-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ସ୍ଵପ୍ନେଶ୍ଵର ବାବା କଳା ପରିଷଦ ଓ ପଞ୍ଚୁ ସେବା ସଦନ ମିଲତ ଆନୁକୂଲ୍ୟା ରେ ସହ ବିଜୁ ସାଂସ୍କୃତିକ ସମ୍ମନ୍ଵୟ ସମିତି ର ମିଳିତ ସହଯୋଗ ରେ କଳାକାର ସମର୍ଦ୍ଧନା ଉତ୍ସବ ପାଳନ

06-Apr-2023



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ) ଆଗଲପୁର ବ୍ଲକ ଅନ୍ତର୍ଗତ ନୁଁନିଆପାଲି ପଂଚାୟତ ଅନ୍ତର୍ଗତ ଶ୍ରଦ୍ଧାପାଲି ଠାରେ ସ୍ଵପ୍ନେଶ୍ଵର ବାବା କଳା ପରିଷଦ ଓ ପଞ୍ଚୁ ସେବା ସଦନ ତରଫରୁ ଏକ ବିରାଟ କଳାକାର ସମର୍ଦ୍ଧନା ଓ ଉତ୍ସବ ପାଳିତ ହୋଇଛି, ସଭା ଆରମ୍ଭ ହେବା ପୂର୍ବ ରୁ କଳାକାର ମାନେ ଏକ ମସାଲ ଶୋଭାଯାତ୍ରା କରିଥିଲେ l ଏହାପରେ ଅତିଥି ମାନଂକୁ ଏକ ବିରାଟ ପଟୁଆର ର କଳାକାର ମାନେ ସଭା ମଞ୍ଚ କୁ ପାଛୋଟି ନେଇଥିଲେ, ଏହି ସଭାରେ ହାରାହାରି 500 କଳାକାର ଯୋଗଦାନ କରି କି ତାଙ୍କ କଳା ପ୍ରଦର୍ଶନୀ କରିଥିଲେ l 2019 ବର୍ଷରୁ ଯୋଉମାନେ ମୁଖ୍ୟମନ୍ତ୍ରୀ କଳାକାର ଭତ୍ତା ପାଇ ଆସୁଛନ୍ତି ସେମାନଙ୍କୁ ସମର୍ଦ୍ଧନା କରାଯାଇଥିଲା, ତାଙ୍କ ବ୍ୟତୀତ ଅନ୍ୟାନ୍ୟ ବ୍ୟକ୍ତି ବିଶେଷ ମାନଂକୁ ମଧ୍ୟ ସମ୍ବର୍ଦ୍ଧନା କରାଯାଇଥିଲା l

ଆଜିକାର ଉତ୍ସବ ରେ ବିଗତ ଦିନର କଳାକାର ମାନଙ୍କ କଳା ଯେଉଁ ହଜି ଯାଉଛି ତାହାକୁ ଲୋକଲୋଚନ କୁ ଆଣିବା ଓ ପ୍ରଚାର ପ୍ରସାର କରିବା ପାଇଁ ଏହା ଚେଷ୍ଟା ଥିଲା, ଆଜିକାର ଏହି ସଭାରେ ମୁଖ୍ୟଅତିଥି ଭାବରେ ଭଟଲି ବିଧାୟକ ତଥା ବିଜୁ ଜନତା ଦଳ ବଲାଙ୍ଗୀର ଜିଲ୍ଲା ପର୍ଯ୍ୟବେକ୍ଷକ ସୁଶାନ୍ତ ସିଂ ଯୋଗଦେଇ ମୁଖ୍ୟମନ୍ତ୍ରୀ କଳାକାର ମାନଂକୁ କେତେ ଯେ ଭଲ ପାନ୍ତି ଓ ସେଥିପାଇଁ କଳାକାର ସହାୟତା ପ୍ରଦାନ କରିଛନ୍ତି ବୋଲି ତାଙ୍କ ବକ୍ତବ୍ୟ ର କହିଥିଲେ l ସମ୍ମାନିତ ଅତିଥି ଭାବରେ ରାଜ୍ୟ ପରିଷଦ ସଦସ୍ୟ ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ଯୁବନେତା ନିହାର ରଞ୍ଜନ ବେହେରା ଯୋଗଦେଇ କଳାକାର ମାନଙ୍କ ସମାଜ ପ୍ରତି କଣ ଅବଦାନ ଅଛି ବୋଲି କହିଥିଲେ l ଅନ୍ୟାନ୍ୟ ଅତିଥି ଭାବରେ ଆଗଲପୁର ବ୍ଲକ ଉପାଧ୍ୟକ୍ଷା ନିରୁପମା ପଧାନ,ରିନବଚନ ପଂଚାୟତ ସମିତି ପ୍ରତିନିଧି ପ୍ରଶାନ୍ତ ସମିତି ଆଗଲପୁର ବ୍ଲକ କଳାକାର ସଙ୍ଘ ସଭାପତି ବଂଶୀଧର ବେହେରା,ସ୍ଵପ୍ନେଶ୍ଵର ବାବା କଳା ପରିଷଦ ସଭାପତି,ଭରତ ସାହୁ,ବିଜୁ ସାଂସ୍କୃତିକ ସମ୍ମନ୍ଵୟ ସମିତି ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ସଂଯୋଜକ ବ୍ରଜମୋହନ ବିଶୋଇ,, ପ୍ରମୁଖ ଉପସ୍ଥିତି ହୋଇ କଳାକାର ମାନଙ୍କୁ ଉତ୍ସାହିତ କରିଥିଲେ l ଏଥିରେ ମୋହନଲାଲ ସିକ୍କା, ବୁଧଦେବ ସାହୁ, ସଂଯୋଗ ସାହୁ,ନାରାୟଣ ସାହୁ, ବିକାଶ ମହାକୁଡ଼,ହେମକାନ୍ତ ସାହୁ,ଟିକେଶ୍ୱର ତ୍ରିପାଠୀ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମରେ ସହାୟତା ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like