-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

 ପୋଷଣଯୁକ୍ତ ଖାଦ୍ୟ ଅଭ୍ୟାସ ସମ୍ପର୍କରେ  ସଚେତନତା ସୃଷ୍ଟି ଉପରେ ଗୁରୁତ୍ଵାରୋପ

05-Apr-2023



ବଲାଙ୍ଗିର(ପ୍ରେରଣା ଖବର ): ଆଜି ସନ୍ଧ୍ୟାରେ ସ୍ଥାନୀୟ ଜିଲ୍ଲା ସାମ୍ବାଦିକ ଭବନ ପରିସରରେ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ବଲାଙ୍ଗିର ପକ୍ଷରୁ  ଜିଲ୍ଲାସ୍ତରୀୟ ପୋଷଣ ପକ୍ଷ ପାଳିତ ହୋଇଯାଇଛି । ଜିଲ୍ଲାସ୍ତରୀୟ ପୋଷଣ ପକ୍ଷ ପାଳନ ଉପଲକ୍ଷେ ଅନୁଷ୍ଠିତ ସଚେତନତା ସଭାରେ ଜିଲ୍ଲାପାଳ ଚଞ୍ଚଳ ରାଣା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚଳିତ ବର୍ଷ ଆନ୍ତର୍ଜାତିକ ମିଲେଟ ବର୍ଷ ଭାବେ ପାଳନ କରାଯାଉଛି ବୋଲି ପ୍ରକାଶ କରିବା ସହ ପାରମ୍ପାରିକ ଖାଦ୍ୟ ରେ ପ୍ରଚୁର ପୁଷ୍ଟି ଓ ଶରୀର ପାଇଁ ଉପଯୋଗୀ ପୋଷଣ ତତ୍ଵ ଭରି ରହିଛି । ମାଣ୍ଡିଆ ସହ ସୁଆଁ ,ଗୁର୍ଜି ,କୁଦୋ ବାଜାରା ଖାଦ୍ୟ ଏହିଭଳି ପୁଷ୍ଟି ସାଧନ କରୁଥିବା ଖାଦ୍ୟଶସ୍ୟ ର ଉପାଦେୟତା ସମ୍ପର୍କରେ

