-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ପ୍ରାଥମିକ ଚିକିତ୍ସା ସମସ୍ତଙ୍କ ପାଇଁ ଜରୁରୀ 

06-Apr-2023



ଭୂବନେଶ୍ୱର(ପ୍ରେରଣା ଖବର): ଦୁର୍ଘଟଣା ସମୟ ସହିତ ଜଡିତ । ଦୁର୍ଘର୍ଟଣା ଯୋଗୁଁ ଆମ ଦେଶରେ ପ୍ରତିବର୍ଷ ଲକ୍ଷାଧିକ ଲୋକ ମୃତ୍ୟୁବରଣ କରୁଛନ୍ତି ଏବଂ ଅନେକ ଲୋକ ଚିରଦିନ ପାଇଁ ଅକର୍ମଣ୍ୟ ମଧ୍ୟ ହେଉଛନ୍ତି । ଦୁର୍ଘଟଣା ସମୟରେ ଜଣେ ପ୍ରାଥମିକ ଚିକିତ୍ସକ ଦେବଦୂତ ଭାବରେ କାର୍ଯ୍ୟକରି ଅମୂଲ୍ୟ ଜୀବନ ବଂଚାଇଥାଏ । ଦୁର୍ଘଟଣା ସ୍ଥାନ, କାଳ, ପାତ୍ର କିଛି ଦେଖି ନ ଥାଏ । ତେଣୁ, ପ୍ରାଥମିକ ଚକିତ୍ସା ଜାଣି ଥିଲେ କିଛି ମାତ୍ରାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ବ୍ୟକ୍ତିର ସହାୟକ ହୋଇପାରିବା । ରେଡକ୍ରସର

ମୂଳ ମନ୍ତ୍ର ସେବାକୁ ଲକ୍ଷ୍ୟରଖି ରାଜ୍ୟ ସ୍ତରୀୟ ଶିକ୍ଷା ଓ ତାଲିମ ଶିବିର ଭୂବନେଶ୍ୱର ଶିଖରଚଣ୍ଡୀ ସ୍ଥିତ ନୀଳାଚଳ ପଲିଟେକନିକ୍ ମହାବିଦ୍ୟାଳୟରେ  ପ୍ରାଥମିକ ଚିକିତ୍ସା କର୍ମଶାଳା ଜୁନିଅର ରେଡକ୍‌ରସର ଜୁନିୟର ଏବଂ କାଉନସିଲର ମାନଙ୍କ ପାଇଁ ଆୟୋଜିତ ହୋଇଯାଇଛିି । ଭାରତୀୟ ରେଡକ୍ରସ ସୋସାଇଟି , ଓଡିଶା ରାଜ୍ୟ ଶାଖାର ଅବୈତନୀକ ସଂପାଦକ ବିଭୂତି ଭୂଷଣ ପଟ୍ଟନାୟକଙ୍କ (ଆଇଏଏସ୍ ) ତତ୍ତ୍ୱବାଧାନରେ ଓ ଓଡିଶା ରାଜ୍ୟ ଜୁନିଅର ରେଡକ୍ରସ ଅଫିସର ଲକ୍ଷ୍ମଣ ସ୍ୱାଇଁଙ୍କ ସଂଯୋଜନାରେ ହୋଇଥିବା କାର୍ଯ୍ୟକ୍ରମରେ ଶିବିରର ପ୍ରଶିକ୍ଷାର୍ଥି ମାନଙ୍କୁ ମାଷ୍ଟର ଟ୍ରେନର ଡା. ବିକାଶ ପ୍ରସାଦ ପ୍ରଦର୍ଶନ ମାଧ୍ୟମରେ ପ୍ରାଥମିକ

ଚିକିତ୍ସା ବିଷୟରେ ଶିକ୍ଷଣ କାର୍ଯ୍ୟ ତୁଲାଥିଲେ । ପ୍ରାଥମିକ ଚିକିତ୍ସା ଉଦ୍ଦେଶ୍ୟ, ଲକ୍ଷ୍ୟ, ସ୍ୱରୂପ, ଡିଆରଏବିସ, ରକ୍ତସ୍ରାବ, ମୂର୍ଚ୍ଛା, ସକ୍‌, ଅସ୍ଥିଭଗ୍ନ, ପୋଡାଘା, ବ୍ୟାଣ୍ଡେଜ, ସିପିଆର ତଥ ପ୍ରାଥମିକ ଚିକତ୍ସକଙ୍କ କର୍ତବ୍ୟ ଏବଂ ଦାୟିତ୍ୱ ବିଷୟରେ ବୁଝାଇଥିଲେ । ପ୍ରାଥମିକ ଚିକିତ୍ସା ମାଷ୍ଟର ଟ୍ରେନର ଗୁଲସନ କୁମାର ଦାଶ ଡେମୋନେଷ୍ଟ୍ରେସନକୁ ସରଳୀକରଣ ଭାବରେ ଶିବିରରେ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କ ସମ୍ମୁଖରେ ଉପସ୍ଥାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like