-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି ଜିଲା ରାଇସ ମିଲର ଏସୋସିଏସନ ପକ୍ଷରୁ ଗଣଧାରଣା,ଚାଉଳ ଠିକ ସମୟରେ ମିଲର ଙ୍କ ଠାରୁ ନେବା ପାଇଁ ଡିଭିଜନାଲ  ମେନେଜର ଙ୍କୁ ଦାବି ପତ୍ର ପ୍ରଦାନ

05-Apr-2023



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା)

କଳାହାଣ୍ଡି ଜିଲ୍ଲା କେସିଙ୍ଗା ସ୍ଥିତ ଏଫ.ସି.ଆଇ. ର ମୁଖ୍ୟ ଗେଟ ରେ କଳାହାଣ୍ଡି ଜିଲ୍ଲା ମିଲର ଏସୋସିଏସନ ପକ୍ଷରୁ ଠିକ ଭାବେ ଚାଉଳ  ନ ଉଠାଇ ପାତରଅନ୍ତର କରୁ ଥିବାରୁ    କଳାହାଣ୍ଡି ଜିଲା ମିଳର ଏସୋସିଏସନର ସଭାପତି  ନଳିନୀ କୁମାର ପଟ୍ଟଯୋଶୀଙ୍କ ନେତୃତ୍ୱରେ  ମଙ୍ଗଳବାର  ଅନିର୍ଦ୍ଦିଷ୍ଟ କାଳ ପାଇଁ  ଗଣଧାରଣା ଦେଇଥିବାର ଜଣା ପଡ଼ିଛି।

ଏଫ.ସି.ଆଇ.ସହିତ ମିଳର  ମାନଙ୍କୁ ସଂଯୋଗ କରାଯାଇଛି।ଡିସେମ୍ବର ୨୦୨୨ ମସିହାରୁ ରେକ ଲୋଡିଙ୍ଗ ସମୟରେ ଶ୍ରମିକ ଙ୍କ ସମସ୍ୟା ରହି ଆସୁଅଛି। କଳାହାଣ୍ଡି ଜିଲ୍ଲାର ୧୫ଟି  ମିଲର ଙ୍କୁ ମାର୍ଚ୍ଚ ୨୦୨୩ ସୁଦ୍ଧା ୪୩୩ ଲଟ  ମଧ୍ୟରୁ ୨୪୮ ଲଟ ଡେଲିଭରି   କରାଯାଇଛି।ବାକି ୨୮୫ଲଟ ଚାଉଳ ଆଉ କେବେ  ଡେଲିଭରି କରା ଯିବ। କିନ୍ତୁ  ବଲାଙ୍ଗିର ଜିଲା ଟିଟିଲାଗଡ ର ୬ଟି ମିଲର ର ଚାଉଳ କୁ କାହିଁକି କେସିଙ୍ଗା ଏଫ.ସି.ଆଇ .ରେ ଅନଲୋଡ କରା ଯାଉଛି ବୋଲି ପ୍ରଶ୍ନବାଚୀ ସୃଷ୍ଟି ହେଉଛି । ଏହି ସବୁ ପାତର ଅନ୍ତର ସମସ୍ୟା କୁ ନେଇ ଏହି ଗଣଧାରଣା ମଙ୍ଗଳବାର ସକାଳୁ ସନ୍ଧ୍ୟା ଯାଏ ଚାଲିଛି।  ଡିଭିଜନାଲ ମେନେଜର ଟିଟିଲାଗଡ ଯଦି ଲିଖିତ  ପ୍ରତିଶ୍ରୁତି  ଦିଅନ୍ତୁ ନଚେତ ସବୁ ମିଲରସ ୱେର ହାଉସ  କୁ ଚାଉଳ ସ୍ଥାନାନ୍ତରିତ କରିବୁ ବୋଲି ମିଲର ମାନେ ଦାବି କରିଛନ୍ତି। ଏହି ଗଣଧାରଣାରେ ଅଳ ଓଡ଼ିଶା ରାଇସ ମିଲର   ଏସୋସିଏସନ ର ରାଜ୍ୟ ସଭାପତି ମହେଶ ଅଗ୍ରୱାଲ,କଳାହାଣ୍ଡି ଜିଲ୍ଲା ରାଇସ ମିଲରସ ଆସୋସିଏସନ ର ସମ୍ପାଦକ ରମେଶ କୁମାର ଜୈନ,ଉପ ସଭାପତି ଯୁଗଳ କିଶୋର ଅଗ୍ରୱାଲ ପ୍ରମୁଖ ମିଲର ମାନେ  ଅଂଶଗ୍ରହଣ କରିଥିଲେ। କେସିଙ୍ଗା ଅଞ୍ଚଳ ର ୧୫ ଟି ଓ ଭବାନୀପାଟଣା ସବ ଡିଭିଜନ ର ପ୍ରାୟ ୪୦ଟି ମିଲରସ ଙ୍କ ଠାରୁ ଠିକ ଭାବେ  କେସିଙ୍ଗା ଏଫ.ସି.ଆଇ. ଚାଉଳ ଉଠାଉ  ନାହିଁ।ବଲାଙ୍ଗିର ଜିଲା ଟିଟିଲାଗଡ ର ୬ଟି ମିଲର ଙ୍କ  ଠାରୁ ଚାଉଳ  ରଖୁଥିବା ପ୍ରତିବାଦରେ ଏହି ଗଣଧାରଣା ଦେଇଛନ୍ତି। ଆସନ୍ତା ଖରୀଫ ଋତୁରେ ପୁଣି ମିଲର୍ସ ଧାନ କେଉଁଠି ରଖିବେ।ତେଣୁ ତୁରନ୍ତ ମିଲର  ଗଚ୍ଛିତ ଥିବ ଚାଉଲ କୁ କେସିଙ୍ଗା ଏଫ.ସି.ଆଇ ଉଠାଇବା ପାଇଁ ଦାବି ହେଉଛି।  ଟିଟିଲାଗଡ ସବ ଡିଭିଜନ ମେନେଜର  ବି.ଚନ୍ଦ୍ର ମୋହନ ଙ୍କୁ ପଚାରିବାରୁ ଅଳ୍ପ ଦିନ  ମଧ୍ୟରେ ସମାଧାନ କରା ଯିବ ବୋଲି ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like