-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକଙ୍କ ଶଶୁର ତଥା ଅବସରପ୍ରାପ୍ତ ଶିକ୍ଷକ ଆନନ୍ଦ ପରଡ଼ିଆଙ୍କ ପରଲୋକ I

06-Apr-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ)
ବରିଷ୍ଠ ସାମ୍ବାଦିକ ସାଧବ ପ୍ରଧାନଙ୍କ ଶଶୁର ତଥା ବରଗଡ଼ ଜ଼ିଲ୍ଲା ସୋହେଲା ବ୍ଲକ ପାଣିମୋର ଗ୍ରାମ ନିବାସୀ ଅବସରପ୍ରାପ୍ତ ଶିକ୍ଷକ ଆନନ୍ଦ ପରଡ଼ିଆ (୭୮)ଙ୍କ ବୁଧବାର ରାତ୍ର ଘ.୯ମି. ସମୟରେ ସ୍ଥାନୀୟ ଏକ ଘରୋଇ ନର୍ସିଂ ହୋମରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ଘଟିଛି I ସେ ଜଣେ ଅତ୍ୟନ୍ତ ମେଳାପୀ, ମିଷ୍ଟଭାଷୀ, ନିଷ୍କପଟ, ପରୋପକାରୀ, ସହୃଦୟ ବ୍ୟକ୍ତି ତଥା ଜଣେ ଆଦର୍ଶ ଶିକ୍ଷକ ଭାବେ ସୁଖ୍ୟାତି ଅର୍ଜନ କରିଥିଲେ I  ପାଣିମୋରା ଗ୍ରାମ ଶ୍ୱସାନରେ ଆଜି ସକାଳେ ଶେଷକୃତ୍ୟ ସମ୍ପର୍ଣ ହୋଇଥିବା ବେଳେ ବିଧବା ପତ୍ନୀ ସଫେଦ,ଏକ ମାତ୍ର ଝିଅ ମିତା ପ୍ରଧାନ (ଦେବକୀ), ଜ୍ୟୋଇଁ ସାମ୍ବାଦିକ ସାଧବ ପ୍ରଧାନ, ଭାଇ ଦେବାନନ୍ଦ ଓ ସଦାନନ୍ଦ, ପୁତୁରା ତୁଶୋବନ୍ତ, ଗୁଣବନ୍ତ, ବଳବନ୍ତ, ନାତି ନାତୁଣୀ ତଥା ପରିବାର ବର୍ଗ ମୃତ୍ୟୁ ଶଯ୍ୟା ନିକଟରେ ଉପସ୍ଥିତ ଥିଲେ I  ତାଙ୍କ ପରଲୋକରେ ଆତ୍ମୀୟ ସ୍ୱଜନ, ପରିଚିତ ମହଲରେ ଶୋକର ଛାୟା ଖେଳିଯାଇଛି I ୨୦୦୩ ମସିହାରେ ବରଗଡ ଜ଼ିଲ୍ଲା ମସନାବାହାଲ ପ୍ରାଥମିକ ବିଦ୍ୟାଳୟରୁ ଅବସରରେ ନେଇଥିବା ସ୍ୱର୍ଗତ ଆନନ୍ଦ ପରଡ଼ିଆ ବିଜେପୁର, ବିଲେଇପାଲି, ସମଲେଇପଦର ଆଦି ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରି ଅଞ୍ଚଳରେ ପ୍ରିୟଭାଜନ ହୋଇପାରିଥିଲେ I ପାଣିମୋରା ସ୍ୱାଧୀନତା ସଂଗ୍ରାମୀ କମିଟି, ଖଣ୍ଡାୟତ ମହାସଭା ଆଦି ସଂଗଠନର କର୍ମକର୍ତ୍ତା ଦାୟିତ୍ୱରେ ରହିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like