-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସିଭିଲ କୋର୍ଟ ପ୍ରସାଶନିକ ଅଧିକାରୀ ରାଜେନ୍ଦ୍ର ନାରାୟଣ ଦାସ ଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

05-Apr-2023



ବଲାଙ୍ଗିର (ପ୍ରେରଣା ଖବର ): ବଲାଙ୍ଗିର ସିଭିଲ କୋର୍ଟ ପରିସରରେ ଆଜି ବଲାଙ୍ଗିର ସିଭିଲ କୋର୍ଟ ପ୍ରସାଶନିକ ଅଧିକାରୀ ରାଜେନ୍ଦ୍ର ନାରାୟଣ ଦାସ ଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ବଲାଙ୍ଗିର ଵିଚାର ବିଭାଗୀୟ କର୍ମଚାରୀ ସଂଘ ର ସଭାପତି ପ୍ରକାଶ କୁମାର ନେପାକଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଯାଇଛି l ଏହି ସଭାରେ ବଲାଙ୍ଗୀର ଜିଲ୍ଲା ତଥା ଦୌରା ଜଜ ଲଲାଟେନ୍ଦୁ ଜେନା ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ଅବସର ଗ୍ରହଣ କରିଥିବା ଶ୍ରୀ ଦାସ ଙ୍କୁ ଫୁଲତୋଡ଼ା ଓ  ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ l ନୂତନ ଭାବେ ଚାକିରୀରେ ଯୋଗଦାନ କରିଥିବା ସମସ୍ତ କର୍ମଚାରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l  ଆଜିର ଏହି ସଭାରେ ସମସ୍ତ ଵିଚାର ବିଭାଗୀୟ ଅଧିକାରୀ, କୋର୍ଟ ମ୍ୟାନେଜେର ସୁମନ ଆଚାର୍ଯ୍ୟ , ସିଷ୍ଟମ ଅଫିସର ଅନିଲ ଦାସ, ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ l ବଲାଙ୍ଗିର ଫାମିଲି ଜଜ  ବେଣୁଧର ପାତ୍ର, ଭିଜିଲାନ୍ସ ଜଜ ଆନନ୍ଦ ନାରାୟଣ ମହାରଣା, ସିଭିଲ କୋର୍ଟ ରେଜିଷ୍ଟ୍ରାର ଚରଣଜିତ ଓରାମ ପ୍ରମୁଖ ଉଦବୋଧନ ଦେଇ ଶ୍ରୀ ଦାସ ଙ୍କ ଚାକିରି ଜୀବନ ପ୍ରଶଂସନୀୟ ବୋଲି କହିବା ସହ  ନୂତନ ଭାବେ ଚାକିରିରେ ଯୋଗଦାନ କରିଥିବା କର୍ମଚାରୀ ମାନଙ୍କୁ ସମସ୍ତ ବିଭାଗରୁ ଏକ ନିଆରା ଶୃଙ୍ଖଳିତ ବିଭାଗରେ ଚାକିରି କରିବାକୁ ସୁଯୋଗ ପାଇଥିବାରୁ ନିଜକୁ ଭାଗ୍ୟବାନ ଭାବିବା ଉଚିତ ବୋଲି ସମ୍ବୋଧିତ କରିଥିଲେ l ଏହି ସଭାରେ ମାନ୍ୟବର ଜିଲ୍ଲା ଜଜ ଲଲାଟେନ୍ଦୁ ଜେନା ସମସ୍ତ କର୍ମଚାରୀ ଶ୍ରୀ ଦାସ ଙ୍କ ଭଳି କର୍ତ୍ୟବ୍ୟନିଷ୍ଠ ହେବା ଉଚିତ ବୋଲି କହିବା ସହ  ନୂତନ କର୍ମଚାରୀ ମାନେ ଆଗାମୀ ଦିନରେ ଭାରତର ସର୍ବବୃହତ ଶୃଙ୍ଖଳିତ ବିଭାଗରେ ନିଜକୁ ଶୃଙ୍ଖଳିତ କରି ସମସ୍ତଙ୍କ ସେବା କରିବାକୁ ପରାମର୍ଶ ଦେଇଥିଲେ l କର୍ମଚାରୀ ମାନଙ୍କ ନୂତନ ଡ୍ରେସ୍ କୋଡ ଶୃଙ୍ଖଳାର ଆଉ ଏକ ଅଧ୍ୟାୟ ବୋଲି ପ୍ରକାଶ କରିଥିଲେ l ନୂତନ ଭାବେ ପଦୋନ୍ନତି ପାଇଥିବା ମୁଖ୍ୟ ପ୍ରଶାନିକ ଅଧିକାରୀ ବଳରାମ ମେହେରଙ୍କୁ ସ୍ୱାଗତ କରିଥିଲେ l ପରିଶେଷରେ ସଂଘର ସଭାପତି ମାନ୍ୟବର ହାଇକୋର୍ଟ ଙ୍କ ଦ୍ୱାରା କର୍ମଚାରୀଙ୍କ ପାଇଁ ଲାଗୁ କରାଯାଇଥିବା ଡ୍ରେସ କୋଡ଼ କୁ ସ୍ୱାଗତ କରିବା ସହ  ନୂତନ ସହଯୋଗୀ ମାନଙ୍କୁ ତଥା ନୂତନ ମୁଖ୍ୟ ପ୍ରଶାନିକ ଅଧିକାରୀ ବଳରାମ ମେହେରଙ୍କୁ ସ୍ୱାଗତ ଜଣାଇଥିଲେ l ଆଜିର ସଭାରେ ଯୋଗଦାନ କରିଥିବାରୁ ଜିଲ୍ଲା ଜଜ, ସମସ୍ତ ଵିଚାର ବିଭାଗୀୟ ଅଧିକାରୀ  ତଥା ସମସ୍ତ କର୍ମଚାରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l  ଆଜିର ଏହି ସଭା ଆୟୋଜନରେ କର୍ମଚାରୀ ସଂଘର କୋଷାଧକ୍ଷ ଆକାଶ ତ୍ରିପାଠୀ,  ହେଡ଼ କ୍ଲର୍କ ଦଧିବାବନ  ଶତପଥି, ସୁବ୍ରତ ମିଶ୍ର, ନଜିର୍ ଶୁଭ୍ରାଂଶୁ ବାଗ, ନୀଳକଣ୍ଠ ସିଂ ଓ ବିଶମ୍ବର  ପ୍ରଧାନ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like