-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମାବର୍ତ୍ତନ ଉତ୍ସବ

05-Apr-2023



କଣ୍ଟାବାଞ୍ଜି (ପ୍ରେରଣା ଖବର)
ତୁରେକେଲା ବ୍ଳକ ଅନ୍ତର୍ଗତ  ମାନ୍ଦଲା କ୍ଳଷ୍ଟରର ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଥିଲା।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ବିରଂଚି ନାରାୟଣ ଦାଶଙ୍କ ଆବାହକତ୍ୱରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀ କୈବଲ୍ୟ ମାଝୀ,ଶିକ୍ଷକ ଅଲେଖ ବନଗୋଲା, ବିଶେଶ୍ୱର ମୁଦୁଲି, ନରେଶ ତାଣ୍ଡୀ ଉପସ୍ଥିତ ଥିଲେ।ଅଷ୍ଟମ ପାସ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଜଣାଇଥିଲେ।ସମସ୍ତେ ଅନ୍ୟ ବିଦ୍ୟାଳୟରେ ନାମ ଲେଖାଇବା ସହିତ ଭବିଷ୍ୟତରେ ଭଲ ପାଠ ପଢିବାକୁ ଅତିଥି ମାନେ ନିଜ ନିଜ ବକ୍ତବ୍ୟରେ କହିଥିଲେ।ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ କଲମ,ଖାତା ବଣ୍ଟନ କରାଯାଇଥିଲା।ତାପରେ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀ ମାନେ ପ୍ଳାକାର୍ଡ ଧରି ସମସ୍ତ ଶିଶୁ ବିଦ୍ୟାଳୟକୁ ଆସିବାକୁ  ସ୍ଳୋଗାନ ଦେଇ ଗ୍ରାମ ପରିକ୍ରମା କରିଥିଲେ।ଏହି କାର୍ଯ୍ୟକ୍ରମରେ ସମସ୍ତ ଛାତ୍ରଛାତ୍ରୀ, ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଭ୍ୟା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like