-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||     

HOME   ଜିଲ୍ଲା

ଋଣ ନାଁରେ ଠକେଇ କରି ବ୍ୟାଙ୍କ କର୍ମଚାରୀ ଗିରଫ

06-Apr-2023



କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ): କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଜାଲରେ ଫୁଲବାଣୀ ଏସବିଆଇର ଡେପୁଟି ମ୍ୟାନେଜର। ୮ କୋଟି ଟଙ୍କା ଠକେଇ ଏବଂ ଅର୍ଥ ହେରଫେର ମାମଲାରେ ଡେପୁଟି ମ୍ୟାନେଜର ଆଶୁତୋଷ ଆଚାର୍ଯ୍ୟଙ୍କୁ କଟକରୁ ଗିରଫ କରିଛି ଇଓଡବ୍ଲୁ। ଗତକାଲି ଗିରଫ ହୋଇଥିବା ଆଶୁତୋଷ ଆଚାର୍ଯ୍ୟଙ୍କୁ ଆଜି ଫୁଲବାଣୀ ଏସଡିଜେଏମ କୋର୍ଟରେ ହାଜର କରାଯିବ।
ତାଙ୍କ ବିରୋଧରେ ୪୦୯, ୪୨୦, ୪୬୭, ୪୬୮,୪୭୧ ଓ ୧୨୦ବି ଧାରାରେ ମାମଲା କରାଯାଇଛି। ବ୍ୟାଙ୍କର ରିଜିଓନାଲ ମ୍ୟାନେଜର ଏ ନେଇ ଇଓଡବ୍ଲୁରେ ଅଭିଯୋଗ କରିବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପୁଲିସ। ଏକ୍ସପ୍ରେସ୍ କ୍ରେଡିଟ୍ ଲୋନ୍ ଦେବା ନାଁରେ ୮ କୋଟିରୁ ଉର୍ଦ୍ଧ୍ବ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ରହିଛି। ଡେପୁଟି ମ୍ୟାନେଜର ଆଶୁତୋଷ ଆଚାର୍ଯ୍ୟ ନକଲି କାଗଜପତ୍ର ଜରିଆରେ ୫୯ ଜଣଙ୍କୁ ଋଣ ଦେଇଥିବା ନେଇ ଅଭିଯୋଗ ହୋଇଛି। ସେ ନିଜର ସଂପର୍କୀୟ ଓ ପରିଚିତ ଲୋକଙ୍କୁ ୮ କୋଟି ୧ ଲକ୍ଷ ୮୭ ହଜାର ଟଙ୍କା ଋଣ ଦେଇଥିବା ଜଣାଯାଇଛି।
୨୦୨୧ ସେପ୍ଟେମ୍ବରରୁ ୨୦୨୨ ସେପ୍ଟେମ୍ବର ମଧ୍ୟରେ ହୋଇଛି ଏହି ଠକେଇର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଥିବା ଜଣାଯାଇଛି।ଅଭିଯୁକ୍ତ ଡେପୁଟି ମ୍ୟାନେଜରଙ୍କ ଅନୁମୋଦନ କ୍ରମେ ୫୯ ଲୋକଙ୍କୁ ଋଣ ଦିଆଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026

You Might Also Like