-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଗୃହ ଶକ୍ତି ଓ ଶିଳ୍ପ ମନ୍ତ୍ରୀଙ୍କ ଦ୍ଵାରା ବ୍ଲକ କାର୍ଯ୍ୟାଳୟ ଓ ଗ୍ରୀଡ଼ ଉଦଘାଟିତ

07-Dec-2020



କଳାହାଣ୍ଡି-କୋକସରା, (ତ୍ରିନାଥ ବେଶ୍ରା)
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଠାରେ ନୂତନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଉଦଘାଟିତ ହୋଇ ଯାଇଛି । କୋକସରା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀମତୀ ମନୀଷା ଦାସ ଙ୍କ ନେତୃତ୍ୱରେ  ଉଦଘଟନୀ ସଭାକାର୍ଯ୍ୟ ଆୟୋଜିତ ହୋଇଥିଲା ଏହି ଉଦଘାଟନି ଉତ୍ସବରେ ଓଡ଼ିଶା ସରକାରଙ୍କ ଗୃହ  ଶକ୍ତି ଓ ଶିଳ୍ପ ମନ୍ତ୍ରୀ  ଦିବ୍ୟଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ବିଧାୟକ ମୌଶୋଧି ବାଗ ଓ କୋକସରା ବ୍ଲକ ଅଧକ୍ଷା  ଶ୍ରୀମତୀ  ସଭ୍ୟାରାଣୀ ବାଗ ଯୋଗ ଦେଇଥିଲେ ।  କୋକସରା ବ୍ଲକ ରୁ ହିଁ ପ୍ରଥମେ ସେ ରାଜନୀତି ଆରମ୍ଭ କରିଥିବା  ମନ୍ତ୍ରୀ ପ୍ରକାଶ କରିଥିଲେ ।  ଏହି ଅଞ୍ଚଳର ବିକାଶ ପାଇଁ ମୁଁ ଆପଣମାନଙ୍କ ସାଥୀରେ ଅଛି  ବୋଲି ମତ ରଖି  ଥିଲେ ମନ୍ତ୍ରୀ । କାର୍ଯ୍ୟକ୍ରମକୁ ବ୍ଲକ ସମ୍ପ୍ରସାରଣ ଅଧିକାରୀ ପରିଚାଳନା କରିଥିଲେ ।  ଏହି କାର୍ଯ୍ୟକ୍ରମ ରେ ବ୍ଲକ ର ସମସ୍ତ  କର୍ମଚାରୀ ସମସ୍ତ ସରପଞ୍ଚ, ସମିତି ସଭ୍ୟ  ଓ ଦଲୀୟ କର୍ମକର୍ତା ମାନେ ଉପସ୍ଥିତ ଥିଲେ ।  ପରେ ମହିମା ଗ୍ରାମ ପଞ୍ଚାୟତ ଡେଙ୍ଗାଗୁଡା ଠାରେ  ମାନ୍ୟବର ଗୃହ, ଶକ୍ତି ,ମନ୍ତ୍ରୀ  ଦିବ୍ୟଶଙ୍କର  ମିଶ୍ର  ଓ  ଧର୍ମଗଡ଼ ବିଧାୟକ ମୌଶୋଧି ବାଗଙ୍କ ଦ୍ଵାରା  ବିଦ୍ୟୁତ ଗ୍ରୀଡ଼ ମଧ୍ୟ ଉଦଘାଟିତ ହୋଇ ଥିଲା l ଏହି କାର୍ଯ୍ୟକ୍ରମ ମାନଙ୍କରେ କୋକସରା ଏବଂ ଆମପାଣି  ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବେଶ ସୁରକ୍ଷା ପ୍ରଦାନ କରାଯାଇ ଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