-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ତିନି ଜଣ ଲୁଟେରା ଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ସୋନପୁର ପୋଲିସ*

08-Apr-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଦିନ ଦ୍ବିପହରରେ ସୋନପୁର ସହର ର ନିଛାଟିଆ ଜାଗାରେ ଲୋକ ଙ୍କ ପାଖରୁ ଲୁଟ ତରାଜ କରୁଥିବା ୩ ଜଣ ଲୁଟେରା ଙ୍କୁ ଆଜି ଗିରଫ କରି କୋର୍ଟ ଚାଲାଣ କରିଛି ସୋନପୁର ପୋଲିସ l ଘଟଣା ରୁ ପ୍ରକାଶ ଯେ ଅଭିଯୋଗ କାରୀ ସୁବଳୟା ଅଞ୍ଚଳ ର ମହେନ୍ଦ୍ର କର୍ଣ୍ଣ ଓ ବାଲାଙ୍ଗୀର ଅଞ୍ଚଳ ର ବିକାଶ ମଟାରୀ ଉଭୟ ଙ୍କ ଠାରୁ ୫ ତାରିଖ ଦିନ ଦ୍ବିପହର ରେ ସର୍କିଟ ହାଉସ ରାସ୍ତାରେ ଲୁହା ରଡ଼ରେ ଭୟଭିତ କରାଇ ୨୭୦୦ ଟଙ୍କା, ଗୋଟାଏ ମୋବାଇଲ ଫୋନ ଓ ଫୋନ ପେ ମାଧ୍ୟମ ରେ ୫୩୧୦ ଟଙ୍କା ଜବରଦସ୍ତ କରି ନେଇ ଯାଇଥିଲେ l ଏହା ବ୍ୟତୀତ ୨୦ ଗୋଟି  ଚୋରୀ ଲୁହା ରଡ଼ ମଧ୍ୟ ଜବତ ହୋଇଛି l 
 ସୋନପୁର ପୋଲିସ ଘଟଣା ର ତଦନ୍ତ କରି ସ୍ଥାନୀୟ ଭଗବତୀ ପ୍ଲଟ ଅଞ୍ଚଳ ର ସୁମିତ କଂସାରୀ, ବିଶାଳ ଡୁଙ୍ଗୁରିଆ, ଆଶିଷ ବେହେରା ନାମକ ୩ ଜଣ ଯୁବକ ଙ୍କୁ ଗିରଫ କରି ତାଙ୍କ ପାଖରୁ ୨୨୦୦  ନଗଦ ଟଙ୍କା, ମୋବାଇଲ ଫୋନ ଓ ଫୋନ ପେ ମଧ୍ୟମ ରେ ନେଇଥିବା ଟଙ୍କା ସବୁ ସହିତ ଲୁହା ରଡ଼ କୁ ମଧ୍ୟ ପୋଲିସ ଜବତ କରିଛି l ଏବଂ ଆଜି ତାଙ୍କୁ କୋର୍ଟ ଚାଲାଣ କରିଥିବା ବିଷୟ ଏକ ପ୍ରେସ ମିଟ ରେ ସୋନପୁର ଏସ୍ଡ଼ିପିଓ ପୁଷ୍ପାଞ୍ଜଳୀ ନିଙ୍ଗୀ ଓ ଆଇ ଆଇ ସି କୃଷ୍ଣଚନ୍ଦ୍ର ମେହେର ପ୍ରକାଶ କରିଛନ୍ତି l ଦୀର୍ଘ ଦିନ ରୁ ସହର ରେ ଏଭଳି ନିଶା ଖୋର ଯୁବକ ମାନେ ସ୍କୁଲ କଲେଜ ଛାତ୍ର ଛାତ୍ରୀ ତଥା ବାହାର ଲୋକ ଙ୍କୁ ଟାର୍ଗେଟ କରି ନିଛାଟିଆ ଜାଗା ମାନଙ୍କ ରେ ଲୁଟ ତରାଜ କରୁଥିବାରୁ ସହର ର ବୁଦ୍ଧିଜୀବୀ ତଥା ଅଭିଭାବକ ମାନେ ଚିନ୍ତିତ ଥିବା ଦେଖିବାକୁ ମିଳିଛି l ତେଣୁ ପୋଲିସ ପେଟ୍ରୋଲିଙ୍ଗ କୁ ଆହୁରି କଡା କଡ଼ି କରି ନିଶାଖୋର  ଅସାମାଜିକ ଯୁବକ ଙ୍କ ଉପରେ ତୀକ୍ଷ୍ଣ ନଜର ରଖିବାକୁ ସାମ୍ବାଦିକ ମାନେ ପ୍ରେସ ମିଟ ରେ ଏ ବିଷୟ ଉପସ୍ଥାପନା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like