-+91-9937148622 |

prerana_bgr@rediffmail.com |

  Sunday 15th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରମ୍ପଙ୍କ ସହ ପ୍ରଧାନମନ୍ତ୍ରୀ ନିଜର ପଦମର୍ଯ୍ୟଦା ଓ ଦେଶର ସମ୍ମାନକୁ ସାଲିସ କରିଛନ୍ତି- ଯୁବ କଂଗ୍ରେସ   (14-Mar-2026)       ||      ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ♦️ ୫୦, ୯୬୨ଟି ମାମଲାର ଫଇସଲା    (14-Mar-2026)       ||      ପ୍ରେରଣା’ ତରଫରୁ ତଥା ‘ସଂପୂର୍ଣ୍ଣା’ ଅନୁଷ୍ଠାନର ସହଯୋଗରେ ରଙ୍ଗୋଲି ପ୍ରତିଯୋଗିତା   (14-Mar-2026)       ||      ସିଆରପିଏଫଙ୍କ ଜନ ସମ୍ପର୍କ ଶିଖାଇଲା ଶୃଙ୍ଖଳା   (14-Mar-2026)       ||      ମାୟାବର୍ହା ରେ ଗଣିତ ଦିବସ   (14-Mar-2026)       ||      *ସୁବର୍ଣ୍ଣପୁର ଠାରେ ଜାତୀୟ ଲୋକ ଅଦାଲତ - ସଡ଼କ ସୁରକ୍ଷା ଆଇନ୍ ଉଲଂଘନ କାରୀ ଙ୍କ ଠାରୁ ୨ ଲକ୍ଷ ୨୯ ହଜାର ଫାଇନ ଆଦାୟ*-   (14-Mar-2026)       ||      ନବରଙ୍ଗପୁର ଜିଲ୍ଲାରେ ଘରୋଇ ଗ୍ୟାସ ବୁକିଂ ହେଉନି : ଲୋକେ ଚିନ୍ତାରେ,,,,, ଗାଁ ଠୁ ସହର ସବୁଠି LPG ଗ୍ୟାସ ତାତି   (14-Mar-2026)       ||      *ପ୍ରଥମ ବର୍ଷ ତିଖାଲି ଡ୍ୟାମ ଲୋକ ମହୋତ୍ସବ ଉଦଘାଟିତ,ପ୍ରାଚୀନ ଲୋକ କଳା, ସାହିତ୍ୟ ଓ ସଂସ୍କୃତି ଉଜ୍ଜୀବିତ ଲକ୍ଷ୍ୟକୁ ସମ୍ପାଦିତକୁ ସ୍ବାଗତ*   (14-Mar-2026)       ||      *ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*   (14-Mar-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   (14-Mar-2026)       ||      *ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   (14-Mar-2026)       ||      ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   (14-Mar-2026)       ||      ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   (13-Mar-2026)       ||      ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   (13-Mar-2026)       ||      ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ    (13-Mar-2026)       ||      ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   (13-Mar-2026)       ||      *ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   (13-Mar-2026)       ||      ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   (13-Mar-2026)       ||      ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   (13-Mar-2026)       ||      *ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   (13-Mar-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ମହାବିଦ୍ୟାଳୟରେ ସମ୍ବର୍ଦ୍ଧନା ସଭା -ଗବେଷଣା ପାଇଁ କଠୋର ପରିଶ୍ରମ ସହିତ ଆନ୍ତରିକ ଉଦ୍ୟମ ଲୋଡା