ବ୍ୟାପକ ଜନସଚେତନତା ଉପରେ ସେ ଗୁରୁତ୍ଵାରୋପ କରିଥିଲେ । ପୋଷଣ ଖାଦ୍ୟ ,ହାତ ଧୋଇବା ,ଉତ୍ତମ ସ୍ୱାସ୍ଥ୍ୟ ସମ୍ପର୍କରେ ବିଭିନ୍ନ ବିଭାଗ ର ସମନ୍ଵୟ ଜରିଆରେ ସଚତନତା ସୃଷ୍ଟି କରାଯିବା ନିମନ୍ତେ ପରାମର୍ଶ ଦେଇଥିଲେ । ଏହି ସଚେତନତା ସଭାରେ ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରା , ଜିଲ୍ଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ଵାଳ , ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ ) ଡ଼ ସୁଧା ବାର୍ଲା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପୋଷଣ ତତ୍ଵ ଯୁକ୍ତ ଖାଦ୍ୟ ର ଉପାଦେୟତା ଓ ମାଣ୍ଡିଆ ଜାତୀୟ ଖାଦ୍ୟ ସମ୍ପର୍କରେ ସବିଶେଷ ଆଲୋଚନା କରିଥିଲେ । ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁରମା ସେଠୀ ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳନ ର ତାତ୍ପର୍ଜ୍ୟ ସମ୍ପର୍କରେ ପ୍ରାରମ୍ଭିକ ବକ୍ତବ୍ୟ ପ୍ରଦାନ କରିବା ସହ ମିଲେଟ ଜାତୀୟ ଖାଦ୍ୟଶସ୍ୟ ଯାହାକୁ ଶ୍ରୀ ଅନ୍ନ ବୋଲି କୁହାଯାଏ ଏବଂ ଏହା ପୁଷ୍ଟିସାର ,ଭିଟାମିନ ଓ ଖଣିଜ ତତ୍ଵ ରେ ଭରପୁର ତେଣୁ ଏହି ଖାଦ୍ୟ ର ଉପଯୋଗୀତା କୁ ବୁଝି ଏହାକୁ ଦୈନନ୍ଦିନ ଖାଦ୍ୟ ପ୍ରଣାଳୀ ରେ ସାମିଲ କରିବାକୁ ମତବ୍ୟକ୍ତ କରିଥିଲେ। ମାର୍ଚ୍ଚ ମାସ ୨୦ ତାରିଖ ଠାରୁ ଜିଲ୍ଲା ର ସମସ୍ତ ବ୍ଲକ ଅନ୍ତର୍ଗତ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ସ୍ତରରେ ପୋଷଣ ପକ୍ଷ ପାଳିତ ହୋଇଯାଇଛି । ପ୍ରକଳ୍ପ ସ୍ତରରେ ପୋଷଣ ପକ୍ଷ ପାଳନ ଉପଲକ୍ଷେ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ କୁଇଜ ପ୍ରତିଯୋଗୀତା ର କୃତି ପ୍ରତିଯୋଗୀ ମାନଙ୍କୁ ଆଜି ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳନ ଅବସରରେ ଅତିଥିମାନେ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ ।ସଭାରେ ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଚିତାକୁଟୁନା  ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ର ଆଙ୍ଗନବାଡି କର୍ମୀ ଅଏଁଲାବତୀ ନାଗ ଙ୍କୁ ନିରନ୍ତର ସେବା ପାଇଁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ବଙ୍ଗୋମୁଣ୍ଡା ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ର ଆଙ୍ଗନବାଡି ସହାୟିକା ଉର୍ବଶୀ କପାଟ ଙ୍କୁ ଘରେ ଘରେ ପୋଷକ ଯୁକ୍ତ ଖାଦ୍ୟାଭ୍ୟାସ କୁ ପ୍ରୋତ୍ସାହନ କରିବା ନିମନ୍ତେ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି ସଭାରେ ଦେଓଗାଁ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ର ସେକ୍ଟର ସୁପରଭାଇଜର ମିନତୀ ମିଶ୍ର , ଗୁଡଭେଲା ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ର ପ୍ରତିମା ଚୋପଦାର ଓ ଜିଲ୍ଲା ସ୍ତରରେ ଶୁଭଶ୍ରୀ ମିଶ୍ର ଙ୍କୁ ଅତିଥି ମାନେ

ସମ୍ବର୍ଦ୍ଧିତ କରିଥିଲେ ।ସଭାକୁ ମମତାର ଜିଲ୍ଲା ପ୍ରୋଗ୍ରାମ ସଂଯୋଜକ ଶିବାନୀ ଠାକୁର ସଂଯୋଜନା କରିଥିଲେ । ସଭା ପରେ ସେଠାରେ ପୋଷଣଯୁକ୍ତ ଖାଦ୍ୟର ଉପାଦେୟତା ଓ ମିଲେଟ ମିଶନ ସମ୍ପର୍କିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳନ ସାମ୍ବାଦିକ ଭଭନ ପରିସରରେ ଜିଲ୍ଲା ର ବିଭିନ୍ନ ବ୍ଲକ ଅନ୍ତର୍ଗତ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ଓ ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କ  ଦ୍ଵାରା  ପୋଷଣଯୁକ୍ତ ଖାଦ୍ୟ ଓ ମାଣ୍ଡିଆ ରେ ପ୍ରସ୍ତୁତ ଖାଦ୍ୟର ପ୍ରଦର୍ଶନୀ ଅନୁଷ୍ଠିତ ହେବା ସହ ଏକ ସଚେତନତା ଶୋଭାଯାତ୍ରାର ମଧ୍ୟ ଆୟୋଜିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like