-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଡା. ସୁନୀଲ ମହାପାତ୍ର ଙ୍କ ପୁତ୍ର ସୋମ୍ୟ (ବାପୁନି ) ର ବିୟୋଗ ରେ ବିଭିନ୍ନ ଜାଗାରେ ଶୋକ ସଭା, ଅସ୍ତମିତ ସୂର୍ଯ୍ୟ ଙ୍କ ପରି ଲିଭିଗଲା ବାପୁନି ର ଜୀବନ ଦୀପ

08-Apr-2023



ସୁବର୍ଣ୍ଣପୁର / ବୌଦ୍ଧ(ମନୋରଞ୍ଜନ ତ୍ରିପାଠୀ ):  ଆଜି ସନ୍ଧ୍ୟା ରେ ସୋନପୁର ନିଉଁ ରିଜର୍ଭ ପଡିଆ ଠାରେ ଯୁବ କ୍ରିକେଟର  ସୋମ୍ୟ ଶୀତଲ  ର ବିୟୋଗ ରେ ୟଙ୍ଗ ଇଲେଭେନ ଷ୍ଟାର ପକ୍ଷରୁ ଏକ ଶୋକ ସଭା ର ଆୟୋଜନ କରି ନିରବ ପ୍ରାର୍ଥନା କରାଯାଇଥିଲା l ଓ ଅସ୍ତମିତ ସୂର୍ଯ୍ୟ ଙ୍କ ପରି କ୍ରିକେଟର ବାପୁନି ର ଜୀବନ ଦୀପ ଲିଭିଗଲା ବୋଲି ଖେଳାଳୀ ମାନେ ସ୍ମୃତି ଚାରଣ କରିଥିଲେ l ଠିକ ସେହିପରି ସ୍ବଚ୍ଛ ଭାରତ ସଙ୍ଗଠନ ର ସୋନପୁର -ମନମୁଣ୍ଡା ର ଉପଦେଷ୍ଟା ତଥା ଉଭୟ ଅଞ୍ଚଳ ରେ ପ୍ରାଣୀ ଚିକିତ୍ସାଳୟ ରେ ଦୀର୍ଘ ବର୍ଷ ଧରି କାର୍ଯ୍ୟ କରି ଉତ୍ତମ ସେବା ଦେଇ ଉତ୍ତମ ସମ୍ପର୍କ ରଖିଆସିଥିବା ଡା.ସୁନୀଲ ମହାପାତ୍ର ଙ୍କ ପୁତ୍ର ସୋମ୍ୟ (ବାପୁନି ) 32 ଙ୍କ ର ବିୟୋଗରେ ଆଜି ସକାଳେ ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ମନମୁଣ୍ଡା ଶୈବ ପୀଠ ରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇ ଥିଲା l  ସ୍ୱଚ୍ଛ ଭାରତ ଉଦ୍ୟୋକ୍ତl ତଥା ଅନ୍ୟତମ ପ୍ରତିଷ୍ଠାତା ସୟଦ ଅଲିମୁଲ ଇସଲାମ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ସଭାରେ ସଂଗଠନ ର ସମସ୍ତ ସଦସ୍ୟ ଙ୍କ ସମେତ ସୋନପୁର ମନମୁଣ୍ଡା ଅଞ୍ଚଳ ର

ବହୁ ବୁଦ୍ଧିଜୀବୀ, ସାମ୍ବାଦିକ, ମନମୁଣ୍ଡl ୟଙ୍ଗ ଷ୍ଟାର କ୍ଲବ ର ସଦସ୍ୟ ଯୋଗ ଦେଇ ସ୍ବର୍ଗତ ସୋମ୍ୟ (ବାପୁନି) ର କ୍ରୀଡା, ରକ୍ତ ଦାନ କ୍ଷେତ୍ରରେ ଥିବା ଉଲ୍ଲେଖନୀୟ ଅବଦାନ ଉପରେ ସ୍ମୃତି ଚାରଣ କରି ଏଭଳି ଅସମୟରେ ବାପୁନି ର ଜୀବନ ଦୀପ ଲିଭିଯିବା ବଡ଼ ଦୁଃଖଦ ଘଟଣା ବୋଲି ମତ ରଖିଥିଲେ l  ଏବଂ ଡା. ମହାପାତ୍ର, ପୁତ୍ର ବଧୂ ଓ ତାଙ୍କ ଆତ୍ମୀୟ ସ୍ୱଜନ ଙ୍କୁ ଧର୍ଯ୍ୟ ସାହସ ଶକ୍ତି ପ୍ରଦାନ ପାଇଁ ଓ  ସ୍ବର୍ଗୀୟ ସୋମ୍ୟ ଙ୍କ ଅମର ଆତ୍ମା ଶାନ୍ତି ସଦଗତି ପାଇଁ ଫଟୋ ଚିତ୍ର ରେ ଧୂପ ଦୀପ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ ସାମୁହିକ ପ୍ରାର୍ଥନା କରଯାଇଥିଲାl l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like