-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||     

HOME   ଜିଲ୍ଲା

ବିକାଶ ଡିଗ୍ରୀ କଲେଜ୍ ଛାତ୍ରଛାତ୍ରୀଙ୍କ ପ୍ଲେ୍ଲସ୍‌ମେଂଟ ସଫଳତା

05-Apr-2023



ବରଗଡ- ବିକାଶ ହାୟର ଏଜୁକେସ୍ନାଲ୍ ଇଂଷ୍ଟିଚ୍ୟୁସନ୍ସ ଅନ୍ତର୍ଗତ ବିକାଶ ଡ଼ିଗ୍ରୀ କଲେଜ୍‌ର ୬ଜଣ ଛାତ୍ର ଛାତ୍ରୀଙ୍କ ସଫଳ ନିଯୁକ୍ତି ହୋଇଯାଇଛି । ମାର୍ଚ୍ଚ ମାସରେ ଭୂବନେଶ୍ୱରରେ ଟି.ସି.ଏସ୍ ଇୟନ୍ ମୁଖ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଅଫ୍ କ୍ୟାମ୍ପସ୍ ପ୍ଲେସ୍‌ମେଂଟ ଡ୍ରାଇଭ୍‌ରେ ବିକାଶ ଡିଗ୍ରୀ କଲେଜ୍‌ର ବାଣିଜ୍ୟ ବିଭାଗରୁ ୫ଜଣ ଛାତ୍ର ଛାତ୍ରୀ ସଫଳତା ସହ ନିଯୁକ୍ତି ପାଇଛନ୍ତି । ଶ୍ରବଣ କୁମାର ଅଗ୍ରଓା୍ୱଲ୍‌, ପାର୍ଥସାରଥୀ ରାୟ, ବିଶାଳ ଶର୍ମା, ସଚିନ ସୁନ୍ଦର ଦାସ ସମେତ ସୁମନ୍ ରାଜହନ୍ସ ଉକ୍ତ ଡ୍ରାଇଭ୍‌ରେ ନିଯୁକ୍ତି ପାଇଥିବା ବେଳେ ଅନ୍ୟ ଏକ ଅ‘୍ କ୍ୟାମ୍ପସ୍ ଡ୍ରାଇଭରେ ପଦାର୍ଥ ବିଜ୍ଞାନ (ସମ୍ମାନ) ଛାତ୍ର ଓମ୍‌ପ୍ରକାଶ ପ୍ରଧାନ ଓି୍ୱପ୍ରୋ ରେ ନିଯୁକ୍ତି ପାଇଥିବା ଟ୍ରେନିଂ ପ୍ଲେସ୍‌ମେଂଟ ଅଧିକାରୀ ତଥା ଉପା୍ମକ୍ଷ ଆର.୍‌ଏସ୍‌.ଭି କ୍ରୀଷ୍ଣା ସୂଚନା ଦେଇଛନ୍ତି । ଉକ୍ତ ସଫଳତା ପାଇଁ ବିକାଶ ଗ୍ରୁପ୍ ଅଫ୍ ଇଂଷ୍ଟିଚ୍ୟୁସନ୍ସର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଡି. ନାଗେଶ୍ୱର ରାଓ ସ‘ଳ ଛାତ୍ର ଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହିତ ବିକାଶ ଉପରେ ନିରନ୍ତର ବିଶ୍ୱାସ ପାଇଁ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି । ଡାଇରେକ୍ଟର ତଥା  ଅଧ୍ୟକ୍ଷ ଡ. ସମରେନ୍ଦ୍ର ନାଥ ପଣ୍ଡା ପ୍ଲେସ୍‌ମେଂଟ ସେଲ୍‌ର ସକାରାତ୍ମକ କାର୍ଯ୍ୟଶୈଳୀକୁ ପ୍ରଶଂସା କରିବା ସହିତ ଭବିଷ୍ୟତରେ ଅନ୍ୟ ଅନ୍ତର୍ଜାତୀୟ ସଂସ୍ଥା ମାନଙ୍କରେ ଛାତ୍ରଛାତ୍ରୀଙ୍କ ନିଯୁକ୍ତି ପାଇଁ ଆମେ ଚେଷ୍ଟାରତ ବୋଲି ମତବ୍ୟକ୍ତ କରିଥିଲେ । ପ୍ରକାଶଯୋଗ୍ୟ ଯେ ଗତ ଦଶନ୍ଧିରେ ବିକାଶ ଡିଗ୍ରୀ କଲେଜର କଳା, ବିଜ୍ଞାନ ତଥା ବାଣିଜ୍ୟ ବିଭାଗରୁ ଅନେକ ଛାତ୍ର ଛାତ୍ରୀ ପ୍ରତି ବର୍ଷ ଟି.ସି.ଏସ୍ , ଓି୍ୱପ୍ରୋ ଏବଂ କେପ୍ ଜେମିନି ଭଳି ଅନ୍ତର୍ଜାତୀୟ କମ୍ପାନୀ ଓ ବେଦାନ୍ତ, ଶପର୍ସ ଷ୍ଟପ୍‌, ଇଣ୍ଡିଗୋ ଏବଂ ଭାରତ ମେଟ୍ରିମୋନି ଭଳି ଉଚ୍ଚ ସ୍ଥାୟୀ କମ୍ପାନୀ ମାନଙ୍କରେ ନିଯୁକ୍ତି ପାଇ ଆସୁଛନ୍ତି । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026

You Might Also Like