-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||     

HOME   ଜିଲ୍ଲା

ବିଶାଲଖିଣ୍ଡା ରେ ବିରାଟ ରାମଲୀଳା ଉଦଯାପନୀ ମହୋତ୍ସବ l

07-Apr-2023



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ)
 ଧନକଉଡ଼ା ବ୍ଲକ ଅନ୍ତର୍ଗତ ବିଶାଲଖିଣ୍ଡା ଗ୍ରାମରେ ବିରାଟ ରାମଲୀଳା ମହୋତ୍ସବ ର ସପ୍ତମ ଦିବସ ଅନୁଷ୍ଠିତ ହୋଇଯାଇଛି l ପ୍ରଥମ ପ୍ରର୍ଯ୍ୟାୟରେ ଗୋଟିଏ ସଭା ଅନୁଷ୍ଠିତ ହୋଇଥିଲା ଏହି ସଭାରେ ମୁଖ୍ୟ ଅତିଥି ଭାବରେ ସମ୍ବଲପୁରୀ ଲିପି ର ଉଦ୍ଭାବକ ତଥା ଶିକ୍ଷାବିତ ହେମକାନ୍ତ ସାହୁ ଉପସ୍ଥିତ ଥିଲେ l ଏହି କାର୍ଯ୍ୟକ୍ରମରେ ସମାଜସେବୀ ସାଧୁ ସାହୁ ଓ  ହେମକାନ୍ତ ସାହୁ ଙ୍କୁ ଲଙ୍କାଧୀପତୀ ରାବଣ ମହାରାଜା ଙ୍କ ଦ୍ୱାରା ସମ୍ମାନିତ କରାଯାଇଥିଲା l ଲଙ୍କାଧୀପତୀ ରାବଣ ମହାରାଜା ରାଜଦରବାର କାର୍ଯ୍ୟ ପରିଚଳାନା କରିଥିବାବେଳେ ରାମଲୀଳା କମିଟୀର ସଭାପତି ଦୁର୍ଗାପ୍ରସାଦ ପୂଜାରୀ ମୁଖ୍ୟ ବକ୍ତା ଥିବାବେଳେ ସଂକିର୍ତନ ପଧାନ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ l ଦ୍ୱିତୀୟ ପର୍ଯ୍ୟାୟରେ ସଭାପତିଙ୍କ ଅନୁରୋଧ କ୍ରମେ ଲକ୍ଷ୍ମଣ ଶକ୍ତିଭେଦ, ରାବଣ ବଧ, ବିଭୀଷଣ ରାଜ୍ୟାଭିଷେକ ହୋଇଥିଲା l ଏହାସହ ଇଣ୍ଡିଆନ କମ୍ୟୁନିଟି ପୋଲିସ ସେବା  ଦଲ ପକ୍ଷରୂ ଓ ମୁଖ୍ୟ କମାଣ୍ଡର୍ କଳାରତ୍ନ ବଂଶୀଧର କରଙ୍କ ସଂଯୋଜନାରେ ମହୋତ୍ସବ ର ଶାନ୍ତି ସୃଙ୍ଖଳା ରକ୍ଷାଣାବେକ୍ଷଣ କରାଯାଇଥିଲା  l ଏହି କାର୍ଯ୍ୟକ୍ରମରେ ମକୁନ୍ଦ ସାହୁ, ସଚ୍ଚିଦାନନ୍ଦ ପ୍ରଧାନ, ଜୟନାରାୟଣ ସାହୁ, ରାଜେଶ ପଧାନ, ପ୍ରକାଶ ପ୍ରଧାନ,ସୁଧୀର ବାରିକ, ସତ୍ୟନାରାୟଣ ପ୍ରଧାନ,କଳାକାହ୍ନୁ ଭୋଇ, ରୀତେଶ ସାହୁ, ଉମାକାନ୍ତ ସାହୁ, ଚତୂର୍ଭୂଜ ଗାର୍ଡିଆ,ପ୍ରକୃତିବନ୍ଧୁ ଦେବାଶିଷ ସାହୁ ,ଗୋପାଳ ରାଊତ, ତ୍ରିବିକ୍ରମ ପୋଢ, ଦୟାନିଧି ଲାକ୍ରା, ଜୟରାମ ପଧାନ, ଜୟନ୍ତୀ ବାଗ, ସୁମନ୍ କେର୍କେଟା, ଜଗଦୀଶ ରୋହୀଦାସ, ରଞ୍ଜନ ରୋହୀଦାସ,ହୃଦାନନ୍ଦ ମୀର୍ଗl, ରାହୁଲ ନୀଖଣ୍ଡିଆ, ପ୍ରତାପ ସାହୁ, ପ୍ରହଲ୍ଲାଦ ପଧାନ, ଗୁଳାମଣି ପୃଷେଠ,ସଂକିର୍ତନ ପଧାନ, ହେମନ୍ତ ସାହୁ, ଦିଲିପ୍ ସାହୁ ପ୍ରମୁଖ ସହଯୋଗ କରିଥିଲେ l କାର୍ଯ୍ୟକ୍ରମ ଶେଷରେ ସମ୍ପାଦକ ଜ୍ୟୋତି ବରେଇ ସମସ୍ତ ସ୍ରଧାଲୁ, କଳାକାର ଓ ସହଯୋଗୀ ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026

You Might Also Like