06-Apr-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ )  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟରେ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ। ଗବେଷଣା କରିବା ଅତ୍ୟନ୍ତ କଷ୍ଟକର  ବ୍ୟାପାର I ସଫଳ ଗବେଷଣା ପାଇଁ କଠୋର  ପରିଶ୍ରମ ସହିତ ଆନ୍ତରିକ ଉଦ୍ୟମ ଏକାନ୍ତ ଆବଶ୍ୟକ I ତେଣୁକରି ଗବେଷକମାନେ ସମସ୍ତ  ଭୋଗ ବିଳାସରୁ ଦୂରେଇ ରହି ଲକ୍ଷସ୍ଥଳରେ ପହଂଚିବାପାଇଁ ସଂକଳ୍ପ ବଦ୍ଧ ହେବା ଆବଶ୍ୟକ  ବୋଲି ବୀରମହାରାଜପୁର ମହାବିଦ୍ୟାଳୟ ଇତିହାସ ବିଭାଗ ଆନୁକୂଲ୍ୟରେ ନିକଟରେ ସମ୍ବଳପୁର ବିଶ୍ଵବିଦ୍ୟାଳୟରୁ  ପି. ଏଚ. ଡି. ଡିଗ୍ରୀ ପ୍ରାପ୍ତ କରିଥିବା ଡ. ବନ୍ଦିତା ବିଶ୍ୱାଲଙ୍କ  ଉଦେଶ୍ୟରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ  ନିମନ୍ତ୍ରିତ ଅତିଥିମାନେ ମତବ୍ୟକ୍ତ କରିଛନ୍ତି I
 ଏହି ଅବସରରେ ଅନୁଷ୍ଠିତ ସଭାରେ କଲେଜର ଅଧ୍ୟକ୍ଷ ସୁଦାମ ଚରଣ ସାହୁ ସଭାପତିତ୍ବ କରିଥିବାବେଳେ ପ୍ରାଧ୍ୟାପିକା ଗୀତାଞ୍ଜଳି ପୁଜାହାରୀ ମୁଖ୍ୟ ଅତିଥି ଏବଂ ଅଧ୍ୟାପକ ସତ୍ୟନାରାୟଣ ଦାଶ, ଡ. ଶିଶିର  ବଣିଆ,ଅଧ୍ୟାପକ ନରେନ୍ଦ୍ର ଝା ପ୍ରମୁଖ ସମ୍ମାନିତ ଅତିଥି ଭାବରେ  ଯୋଗ ଦେଇଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ବିଭାଗ  ମୁଖ୍ୟ ଡ.ହିମାଂଶୁ ଶେଖର  ପାଢ଼ୀ, ଡ.ବନ୍ଦିତା ବିଶ୍ୱାଳ ପ୍ରମୁଖ  ମଂଚାସୀନ ଥିଲେ I ବରିଷ୍ଠ କିରାଣୀ ବିପିନ ବିହାରୀ ଖମାରୀ ଓ ଗୌରାଙ୍ଗ ଜଗଦଲା, ପୂର୍ବତନ ଛାତ୍ର  ଗଦାଧର ପଧାନଙ୍କ ସମେତ ସ୍ମିତାରାଣୀ ମହାକୁର, ପିଙ୍କୁ ପଧାନ, ସୁଧୀର ହୋତା ପ୍ରମୁଖ ଡ. ବିଶ୍ୱାଳଙ୍କୁ ଅଭିନନ୍ଦନ ଜଣାଇଥିଲେ  I ଡ. ପାଢ଼ୀ ସଭାର ସଂଯୋଜନା କରିବା ସହିତ ଧନ୍ୟବାଦ ଅର୍ପଣ କରିଥିବା ବେଳେ  ବିଜୟ  କୁମାର ପଧାନ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ  I


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରମ୍ପଙ୍କ ସହ ପ୍ରଧାନମନ୍ତ୍ରୀ ନିଜର ପଦମର୍ଯ୍ୟଦା ଓ ଦେଶର ସମ୍ମାନକୁ ସାଲିସ କରିଛନ୍ତି- ଯୁବ କଂଗ୍ରେସ   14-Mar-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ♦️ ୫୦, ୯୬୨ଟି ମାମଲାର ଫଇସଲା   14-Mar-2026
  ଜିଲ୍ଲା  
ପ୍ରେରଣା’ ତରଫରୁ ତଥା ‘ସଂପୂର୍ଣ୍ଣା’ ଅନୁଷ୍ଠାନର ସହଯୋଗରେ ରଙ୍ଗୋଲି ପ୍ରତିଯୋଗିତା   14-Mar-2026
  ଜିଲ୍ଲା  
ସିଆରପିଏଫଙ୍କ ଜନ ସମ୍ପର୍କ ଶିଖାଇଲା ଶୃଙ୍ଖଳା   14-Mar-2026
  ଜିଲ୍ଲା  
ମାୟାବର୍ହା ରେ ଗଣିତ ଦିବସ   14-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜାତୀୟ ଲୋକ ଅଦାଲତ - ସଡ଼କ ସୁରକ୍ଷା ଆଇନ୍ ଉଲଂଘନ କାରୀ ଙ୍କ ଠାରୁ ୨ ଲକ୍ଷ ୨୯ ହଜାର ଫାଇନ ଆଦାୟ*-   14-Mar-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ଘରୋଇ ଗ୍ୟାସ ବୁକିଂ ହେଉନି : ଲୋକେ ଚିନ୍ତାରେ,,,,, ଗାଁ ଠୁ ସହର ସବୁଠି LPG ଗ୍ୟାସ ତାତି   14-Mar-2026
  ଜିଲ୍ଲା  
*ପ୍ରଥମ ବର୍ଷ ତିଖାଲି ଡ୍ୟାମ ଲୋକ ମହୋତ୍ସବ ଉଦଘାଟିତ,ପ୍ରାଚୀନ ଲୋକ କଳା, ସାହିତ୍ୟ ଓ ସଂସ୍କୃତି ଉଜ୍ଜୀବିତ ଲକ୍ଷ୍ୟକୁ ସମ୍ପାଦିତକୁ ସ୍ବାଗତ*   14-Mar-2026
  ଜିଲ୍ଲା  
*ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*   14-Mar-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   14-Mar-2026
  ଜିଲ୍ଲା  
*ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   14-Mar-2026
  ଜିଲ୍ଲା  
ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   14-Mar-2026

You Might Also Like