-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମଣିଷ ତିଆରି କାରଖାନା ଅଚଳ - ବଡ଼ଖମାର ସଂସ୍କୃତ ବିଦ୍ୟାଳୟ - ଦୀର୍ଘ ବର୍ଷ ଧରି ଶିକ୍ଷକ ପଦ ଖାଲି

08-Apr-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ବଡ଼ଖମାର ସ୍ଥିତ ଶ୍ୟାମ ସୁନ୍ଦର ସଂସ୍କୃତ ବିଦ୍ୟାଳୟରେ ଶିକ୍ଷକ ଅଭାବ ଯୋଗୁଁ ଶିକ୍ଷାଦାନ ପାଇଁ ବିଭିନ୍ନ ସମସ୍ୟା ଦେଖାଦେଇଛି। ଉକ୍ତ ବିଦ୍ୟାଳୟରେ ୫ ଗୋଟି ଶିକ୍ଷକ ପଦ ଦଶ ବର୍ଷ ଧରି ଖାଲି ପଡିଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ କେବଳ ଦୁଇ ଜଣ ଶିକ୍ଷକରେ ପାଠ ପଢା ଚାଲିଛି। ଯାହା ଦ୍ବାରା ଏଠାରେ ପାଠପଢ଼ା ବହୁଳ ଭାବେ ପ୍ରଭାବିତ ହେଉଛି। ତୁରନ୍ତ ଉକ୍ତ ସ୍କୁଲରେ ମଧ୍ୟମା ଶ୍ରେଣୀ ରେ ଖାଲି ପଡିଥିବା ଟିଜିଟି (କଳା),ଶାସ୍ତ୍ରୀ (ବ୍ୟାକରଣ)ଓ ଦର୍ଶନ ବିଭାଗରେ ଶିକ୍ଷକ ପଦ ପୂରଣ କରାଯିବାକୁ ଦାବି ହୋଇଛି। ୧୯୮୦ ମସିହାରେ ପ୍ରତିଷ୍ଠିତ ଏହି ଶିକ୍ଷାନୁଷ୍ଠାନ ପ୍ରଥମା ଓ ମଧ୍ୟମା ଶ୍ରେଣୀ ପାଇଁ ଶିକ୍ଷାଦାନର ବ୍ୟବସ୍ଥା ରହିଛି। ବିଗତ ଦିନରେ ମଧ୍ୟମା ପରୀକ୍ଷା ରେ ଉକ୍ତ ଅନୁଷ୍ଠାନର ଛାତ୍ରଛାତ୍ରୀ ରାଜ୍ୟରେ ପ୍ରଥମ ସ୍ଥାନ ହାସଲ କରିଥିଲେ। ଶିକ୍ଷକ ପଦବୀ ପୂରଣ ପାଇଁ ସ୍କୁଲ ପରିଚାଳନା କମିଟିଙ୍କ ସହ ଅଭିଭାବକ ସ୍ଥାନୀୟ ବିଧାୟକ ପଦ୍ମନାଭ ବେହେରାଙ୍କୁ ଲିଖିତ ଆକାରରେ ଏକ ଦାବିପତ୍ର ପ୍ରଦାନ କରିଥିଲେ । ଶ୍ରୀ ବିଧାୟକ ଉକ୍ତ ସ୍କୁଲର ଶିକ୍ଷକ ସମସ୍ୟା ନିମନ୍ତେ ଶିକ୍ଷା ମନ୍ତ୍ରୀଙ୍କୁ ଜଣାଇ ଶିକ୍ଷକ ପୂରଣ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଏଥିରେ ସ୍ଥାନୀୟ ସରପଞ୍ଚ ସୁନୀତା ପଧାନ, ବିଦ୍ୟାଳୟର ମୋ ସ୍କୁଲ ଅଭିଯାନର ସଭାପତି ଶଙ୍କର୍ଷଣ ଛନ୍ଦ , ବରାହପଦର ମଠର ମଠାଧୀଶ ନୃତ୍ୟ ଗୋପାଳ ଦାସ, ସୀତା ରାମ ଗୁରୁ, ସହଦେବ ମହାକୁର, ବିନୋଦ ମହାକୁରଙ୍କ ସହ ଅନ୍ୟାନ୍ୟ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like