-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମରଣଯନ୍ତା ପାଲଟିଛି ହରିହର ଜୋର ପୋଲ, ଦୁଇ ବାଇକ ଆରୋହୀ ଆହତ - ବିଭାଗ ସାଜିଛି ନିରବଦ୍ରଷ୍ଟା

08-Apr-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଜଟେସିଂହା ଗ୍ରାମ ନିକଟରେ ଥିବା ହରିହର ଜୋର ପୋଲ ଏବେ ମରଣଯନ୍ତା ପାଲଟିଛି।  ଏହି ପୋଲ ଉପରେ ବିରାଟକାୟ ଦୁଇଟି ଗର୍ତ୍ତ ସୃଷ୍ଟି ହେବା ସହ ଗେଟି ଉଠି ଲୁହା ଛଡ ବାହାରି ରହିଛି। ଫଳରେ  ଗତ ରାତ୍ରି ସମୟରେ ବାଇକ ଦୁର୍ଘଟଣା ଘଟି ଦୁଇ ବାଇକ ଆରୋହୀ ଆହତ ହୋଇଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।  ବିଭାଗ ପକ୍ଷରୁ ତରବରିଆ ଭାବେ ଏହାକୁ ନିମ୍ନ ମାନର ସାମଗ୍ରୀ ବ୍ୟବହାର କରି ମରାମତି କରି ନିଜ କାମ ସାରିଦେଇ ଥିଲା । ଫଲରେ ଏହା ଅଳ୍ପ ଦିନ ମଧ୍ୟରେ ସେହି ସ୍ଥାନରୁ ଗେଟି ଉଠି ଗର୍ତ୍ତ ହେବା ସହ ଅନ୍ୟ ସ୍ଥାନରୁ ମଧ୍ୟ ସେହି ଭଲି ଗର୍ତ୍ତ ସୃଷ୍ଟି ହୋଇ ବିପଦପୂର୍ଣ୍ଣ ରାସ୍ତା ପାଲଟିଯାଇଛି। ଯାହା ଫଲରେ ଏହି ରାସ୍ତା ଉପରେ ନିର୍ଭର କରୁଥିବା ଜନସାଧାରଣ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଉକ୍ତ ଖବରକୁ ନେଇ ସାପ୍ତାହିକ  'ପ୍ରରଣା' ଖବରକାଗଜରେ ଅନେକ ଥର ପ୍ରକାଶିତ ହୋଇଛି। ହେଲେ ଏପର୍ଯ୍ୟନ୍ତ ପ୍ରଶାସନ କିମ୍ବା ବିଭାଗ ପକ୍ଷରୁ କୈାଣସି କାର୍ଯ୍ୟା ଗ୍ରହଣ କରାଯାଇ ନାହିଁ।‌ ଫଲରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ଏହି ପୋଲ ଦେଇ ପ୍ରତେକ ଦିନ ସମ୍ବଲପୁର, ବଲାଙ୍ଗିର, ରେଢ଼ାଖୋଲ, ଭୂବନେଶ୍ଵର, କଟକ ସହ ବିଭିନ୍ନ ସ୍ଥାନକୁ ଶହ ଶହ ଲୋକ ଓ ଯାନବାହାନ ଯିବାଆସିବା କରିଥାଏ ।  ଏହି ମରଣଯନ୍ତା ପୋଲ ଦେଇ ପ୍ରତେକ ଦିନ ପ୍ରଶାସନ ଅଧିକାରୀ ଓ ବିଭାଗୀୟ କର୍ମଚାରୀ ମାନେ ଯିବା ଆସିବା କରୁଥିଲେ ମଧ୍ୟ ତାଙ୍କର ଦୃଷ୍ଟି ପଡୁଥିବା ଅନୁମାନ କରାଯାଉଛି।  ସରକାରୀ ଯନ୍ତ୍ରୀ ଓ ଠିକାଦାରଙ୍କ ମଧୁ ଚନ୍ଦ୍ରିକା ଯୋଗୁଁ ନିମ୍ନମାନର କାମ ହୋଇଥିବା ନେଇ ଜନସାଧାରଣ ଅଭିଯୋଗ ହେଉଛି।  ଜନସାଧାରଣ ସୁରକ୍ଷା ପାଇଁ ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ବିହିତ ପଦକ୍ଷେପ ସହ ଖୁବ ଶୀଘ୍ର ଏହି ପୋଲ ମରାମତି ପାଇଁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like