-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ସବୁଜ ବିଶ୍ୱ ପାଇଁ ସବୁଜ ଓଡିଶା ମନ୍ତ୍ର ପାଠ ପାଢଇଲେ ଡ. ଦିଲ୍ଲୀପ ଶ୍ରୀଚନ୍ଦନ

07-Apr-2023



ଭୁବନେଶ୍ବର (ପ୍ରେରଣା ଖବର ):-  ଗାନ୍ଧିଜୀଙ୍କୁ ଉକ୍ତି ଥିଲା କହିବା ଆଗରୁ କରି କି ଦେଖାଅ । ସମାଜ ପରିବର୍ତନ ଦେଖିବା ପୂର୍ବରୁ ନିଜଠାରୁ ପରିବର୍ତନ ଆରମ୍ଭ କଲେ ଭଲ ହେବ ।  ସେହି କଥା ବା ଭାବଧାରାକୁ ନେଇ ଗଛ ମଣିଷ ଡା. ଦିଲିପ ଶ୍ରୀଚନ୍ଦନ ସବୁଜ ବିଶ୍ୱ ପାଇଁ ସବୁଜ ଓଡିଶା ପ୍ରଥମେ ଗଠନ କରିବାକୁ ହେବ ବୋଲି  ଯୁବ ପିଢୀ ଓ ଆଗାମୀ କାଲିର ବଂଶଧରର ମାନଙ୍କୁ ସୂଚନା ପ୍ରଦାନ କରିଥିଲେ । ଭାରତୀୟ

ରେଡକ୍ରସ ସୋସାଇଟି , ଓଡିଶା ରାଜ୍ୟ ଶାଖାର ଅବୈତନୀକ ସଂପାଦକ  ବିଭୂତି ଭୂଷଣ ପଟ୍ଟନାୟକଙ୍କ (ଆଇଏଏସ୍ ) ତତ୍ୱାବଧାନରେ ଓଡିଶା ରାଜ୍ୟ ଜୁନିଅର ରେଡକ୍ରସ ଅଫିସର ଲକ୍ଷ୍ମଣ ସ୍ୱାଇଁଙ୍କ ସଂଯୋଜନାରେ ରାଜ୍ୟ ସ୍ତରୀୟ ଜୁନିୟର ରେଡକ୍ରସ ତାଲିମ ଶିବିର ଭୂବନେଶ୍ୱର ଶିଖରଚଣ୍ଡୀ ସ୍ଥିତ ନୀଳାଚଳ ପଲିଟେକନିକ୍ ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମର ଦ୍ୱିତୀୟ ଦିନରେ ଜଳବାୟୁ ପରିବର୍ତନ ବିଷୟରେ   ଜୁନିୟର ମାନଙ୍କୁ ତାଲିମ ଦିଆଯାଇଛି । ପ୍ରାକ୍ତନ ଓଡିଶା ବିଧାନ ସଭା ସଭ୍ୟ ତଥା ଗଛ ମଣିଷ ଡ. ଦିଲ୍ଲୀପ ଶ୍ରୀଚନ୍ଦନ ଶିବିରରେ ଯୋଗ ଦେଇ  ଜୁନିୟର ମାନଙ୍କ ସହିତ ଭାବ ବିନିମୟ ମାଧ୍ୟମରେ ଗଛ ଲଗାଇବାର ଆବଶ୍ୟକତା ବିଷୟରେ ଆଲୋଚନା କରିଥିଲେ ।   ଗଛ ବିନା

ସୃଷ୍ଟି ଅସମ୍ଭବ । ଅମ୍ଲଜାନ ହେଉ  କି, ଖାଦ୍ୟ, ବସ୍ତ୍ର ଓ ବାସଗୃହ ହେଉ, ବୃକ୍ଷଠାରୁ ପ୍ରତେକ୍ଷ୍ୟ ବା ପରୋକ୍ଷ ଭାବରେ ଆମେ ପାଇପାରିଥାଉ । ତେଣୁ ତାର ସୁରକ୍ଷା ଆମ ସମସ୍ତଙ୍କ ପାଇଁ ଦାୟିତ୍ୱ  ଓ କର୍ତବ୍ୟ ବୋଲି ମତ ପ୍ରକାଶ କରିଥିଲେ । ଆଧୁନିକତା ତଥା ବିକାଶ ନାମ ରେ ମଣିଷ ଅରଣ୍ୟ କୁ  ଶତୃ ବୋଲି ଅରଣ୍ୟକୁ କ୍ଷୟ କରିବାରେ ଲାଗିଛି । ଧାରଣୀୟ ବିକାଶ ତଥା ଆଗାମୀ ପିଢୀ ମାନଙ୍କ ପାଇଁ ଆମେ ସମସ୍ତଙ୍କୁ ଗୋଟିଏ କଥା କହିବାକୁ ହେବ ,  ଓଡିଶା ବାସୀ ଦେଶରେ ଥାଆନ୍ତୁ ବା ବିଦେଶରେ ଥାଆନ୍ତୁ , ପୃଥିବୀ ମାଆ ପାଇଁ ଗଛ ଟିଏ ଲଗାନ୍ତୁ  ବୋଲି ଗଛର ମଣିଷ ଡ. ଦିଲ୍ଲୀପ ଶ୍ରୀଚନ୍ଦନ  ଆହ୍ୱାନ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like