-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ନୁନିଆପାଲି ଗ୍ରାମରେ ରାମ ନବମୀ ଉତ୍ସବ ପାଳିତ

07-Apr-2023



ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ନୂନିଆପାଲି ଗ୍ରାମ ରେ ମାର୍ଚ୍ଚ 30 ତାରିଖ ରୁ ଏପ୍ରିଲ ୭ ରିଖ ୯ ଦିନ ପର୍ଯ୍ୟନ୍ତ ରାମ ନବମୀ ଉତ୍ସବ ପାଲିତ ହୋଇଯାଇଛି l ଏହି ରାମ ନବମୀ ରେ ଯଜ୍ଞ କର୍ତ୍ତା ଗ୍ରାମ ପଞ୍ଚାୟତ ସରପଞ୍ଚ, ପୂର୍ବତନ ସମିତି ସଭ୍ୟ ନୁରା ଚାନ୍ଦ ସାହୁ ଓ ସହ ଧର୍ମିନୀ ପୁଷ୍ପାଞ୍ଜଳି ସାହୁ ପୂଜା ରେ ବସିଥିଲେ । ଏହି ପୂଜାରେ ପୂଜକ ଭାବେ ଶେଷଦେବ ମିଶ୍ର ପୂଜା ଅର୍ଚ୍ଚନା କରୁଥିଲେ l ଦୀର୍ଘ ୯ ଦିନଧରି ହରିହର ପାଢି ରାମାୟଣ ଚରିତ ଗାନ କରିଥିଲେ l ଏହି କାର୍ଯ୍ୟକ୍ରମ ଦିନ 10ଟାରୁ ଆରମ୍ଭ ହୋଇ 4 ଟା ରେ ଶେଷ ହେଉଥିଲା l ଏହି ଉତ୍ସବ ଦୀର୍ଘ 1936 ମସିହା ରୁ ଆରମ୍ଭ ହୋଇ ଅଦ୍ୟାବଧି ଚାଲିଥିବା ଗ୍ରାମର ବୟୋଜ୍ୟେଷ୍ଠ ବ୍ୟକ୍ତି ମାନଙ୍କ ଠାରୁ ପ୍ରକାଶ l ଆଗାମୀ ଦିନ ରେ ମଧ୍ୟ ପାଳନ କରାଯିବ ବୋଲି ସରପଞ୍ଚ ପୁଷ୍ପାଞ୍ଜଳି ସାହୁ ଓ ପୂର୍ବତନ ସମିତି ସଭ୍ୟ ନୁରାଚାନ୍ଦ ସାହୁ ସୂଚନା ଦେଇଥିଲେ l 

ଗ୍ରାମର କୀର୍ତ୍ତନ ଦଳ ସଂସ୍କୃତିକୁ କାର୍ଯକ୍ରମ ମାଧ୍ୟମ ରେ କୀର୍ତନ୍ୟ କରୁଥିଲେ ଓ ଗ୍ରାମ କୁ ଆନନ୍ଦ ଉଲ୍ଲାସ ରେ ଭରି ରହିଥିଲା ଗ୍ରାମ ।ଏହି ଅବସରରେ ପ୍ର ତେ କ ଦିନ ଅନ୍ନ ପ୍ରସାଦ ଭକ୍ତ ଙ୍କ ପାଇ ସେବନ ର ବ୍ୟବସ୍ଥା କରାଯାଇ ଥିଲା । ଗ୍ରାମ ର ୱାର୍ଡ ମେମ୍ବର ଲିଙ୍ଗ ରାଜ ପ ଧାନ , କାମଦେବ ସାହୁ , ଶ୍ରୀମତୀ ସମ୍ପତି ରାଉତ , ପ୍ରଶାନ୍ତ ବର୍ଗେ  , ସହିତ କମିଟି ର ସଭାପତି  ଶ୍ରୀ ରୁକୁଣ ଦେଵ ସାହୁ ,  ସମ୍ପାଦକ ବିନୋଦ ବେହେର।, କୋଷାଧ୍ୟକ୍ଷ  ଶରତ ସାହୁ  ଓ ଗ୍ରାମବାସୀ ଙ୍କ ସହଯୋଗ ରେ ୯ ଦିନ ଧରି ପାଳନ କରାଯାଇ ଥିଲା l ଏହି ରାମନବମୀ ଉତ୍ସବ କୁ ଅଞ୍ଚଳ ର ଲକ୍ଷଣପାଲି ,। ଝ।ଙ୍କରପାଲି , ପାଣ୍ଡେ ସର। , ଅମାରମୁଣ୍ଡା ତଥା ଅନ୍ୟାନ୍ୟ ଗ୍ରାମର ବହୁ ପରିମାଣ ରେ ଭକ୍ତ ଙ୍କ ସମାବେଶ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like