-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ରେଡ଼କ୍ରସ ତରଫରୁ ଗ୍ରାମାଞ୍ଚଳ ମହିଳାମାନଙ୍କ ଗହଣରେ ବିଶ୍ବ ସ୍ବାସ୍ଥ୍ୟ ଦିବସ ପାଳିତ

07-Apr-2023



ସୋନପୁର : ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଣ୍ଡକିଟାଲ ଗ୍ରାମ  ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜୁନିଅର ରେଡକ୍ରସ  ୟୁନିଟ ତରଫରୁ ପଣ୍ଡକିଟାଲ  ଗ୍ରାମାଞ୍ଚଳର ମହିଳାମାନଙ୍କ ଗହଣରେ ବିଶ୍ବ ସ୍ବାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି ।  ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତଙ୍କର ମାର୍ଗଦର୍ଶନ ଓ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମସାଗର ବାଘଙ୍କ ତତ୍ତ୍ଵାବଧାନରେ

କାର୍ଯ୍ୟକ୍ରମକୁ ଜୁନିଅର ରେଡକ୍ରସ ପରାମର୍ଶଦାତ୍ରୀ  ତପସ୍ଵିନୀ ଦାଶଙ୍କ ସଂଯୋଜନା କରିଥିଲେ । ସମ୍ମାନୀତ ଅତିଥି ଭାବରେ ରାମପୁର ଅଞ୍ଚଳର ଜଣାଶୁଣା ସମାଜସେବୀକା ସୁଶ୍ରୀ ପ୍ରଭାସିନୀ ଦାଶ ଯୋଗ ଦେଇଥିଲେ । ନାରୀ ସୁସ୍ଥ ରହିଲେ, କେବଳ ପରିବାର ନୁହେଁ ,ତା'ର ଦେଶ ସୁସ୍ଥ ରହିବାର ସଙ୍ଗେସଙ୍ଗେ ସୁସ୍ଥ ସମାଜ ଗଢିଉଠିବ । ଚଳିତ ବର୍ଷ ବିଶ୍ବ ସ୍ବାସ୍ଥ୍ୟ ଦିବସର ବିଷୟବସ୍ତୁ "ସମସ୍ତଙ୍କ ପାଇଁ ସ୍ବାସ୍ଥ୍ୟ" ବିଷୟରେ

ସମ୍ମାନୀୟା ଅତିଥି ସୁଶ୍ରୀ ଦାଶ ମତବ୍ୟକ୍ତ କରିବା ସହିତ ହାତଧୁଆ ପ୍ରଣାଳୀ ବିଷୟରେ ବୁଝାଇବା ସହ ଋତୁସ୍ରାବ ସମୟରେ ସଫାସୁତୁରା ରହିବା ସହିତ ପୁଷ୍ଟିକର ଆହାର ଖାଇବା , ଯୋଗାଭ୍ୟାସ ଆପଣେଇବାକୁ ମତପ୍ରକାଶ କରିଥିଲେ । କାର୍ଯ୍ୟକ୍ରମରେ ରଶ୍ମିତା ଦାଶ, ଆହ୍ଲାଦିନୀ ପ୍ରଧାନ, ଅହଲ୍ୟା ପ୍ରଧାନ, ପୁଷ୍ପାଞ୍ଜଳି ପଧାନ, ମଞ୍ଜରୀ ପଧାନ, ତୁଳସା ଭୁଜ, ଯପି ପଧାନ, ରାହି କଠାର ପ୍ରଭୃତି ଉପସ୍ଥିତ ଥିଲେ । ପରିଶେଷରେ ଆହ୍ଲାଦିନୀ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like