-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ମହୁଲପାଟି ରେ କୁଲତା ଏକତା ଦିବସ ପାଳନ

08-Apr-2023



ତୁରେକେଲା, (ପ୍ରେରଣା ଖବର)
 ଚୈତ୍ର ପୂର୍ଣ୍ଣିମା 6ଏପ୍ରିଲ ରେ ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ମହୁଲପାଟି ବାବା ବିଶାଶତ କୁଲତା ସମାଜ ଆଞ୍ଚଳିକ କେନ୍ଦ୍ର ରେ କୁଲତା ଏକତା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ କେନ୍ଦ୍ର ଅନ୍ତର୍ଗତ ମହୁଲପାଟି,ଗଇନ୍ଦିମାଲ,ଭାଲୁକନା,ଗୁର୍ଜିଭଟା,କନ୍ଦାଗାଡ,ତୁରେକେଲା,ଲର୍କି,ମାନ୍ଦଲା ଏବଂ ମହୁଲବାହାଲି ଗ୍ରାମର କୁଲତା ସମାଜ ର ଶତାଧିକ ଜନସାଧାରଣ ଯୋଗ ଦେଇଥିଲେ । କେନ୍ଦ୍ର ସଭାପତି ଶ୍ରୀ ମୋତିଲାଲ ସାହୁ ଙ୍କ ସଭାପତି ତ୍ବ ରେ ଅନୁଷ୍ଠିତ ଏହି ଉତ୍ସବରେ କୁଲତା କୁଳର ଇଷ୍ଟ ଦେବି ଶ୍ରୀ ଶ୍ରୀ ରଣେଶ୍ବର ରାମଚଣ୍ଡି ଦେବୀ ଙ୍କ ପୂଜା ଅର୍ଚ୍ଚନା କରାଯାଇ ଥିବା ବେଳେ ସମାଜ ର ପୂଜକ ନିରଞ୍ଜନ ପଧାନ ମାଁ ଙ୍କ ପୂଜା କରିଥିଲେ । ଏହି ଉପଲକ୍ଷେ ଏକ ସଭା ଅନୁଷ୍ଠିତ ହୋଇ କୁଲତା ସମାଜ ର ନୀତି ନିୟମ ପାଳନ ପୂର୍ବକ ଜାତି ଭାଇ ମଧ୍ୟରେ ଏକତା ରକ୍ଷା କରାଯିବା ନିମନ୍ତେ ସଂକଳ୍ପ ଗ୍ରହଣ କରାଯାଇ ଥିଲା । ସଭା ପରେ ଛାତ୍ର ଛାତ୍ରୀ ବୃନ୍ଦ ଙ୍କ ମଧ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରତିଯୋଗୀତା ଅନୁଷ୍ଠିତ ହୋଇ ଥିଲା ଉପରୋକ୍ତ କାର୍ଯ୍ୟ କ୍ରମ ରେ ଆଞ୍ଚଳିକ କେନ୍ଦ୍ର ର ସର୍ବ ଶ୍ରୀ ଜଗତ ରାମ ପଧାନ (ଉପ ସଭାପତି),ସମ୍ପାଦକ ରୋହିତ କୁମାର ସାହୁ,ସହ ସମ୍ପାଦକ ସୁମିତ କୁମାର ସାହୁ,ଜିଲ୍ଲା ସଭ୍ୟ କାର୍ତ୍ତିକେଶ୍ବର ସାହୁ,କୋଷାଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ନାଏକ, ରାମୋଡ ଆଞ୍ଚଳିକ କେନ୍ଦ୍ର ସଭାପତି ବସୁଦେବ ବିଶ୍ବାଲ,ଜିଲ୍ଲା ସଭ୍ୟ ପୂର୍ଣ୍ଣଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ରହି ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like