-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   (12-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   (12-Mar-2026)       ||      ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ    (12-Mar-2026)       ||      ହରିରାଜପୁର ମେଳଣ ପଡିଆରେ ରାଜ୍ୟସ୍ତରୀୟ କବିତା ଆସର    (12-Mar-2026)       ||      ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   (12-Mar-2026)       ||      ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   (12-Mar-2026)       ||      *ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   (12-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||     

HOME   ଜିଲ୍ଲା

ଆଗଲପୁର ଅଗ୍ନିଶମ ବିଭାଗରେ ବ୍ୟାପକ ଅବ୍ୟବସ୍ଥା

09-Apr-2023



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ଅଗ୍ନି ସମ ବିଭାଗରେ ବ୍ୟାପକ ଅବ୍ୟବସ୍ଥା ହେଉଥିବା ବିଭାଗୀୟ କର୍ମଚାରୀ ଙ୍କ ଠାରୁ ପ୍ରକାଶ l ବିଭାଗୀୟ କର୍ମଚାରି ଙ୍କ ଠାରୁ ପ୍ରକାଶ ଯେ ଗତ 2022 ବର୍ଷ ରୁ ପୁଲିସ ହାଉସିଂ ବୋର୍ଡ ତରଫରୁ କ୍ୱାଟର ଅନୁମୋଦନ ହୋଇ ଥିବା ବେଳେ 2କୋଟି ରୁ ଉର୍ଦ୍ଧ ଟଙ୍କା ସରକାରୀ ଅନୁଦାନ ରାଶି କାର୍ଯ୍ୟ ଆରମ୍ଭ ହୋଇଥିଲେ ହେଁ କୌଣସି ସୂଚନା ଫଳକ ନ ଥିବାରୁ ସ୍ଥାନୀୟ ଜନ ସାଧାରଣ, ବିଭାଗୀୟ କର୍ମଚାରି କୌଣସି ପ୍ରକାର ତଥ୍ୟ ପାଇପାରୁ ନାହି l ଅଗ୍ନିସମ ବିଭାଗ ପକ୍ଷରୁ ଅଭିଯୋଗ ହୁଏ ଯେ ଉକ୍ତ କାର୍ଯ ନିମ୍ନ ମାନର ହେଉଥିବାରୁ କାନ୍ଥ ଗୁଡ଼ିକ ଭଗ୍ନ ଅବସ୍ଥା ରେ ଏବଂ ଛାତ, କାନ୍ଥ , ଖମ୍ବ ନିର୍ମାଣ ହେବା ଦିନ ଠାରୁ ପାଣି ଦେଉ ନ ଥିବାରୁ ବିଲଡିଂ କାମ ନିମ୍ନ ମନର ଓ କମ ଦିନ ରେ ଭାଙ୍ଗି ଯିବା ସମ୍ଭାବନା ବୋଲି ବିଭାଗୀୟ ସୁତ୍ରରୁ ପ୍ରକାଶ l ଏହି ବିଲଡିଂ ରେ 6 ଗୋଟି କ୍ୱାଟର ର କାର୍ଯ୍ୟ ଚାଲିଛି l ଏହା ବିଳମ୍ୱିତ କାର୍ଯ ଯୋଗୁଁ ବିଭାଗୀୟ କର୍ମଚାରି ଅଫିସ ରେ ରହିଥାନ୍ତି ଏହା ସହିତ 14 ଜଣ କର୍ମଚାରୀ ରି 6 ଜଣ ଅଫିସ ଗୃହ ରେ ଏବଂ 8ଜଣ ଆଗଲପୁର ଭଡ଼ା ଗୃହ ରେ  ରହି ଥାଆନ୍ତି l ଯାହାକି ଜରୁରୀ କାଳୀନ ସମୟରେ ଉପସ୍ଥିତ ରହିବାକୁ ତଥା କାର୍ଯ ରେ ଯୋଗଦାନ କରିବାକୁ ଅସୁବିଧାର ସମ୍ମୁଖୀନ ହୋଇଥାଏ l ଏହି ନୂତନ କୋଠରୀ ନିର୍ମାଣ କାର୍ଯ ଠିକ ଭାବେ ନିର୍ମାଣ କରାଯାଇ ଶୀଘ୍ର କାର୍ଯ ଶେଷ କରିବାକୁ ଆଗଲପୁର ସାଧାରଣ ରେ ଦାବି ହେଉଛି l ଏହି କୋଠରୀ ନିମ୍ନ କାମ କୁ ବିଭାଗୀୟ କର୍ମଚାରି ତଦନ୍ତ କରି ଉଚିତ ପଦକ୍ଷେପ ନେବାକୁ ଲୋକେ ଦାବୀ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   12-Mar-2026
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   12-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Mar-2026
  ଜିଲ୍ଲା  
ହରିରାଜପୁର ମେଳଣ ପଡିଆରେ ରାଜ୍ୟସ୍ତରୀୟ କବିତା ଆସର   12-Mar-2026
  ଜିଲ୍ଲା  
ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   12-Mar-2026
  ଜିଲ୍ଲା  
ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   12-Mar-2026
  ଜିଲ୍ଲା  
*ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   12-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026

You Might Also Like