-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଜିଲ୍ଲା

ମଡେଲ ଡିଗ୍ରୀ କଲେଜ ଠାରେ ଜି୨୦ଭାରତର ସେମିନାର

09-Apr-2023



(ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ସ୍ଥିତ ମଡେଲ ଡିଗ୍ରୀ କଲେଜ ଠାରେ ଜି୨୦ଭାରତ ଉପରେ ଏକ ସେମିନାର ଅନୁଷ୍ଠିତ ହୋଇଯାଇଛି । ମଡେଲ ଡିଗ୍ରୀ କଲେଜର ଅଧ୍ୟକ୍ଷ ଦେବାଶିଷ ମହାନ୍ତିଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ଏହି ସେମିନାରରେ କିସ ୟୁନିଭରସିଟିର କୂଳପତି ସସ୍ମିତା ସାମନ୍ତ ମୁଖ୍ୟ ଅତିଥିଭାବରେ ଯୋଗଦେଇଥିବାବେଳେ  ସମ୍ମାନିତ ଅତିଥି ଭାବରେ କିସର ନିଦ୍ଦେଶକ ଜୟନ୍ତ କୁମାର ପରିଡା,କିସ ୟୁନିଭରସିଟିର ପ୍ରଫେସର ଅନିତାପତି ,ପ୍ରଫେସର ପ୍ରଦତ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଜି୨୦ର ଲକ୍ଷ ,ଉଦ୍ଦେଶ୍ୟ ଉପରେ ଜ୍ଞାପନ କରିବାସହ ନିଜର ସ୍ୱପ୍ନ କିଭଳି ବାସ୍ତବ ସ୍ୱପ୍ନରେ ପରିଣତ ହେବ, ସମାଜରେ ନିଜସ୍ୱ ଉଦ୍ୟମରେ ଆଗକୁ ଯାଇ ପାରିବ ସେନେଇ ଆଲୋକପାତ କରିଥିଲେ । ବିଶେଷକରି ସବୁଥାଇବି କିଛି ନଥିଲା ପରି ପର ଉପରେ ନିର୍ଭରଶୀଳ ନହୋଇ କିଭଳି ଆଗକୁ ଯାଇ ପାରିବେ ଏବଂ ସମାଜର ପରିବେଶ ସହିତ ଖାପ ଖୁଆଇ ଚଳିବେ ସେନେଇ ଆଲୋଚନା କରାଯାଇଥିଲା । ଗ୍ରାମାଂଚଳରୁ ଆରମ୍ଭକରି ବିଶ୍ୱ ସ୍ତରରରେ ନିଜର ଛାପ ବଜାଇ ରଖିହେବ ତାହା ଛାତ୍ର/ଛାତ୍ରୀ ମାନଙ୍କୁ ଅବଗତ କରିଥିଲେ । ଏଇ ଅବସରରେ ମାଁ ମାତୃକାର ସେବା ତଥା ସମାଜ ପାଇଁ ନିଜ ଜୀବନକୁ ବାଜି ଲଗାଇ କାର୍ଯ୍ୟ କରିଥିବା ମହାନ ବ୍ୟକ୍ତି ବିଶେଷଙ୍କୁ ସମ୍ମାନୀତ କରାଯାଇଥିଲା । ସେମାନେ ହେଲେ ସମ୍ବଲପରୀ ପାଟବସ୍ତ୍ର ବାନ୍ଧଶିଳ୍ପୀ ପଦ୍ମଶ୍ରୀ ଚତୁର୍ଭୁଜ ମେହେର,କୋଭିଡଯୋଦ୍ଧା ତଥା ଯୁବ ସମାଜସେବୀ ନାରାୟଣ ଲୁହା,ପରିବେଶ ବିତ ତଥା ପକ୍ଷୀ ପ୍ରେମୀ ଜୋତିରାଦିତ୍ୟ ପିନାକୀ ପଣ୍ଡା,ସମାଜ ସଂସ୍କାରକ ତଥା ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ପ୍ରମୁଖ ବ୍ୟକ୍ତି ବିଶେଷଙ୍କୁ ମାନପତ୍ର,ଉପଢୋକନ ଦେଇ ପୁରସ୍କୃତ କରାଯାଇଥିଲା । ଏଥିରେ ମଡେଲ ଡିଗ୍ରୀ କଲେଜର ଛାତ୍ର ଛାତ୍ରୀଙ୍କ ସମେତ ସାହାରଟ୍ରଷ୍ଟ ହାଇସ୍କୁଲ, ପଜ୍ଞାଭାରତୀ ହାଇସ୍କୁଲ,କୋଶଳ ଆବାସିକ ହାଇସ୍କୁଲ,ସାଇକୃପା ହାଇସ୍କୁଲର ଛାତ୍ର/ଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like