-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||     

HOME   ଜିଲ୍ଲା

ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ କାଳୀନ ସମ୍ଵର୍ଦ୍ଧନା ସଭା

08-Apr-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ବିରମହାରାଜପୁର ଅନ୍ତର୍ଗତ ସୁବଲୟା ଉଛ ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ  ସଦାନନ୍ଦ ରଥ ସଭାପତିତ୍ୱରେ ତଥା ଜୁନିୟର ରେଡ଼ କ୍ରସ ପରାମର୍ଶ ଦାତା ଶିକ୍ଷକ ଚନ୍ଦ୍ରମଣି ଵାଘ ଙ୍କର ସଂଯୋଜନା ରେ ବିଶ୍ଵ ସ୍ଵାସ୍ଥ୍ୟ ଦିବସ ପାଲିତ ହୋଇ ଯାଇଛି।ସ୍ୱାସ୍ଥ୍ୟ ହି ସମ୍ପଦ।ଉତ୍ତମ ସ୍ୱାସ୍ଥ୍ୟ ମନ କୁ ପ୍ରଫୁଲ୍ଲିତ କରିବା ସଙ୍ଗେ ସଙ୍ଗେ କାର୍ଯ୍ୟ କରିବା ରେ ପ୍ରେରଣା ଯୋଗାଇ ଥାଏ।ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଉତ୍ତମ ପୋଷଣ ର ଆବଶ୍ୟକତା ରହିଛି।ଆମେ ସମସ୍ତେ ନିଜ ନିଜର ସ୍ୱାସ୍ଥ୍ୟ ର ଯତ୍ନ ନେବା,

ହାତ ଧୁଆ ଅଭ୍ୟାସ ପରିଷ୍କାର ପରିଚ୍ଛନ୍ନ ରହିବା ସହିତ ପରିବେଶ କୁ ସ୍ବଛ ରଖିବା ପାଇଁ ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ସମ୍ପା ବିଶ୍ୱାଳ ସୁରେନ୍ଦ୍ର ପ୍ରସାଦ ପାଢ଼ୀ ସରୋଜ ଶତପଥୀ ମତବ୍ୟକ୍ତ କରିଥିଲେ।ଜୁନିଅର ରେଡ଼ କ୍ରସ ର ଛାତ୍ରଛାତ୍ରୀ ଉପସ୍ଥିତ ଥିବା ବେଳେ ଜୁନିୟର ସିପିକା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026

You Might Also Like