-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   (12-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   (12-Mar-2026)       ||      ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ    (12-Mar-2026)       ||      ହରିରାଜପୁର ମେଳଣ ପଡିଆରେ ରାଜ୍ୟସ୍ତରୀୟ କବିତା ଆସର    (12-Mar-2026)       ||      ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   (12-Mar-2026)       ||      ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   (12-Mar-2026)       ||      *ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   (12-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||     

HOME   ଜିଲ୍ଲା

ମରଣଯନ୍ତା ପାଲଟିଛି ହରିହର ଜୋର ପୋଲ, ଦୁଇ ବାଇକ ଆରୋହୀ ଆହତ 

09-Apr-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଜଟେସିଂହା ଗ୍ରାମ ନିକଟରେ ଥିବା ହରିହର ଜୋର ପୋଲ ଏବେ ମରଣଯନ୍ତା ପାଲଟିଛି।  ଏହି ପୋଲ ଉପରେ ବିରାଟକାୟ ଦୁଇଟି ଗର୍ତ୍ତ ସୃଷ୍ଟି ହେବା ସହ ଗେଟି ଉଠି ଲୁହା ଛଡ ବାହାରି ରହିଛି। ଫଳରେ  ଗତ ରାତ୍ରି ସମୟରେ ବାଇକ ଦୁର୍ଘଟଣା ଘଟି ଦୁଇ ବାଇକ ଆରୋହୀ ଆହତ ହୋଇଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।  ବିଭାଗ ପକ୍ଷରୁ ତରବରିଆ ଭାବେ ଏହାକୁ ନିମ୍ନ ମାନର ସାମଗ୍ରୀ ବ୍ୟବହାର କରି ମରାମତି କରି ନିଜ କାମ ସାରିଦେଇ ଥିଲା । ଫଲରେ ଏହା ଅଳ୍ପ ଦିନ ମଧ୍ୟରେ ସେହି ସ୍ଥାନରୁ ଗେଟି ଉଠି ଗର୍ତ୍ତ ହେବା ସହ ଅନ୍ୟ ସ୍ଥାନରୁ ମଧ୍ୟ ସେହି ଭଲି ଗର୍ତ୍ତ ସୃଷ୍ଟି ହୋଇ ବିପଦପୂର୍ଣ୍ଣ ରାସ୍ତା ପାଲଟିଯାଇଛି। ଯାହା ଫଲରେ ଏହି ରାସ୍ତା ଉପରେ ନିର୍ଭର କରୁଥିବା ଜନସାଧାରଣ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଉକ୍ତ ଖବରକୁ ନେଇ ସାପ୍ତାହିକ  'ପ୍ରରଣା' ଖବରକାଗଜରେ ଅନେକ ଥର ପ୍ରକାଶିତ ହୋଇଛି। ହେଲେ ଏପର୍ଯ୍ୟନ୍ତ ପ୍ରଶାସନ କିମ୍ବା ବିଭାଗ ପକ୍ଷରୁ କୈାଣସି କାର୍ଯ୍ୟା ଗ୍ରହଣ କରାଯାଇ ନାହିଁ।‌ ଫଲରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ଏହି ପୋଲ ଦେଇ ପ୍ରତେକ ଦିନ ସମ୍ବଲପୁର, ବଲାଙ୍ଗିର,

ରେଢ଼ାଖୋଲ, ଭୂବନେଶ୍ଵର, କଟକ ସହ ବିଭିନ୍ନ ସ୍ଥାନକୁ ଶହ ଶହ ଲୋକ ଓ ଯାନବାହାନ ଯିବାଆସିବା କରିଥାଏ ।  ଏହି ମରଣଯନ୍ତା ପୋଲ ଦେଇ ପ୍ରତେକ ଦିନ ପ୍ରଶାସନ ଅଧିକାରୀ ଓ ବିଭାଗୀୟ କର୍ମଚାରୀ ମାନେ ଯିବା ଆସିବା କରୁଥିଲେ ମଧ୍ୟ ତାଙ୍କର ଦୃଷ୍ଟି ପଡୁଥିବା ଅନୁମାନ କରାଯାଉଛି।  ସରକାରୀ ଯନ୍ତ୍ରୀ ଓ ଠିକାଦାରଙ୍କ ମଧୁ ଚନ୍ଦ୍ରିକା ଯୋଗୁଁ ନିମ୍ନମାନର କାମ ହୋଇଥିବା ନେଇ ଜନସାଧାରଣ ଅଭିଯୋଗ ହେଉଛି।  ଜନସାଧାରଣ ସୁରକ୍ଷା ପାଇଁ ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ବିହିତ ପଦକ୍ଷେପ ସହ ଖୁବ ଶୀଘ୍ର ଏହି ପୋଲ ମରାମତି ପାଇଁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   12-Mar-2026
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   12-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Mar-2026
  ଜିଲ୍ଲା  
ହରିରାଜପୁର ମେଳଣ ପଡିଆରେ ରାଜ୍ୟସ୍ତରୀୟ କବିତା ଆସର   12-Mar-2026
  ଜିଲ୍ଲା  
ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   12-Mar-2026
  ଜିଲ୍ଲା  
ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   12-Mar-2026
  ଜିଲ୍ଲା  
*ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   12-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026

You Might Also Like