-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ବ୍ରଜ ଘାତରେ ଜଣେ ମୃତ ,ଜଣେ ଗୁରୁତର

07-Apr-2023




ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )                  
 କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ଧଅରପୁର ପଞ୍ଚାୟତ ଅନ୍ତର୍ଗତ ଆମ୍ବଗୁଡା ଗ୍ରାମରେ  ଗୁରୁବାର ଦିନ ବ୍ରଜ ଘାତ ରେ ଜଣକ ର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତ୍ୱ ହୋଇଥିବା ଜଣାପଡିଛି। ସୂଚନା ମତେ ଗୁରୁବାର ଦିନ ଅପରାହ୍ନ ୧,୩୦ ଘଣ୍ଟା ସମୟରେ ଘଡଘଡି ସହ ବର୍ଷା ହୋଇଥିଲା ।ଠିକ ଏହି ସମୟରେ  ଗ୍ରାମର ପ୍ରଦୀପ ଧରୁଆ (୨୦) ପିତା ମହେନ୍ଦ୍ର ଧାରୁଆ , ୨- ଯୁଗେଶ୍ୱର ମାଝୀ ୨୫ ପିତା ଗୁଣ ମାଝୀ  ବିଲରେ କାମ ସାରି ଘରକୁ ଫେରୁଥିଲେ । ହଠାତ ବ୍ରଜ ଘାତ ହେବାପରେ ପ୍ରଦୀପ ଧରୁଆ ଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଯୁଗେଶ୍ୱର ଅତି ଗୁରୁତ୍ୱ ହୋଇ ପଡ଼ିଥିଲେ।ଗୁରୁତର ଯୁଗେଶ୍ୱର ଙ୍କୁ ଗାଁ ଲୋକେ ଉଦ୍ଧାର କରି ଆମ୍ବୁଲେନ୍ସ ଯୋଗେ ଧର୍ମଗଡ ଡାକ୍ତର ଖାନାରେ ଭର୍ତ୍ତି କରିଛନ୍ତି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ଖବର ପାଇ ଧନରପୁର  ସରପଞ୍ଚ ପ୍ରତିନିଧି ଧର୍ମାନନ୍ଦ ସେଠିଆ,ଜିଲ୍ଲାପରିଷଦ ସଭ୍ୟ ଶଙ୍କର ପ୍ରସାଦ ଯୁଏଡ୍ ଘଟଣା ସ୍ଥଳ କୁ ଆସି କୋକସରା ପୋଲିସ କୁ ଜଣାଇଥିଲେ। କୋକସରା ପୋଲିସ ଘଟଣା ସ୍ଥଳ କୁ ଆସି ତଦନ୍ତ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତର ଖାନା କୁ ପଠାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like