍ଠୀ ତ୍ରିବେଣୀ ସାହୁ,ଅହଲ୍ୟା ସାହୁ,ନିଳେନ୍ଦ୍ରୀ ସାହୁ,ଗୋମତି ସାହୁ,ମେନକା ସାହୁ, ଵନୀତା ସାହୁ,ଖିତିସୁତା ସାହୁ । ଭୁପିନ୍ଦର ଚୌଧୁରୀ, ଡୋଳାମଣୀ ନାଏକ,କୌତୁକ ଚୌଧୁରୀ, ମହାଦେବ ସାହୁ ଙ୍କ ସମେତ ସାମନ୍ତ ଦୀପ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026

You Might Also Like